-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି

06-Dec-2024



ବୀରମହାରାଜପୁର,  (ବିନୋଦ ପାଣ୍ଡେ) :  ବୀରମହାରାଜପୁର ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ଠାରେ ଶୁକ୍ରବାର ବୀରମହାରାଜପୁର ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ ଅନୁଷ୍ଠିତ ହୋଇଯାଇଛି l ଧନୁଯାତ୍ରା ଆୟୋଜକ କମିଟି ସଭାପତି କିଶୋର ହୋତା ଙ୍କ ନେତୃତ୍ବରେ ରେ ତୃତୀୟ ଥର ପାଇଁ ଆସନ୍ତା ୨ ଜାନୁୟାରୀ ୨0୨୫ ଠାରୁ ୮ ଜାନୁୟାରୀ ୨0୨୫ ପର୍ଯ୍ୟନ୍ତ ଧନୁଯାତ୍ରା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି  lଏହି ଅବସରରେ  ଭୂମି ପୂଜନ ସହ ଶୁଭସ୍ତମ୍ଭ ସ୍ଥାପନ କରାଯାଇଥିଲା l ପୂଜକ ରବିଚନ୍ଦ୍ର ପୁରୋହିତ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଶୟମ୍ଭୁ ନାଥ ଖଣ୍ଡଗିରି, ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ନାରାୟଣ ଲୁହା, ଚମ୍ପମାଲ ସରପଞ୍ଚ ମହେନ୍ଦ୍ର ଜଗଦଲା, ସମିତି ସଭ୍ୟ ଲକ୍ଷ୍ମୀ ନାରାୟଣ ପୁରୋହିତ, ବ୍ଲକ କଳାକାର ସଙ୍ଘ ସଭାପତି ରାମକୃଷ୍ଣ ହୋତା, ଆଇନଜୀବୀ ପ୍ରଦୀପ ମିଶ୍ର, ଯୁଧିଷ୍ଠିର ସାହୁ, ଆଶ୍ରୟ ମହାନନ୍ଦ, ମେଘନାଦ ଭୋଇ ଶୁଭମ ପ୍ରୀତମ ହୋତା, ଚିନ୍ମୟ ସାହୁ, ରାଧା ଚରଣ. ମେହେର, ସୁରୁବାବୁ ସାହୁ,ପ୍ରକାଶ ପଧାନ, କିଶୋର ଭୋଇଙ୍କ ସମେତ ଯାତ୍ରା କମିଟି ର ସମସ୍ତ ସଦସ୍ୟ ସାମିଲ ଥିଲେ l ଚଳିତ ବର୍ଷ ଏକ ସ୍ମରଣିକା ପ୍ରକାଶ ପାଇବା ସହ ମିନବଜାର ସାଙ୍ଗକୁ ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଧନୁଯାତ୍ରା ଆୟୋଜକ କମିଟି ସଭାପତି କିଶୋର ହୋତା ସୂଚନା ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026

You Might Also Like