-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ

06-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ବାଳିକା ହାଇସ୍କୁଲରେ ନବ ନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଶିକ୍ଷଣ ଦକ୍ଷତା, କୌଶଳ ସମ୍ବନ୍ଧୀୟ ଜ୍ଞାନର ଅଭିବୃଦ୍ଧି ନିମନ୍ତେ ପଞ୍ଚଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ "ସଂକଳ୍ପ "ଉଦଯାପିତ ହୋଇଯାଇଛି।ଉଦଯାପନୀ ଉତ୍ସବରେ ବ୍ଲକ ଶିକ୍ଷା ଅଧିକାରୀ ଡଃ ସୁରେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରାଧାକାନ୍ତ ଛତ୍ରି ଯୋଗ ଦେଥିବା ବେଳେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଜ୍ୟୋତିକାନ୍ତ ସାହୁ, ଭଟଲି ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସରୋଜ କୁମାର ଭୁଏ, ବରଗଡ଼ ବାଳିକା ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ଶାନ୍ତି ସୁନା,ସ୍ଥାନୀୟ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଦିଲ୍ଲୀପ କୁମାର ମେହେର,ସଂଯୋଜକ ପୁଷ୍ପାଞ୍ଜଳୀ ଦାଶ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଧୀରଜ ପଟ୍ଟନାୟକଙ୍କ ଯୋଗ ଦେଇଥିଲେ।ସାଧନକର୍ମୀ ଭାବରେ ଅଭିଜ୍ଞ ଶିକ୍ଷକ ବୀରେନ୍ଦ୍ର ଦାଶ,ସଞ୍ଜୟ ଖମାରୀ,ଯତୀନ ମେହେର ଏବଂ ଭୀଷ୍ମଦେବ ପଧାନ ତାଲିମ ପ୍ରଦାନ କରିଥିଲେ। ଏହି ପ୍ରଥମ୍ ପର୍ଯ୍ୟାୟ ସଙ୍କଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅମ୍ବାଭୋନା, ଭଟଲି ଏବଂ ବରଗଡ଼ ଜିଲ୍ଲାରେ କାର୍ଯ୍ୟରତ ୫୦ ଜଣ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀ ଅଂଶ ଗ୍ରହଣ କରି ପ୍ରଶିକ୍ଷଣ ନେଇଥିଲେ। ମୁଖ୍ୟ ଅତିଥି ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରାଧାକାନ୍ତ ଛତ୍ରି ବିଦ୍ୟାଳୟର ଗଠନମୂଳକ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବା ପାଇଁ ସମସ୍ତ ପ୍ରଶିକ୍ଷାର୍ଥୀମାନଙ୍କୁ ପରାମର୍ଶ ଦେଇଥିଲେ। ଭଟଲି ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସରୋଜ କୁମାର ଭୁଏ, ସ୍ଥାନୀୟ ବ୍ଲକ୍ ଶିକ୍ଷା ଅଧିକାରୀ ଡଃ ସରୋଜ କୁମାର ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଜ୍ୟୋତିକାନ୍ତ ସାହୁ ସଙ୍କଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ହାସଲ କରିଥିବା ଜ୍ଞାନ ଓ କୌଶଳକୁ ସମସ୍ତ ପ୍ରଶିକ୍ଷାର୍ଥୀ ବିଦ୍ୟାଳୟରେ କାର୍ଯ୍ୟକାରୀ କରିବା ପାଇଁ ପରାମର୍ଶ ଦେଇଥିଲେ।ସାଧନକର୍ମୀ ଶିକ୍ଷକ ସଞ୍ଜୟ ଖମାରୀ ଏବଂ ବୀରେନ୍ଦ୍ର ଦାଶ ସଂକଳ୍ପ ପ୍ରଶିକ୍ଷଣର ଆବଶ୍ୟକତା ବିଷୟରେ ନିଜସ୍ଵ ମତାମତ ପ୍ରଦାନ କରିଥିଲେ।ପ୍ରଶିକ୍ଷାର୍ଥୀ ଦିପ୍ତିମୟୀ ସାହୁ ଏବଂ ଶତୃଘ୍ନ ମହାନନ୍ଦ ନିଜ ଅନୁଭୂତି ବର୍ଣ୍ଣନା କରିଥିଲେ। ଶିକ୍ଷୟିତ୍ରୀ ଝରଣା ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ସଂଯୋଜକ ପୁଷ୍ପାଞ୍ଜଳୀ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like