-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ

06-Dec-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ନବରଙ୍ଗପୁର ସ୍ଥିତ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ କୃଷକ ମୋର୍ଚ୍ଚା ତରଫରୁ ଚାଷୀ ପ୍ରତିନିଧି ମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବୈଠକକୁ ପରିଚାଳନା କରିଥିଲେ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ର। ମୁଖ୍ୟ ଅତିଥି ଭାବେ ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ମହେଶ୍ୱର ସାହୁ, ସମ୍ମାନିତ ଅତିଥି ଭାବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ ଓ  ଜିଲ୍ଲା ସଭାପତି ଜଗଦୀଶ ଚନ୍ଦ୍ର ବିଷୟୀ , ବିଶିଷ୍ଟ ଅତିଥି ଭାବେ ରାଜ୍ୟ କୃଷକ ମୋର୍ଚ୍ଚା ଉପ ସଭାପତି ପୁଲିନ ପ୍ରକାଶ ପୂହାନ, ବରିଷ୍ଠ ବିଜେପି ନେତା ସୋମନାଥ ପୂଜାରୀ ଓ ରାଜ୍ୟ ସଂପାଦକ ପ୍ରଶାନ୍ତ ସ୍ବାଇଁ ଉପସ୍ଥିତ ଥିଲେ। କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି ସୋନା ମାଝୀ, ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଜଗଦୀଶ କଲାର ଓ ରମାପତୀ ବିଷୟୀ ମଧ୍ୟ ମଞ୍ଚାସିନ ଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ବିଜେପି ଉପସଭାପତି ସନାତନ ତ୍ରିପାଠୀ, ଜିଲ୍ଲା କୃଷକ ମୋର୍ଚ୍ଚା ସାଧାରଣ ସଂପାଦକ କୃଷ୍ଣ ମାତ୍ରା, ବିରେନ୍ଦ୍ର ପୂଜାରୀ, ରତନ କଲାର, ଗୋବିନ୍ଦ ମାଝୀ, ଲକ୍ଷ୍ମୀ ଜାନୀ, କାଞ୍ଚନ ହରିଜନ, ଦଶମୁ କଲାର, ରାଜେନ୍ଦ୍ର ବିଷୟୀ, ଲବ ଦତ, ବେଣୁ ମାଝୀ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026

You Might Also Like