-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||     

HOME   ଜିଲ୍ଲା

ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା

06-Dec-2024



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ନଅଗାଁ (କ) ପଞ୍ଚାୟତ ଅନ୍ତର୍ଗତ ହଳଦୀପଦର ଗ୍ରାମ ର ଗୀତା ପୋଢ଼, ସ୍ବାମୀ ନେପାଲ ପୋଢ଼ ବିଷପିଇ ଆତ୍ମହତ୍ୟା କରିଥିବା ପରିବାର ଓ ପୁଲିସ ଠାରୁ ସୂଚନା ମିଳିଛି l ଜାଣିବାକୁ ମିଳିଛି ଯେ ଗୀତା ଗ୍ରାମର ସ୍କୁଲ ରେ ଦୀର୍ଘ ୧୮ ବର୍ଷ ହେବ ପାଚିକା ଭାବରେ କାର୍ଯ୍ୟ କରି ଆସୁଥିଲେ ଓ ସେହି ଦିନ ମଧ୍ୟ ସ୍କୁଲ ରୁ ୪ ଟା ରେ ଫେରିଥିଲେ l ସ୍ବାମୀ ନେପାଲ ଜଣେ ମଦ୍ୟପ ଥିବାରୁ ପ୍ରତିଦିନ ଦୁହିଁଙ୍କ ମଧ୍ୟରେ ଝଗଡା ଲାଗି ରହୁଥିଲା ଓ ଉକ୍ତ ଦିନ ମଧ୍ୟ ଝଗଡା ସ୍ତ୍ରୀ ଙ୍କ ସହିତ କରିଥିଲେ l ତେଣୁ ଗୀତା ଉତ୍ୟକ୍ତ ହୋଇ ଘରେ ବିଷ ପିଇ ଦେଇଥିଲେ l ଏହା ପରେ ସ୍ବାସ୍ଥ୍ୟବସ୍ତା ଗୁରୁତ୍ତର ହେବାରୁ ପ୍ରଥମେ ଆଗଲପୁର ଡାକ୍ତରଖାନାକୁ ପରିବାର ଲୋକେ ନେଇଥିଲେ ଓ ସେଠାରେ ଆହୁରି ଗୁରୁତର ହେବାରୁ ଡାକ୍ତର ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରୀତ କରିଥିଲେ l ସେଠାରେ ଚିକିତ୍ସିତ ହେଉଥିବା ବେଳେ ଗୀତା ଙ୍କ ପ୍ରାଣବାୟୁ ଉଡ଼ି ଯାଇଥିଲା l ମୃତ ଗୀତା ଙ୍କ ତିନୋଟି ସନ୍ତାନ ଥିବାବେଳେ ଇଚ୍ଛାପୁର ନିକଟସ୍ତ କନ୍ଧୂମୁଣ୍ଡ। ଗ୍ରାମ ର ଝିଅଥିଲେ l ମୃତ୍ୟୁପରେ ଶବ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଗଲା l ଏକ ଅପମୃତ୍ୟୁ ମାମଲା ରୁଜୁ କରାଯିବ ବୋଲି ପୁଲିସ ସୂଚନା ଦେଇଛନ୍ତି l ଏକ ବର୍ଷ ରେ ଆଗଲପୁର ଅଞ୍ଚଳ ରେ ହଳଦୀପାଲି , ଗଣ୍ଡପାଲି , ବାବୁଫା ସଡ , ବ।ଞ୍ଜିପାଲି ସହ ଅନ୍ୟାନ୍ୟ ଗ୍ରାମ ର ପ୍ରାୟ ମହିଳା ଆତ୍ମହତ୍ୟା କରିଥିବା ସୂଚନା ରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026

You Might Also Like