-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା

06-Dec-2024



ବଲାଙ୍ଗୀର(ପ୍ରେରଣା ଖବର): ଆସନ୍ତା ଡିସେମ୍ବର ୨୧ ଓ ୨୨ ତାରିଖ ଦୁଇ ଦିନ ଧରି ହେବାକୁ ଯାଉଥିବା ପତିତପାବନ ଏକାଡେମୀର ହୀରକ ଜୟନ୍ତୀ ଅବସରରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଗୀତ, ପ୍ରବନ୍ଧ ଓ ତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଆଜି ଅନୁଷ୍ଠିତ ସଙ୍ଗୀତ,ତର୍କ ଓ ପ୍ରବନ୍ଧ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ ଯଥାକ୍ରମେ ଗିରିଜା ସୁନା, ରାଜା ସାହୁ ଓ ଦମୟନ୍ତୀ ଖୁଆସ୍ l ଦ୍ଵିତୀୟ ସ୍ଥାନ ଅଧିକାର କରି ଥିଲେ ଗୁପ୍ତେଶ୍ଵର ଲେଙ୍କା,ସ୍ନେହା ସ ଓ ମନୋରଞ୍ଜନ ବ୍ରହ୍ମା l ତୃତୀୟ ସ୍ଥାନରେ ଶ୍ୟାମଳୀ ବରିହା,  ଅଭିଷେକ ଚନ୍ଦନ ଓ ଶୁଭମ୍ ପଣ୍ଡା l ବିଚାରକ ଭାବେ ଯୋଗ ଦେଇଥିଲେ  ଗୋପାଲ ପ୍ରଧାନ, ଅର୍ବାଜ ଖାଁ,  ସାଏ ଦ ଅଫତlବେ ହୁସେନ୍, ନାସିର ଖାନ୍, ବିଚାରକ ପାଣିଗ୍ରାହୀ,  ଦିବାକର ହୋତା, ସୁବ୍ରତ ଖଣ୍ଡୁଆଳ ଓ ଲକ୍ଷ୍ମଣ ଅଗ୍ରୱାଲ l ଆଜି ପ୍ରଧାନ ଶିକ୍ଷକ ସିନୁ ସୁନ୍ଦର ପାଢୀଙ୍କ ସଭାପତିତ୍ବରେ ଜୟନ୍ତୀ କମିଟି ଉପସଭାପତି ହେମନ୍ତ ପଣ୍ଡା ପ୍ରତିଯୋଗିତା କୁ ଉଦଘାଟନ କରି ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ l ସେହିପରି ସ୍ମରଣିକା କମିଟିର ସଂଯୋଜକ ମନୋରଞ୍ଜନ ସାହୁ, ପ୍ରଦୀପ ସାହୁ, ମହେନ୍ଦ୍ର ଦର୍ଜି ଓ ରଘୁ ନନ୍ଦନ ସିଂହ ଓ ଅମିୟ ମିଶ୍ର ଉପସ୍ଥିତ ଥିଲେ l ଶିକ୍ଷୟିତ୍ରୀ ଅଂଶୁପା ଭୋଇ ଓ ଅନାନ୍ୟ ମିଶ୍ର ସଭା ପରିଚାଳନାରେ ସହାୟତା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like