-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା

06-Dec-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲା ସ୍ତରୀୟ ଗଣ ପର୍ବ ମଣ୍ଡେଇ୨୦୨୪ ଶୁକ୍ରବାର ଦିନ ବହୁ ଆଡମ୍ବର ସହିତ ଉଦଘାଟିତ ହୋଇଯାଇଛି | ଉଦଘାଟନି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତି ପରିଷଦ ଅଧ୍ୟକ୍ଷ ଡକ୍ଟର ଶୁଭଂକର ମହାପାତ୍ର ପ୍ରଥମେ ଭଣ୍ଡାରଘରଣୀଙ୍କ ନିକଟରେ ପୂଜାର୍ଚ୍ଚନା କଲା ପରେ ପାରମ୍ପରିକ ରୀତିନୀତି ରେ ମଶାଲ ପ୍ରଜ୍ଵଳିତ କରାଯାଇଥିଲା | ଉଦଘାଟନି ଉତ୍ସବ ରେ ଜିଲ୍ଲାର ବିଭିନ୍ନ ପଞ୍ଚାୟତ ସମିତି ଅଞ୍ଚଳ ରୁ ଆସିଥିବା ପାରମ୍ପରିକ ନୃତ୍ୟ ସିଂହ ବଜା, ପାଇକ ଆଖଦ, ବାଲି ଚାଙ୍ଗୁଡା ଓ ଢୋଲ, ଲାଠି କୁର୍ଚି, ଭୀମ ଭୀମଣି, ଘଣ୍ଟ ଶଙ୍ଖ, ଢେମସା, ମାଟି ମନ୍ଦାର, ଖୁଟ ମନ୍ଦାର, ଖଟଲା ବଜା, ରାମ ଲୀଳା, ମାଦଳ ବଜା, ଗୋତି ବଜା, ବାନା ବାଡି, ମାଦଳି, ଘୁମୁରା, ଅଲେଖ ଲୀଳା, କଂଶ ବଦ୍ଧ, ମାଢିଆ, ସଂକୀର୍ତନ, ଧାଙ୍ଗଡି ନାଚ, ପେଟା ପରଶୁ, ହଁସ ନାଟ, ଶବର ଲୀଳା, ଦଣ୍ଡାରୀ, ରେନଯୋଡି, ଗୋରଣ୍ଡୀ ଇତ୍ୟାଦି ସହିତ ପାରମ୍ପରିକ   ବାଦ୍ୟ ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଶୋଭା ଯାତ୍ରା ଭଣ୍ଡାରଘରଣୀ ମନ୍ଦିର ଠାରୁ ଆରମ୍ଭ ହୋଇ ନବରଙ୍ଗପୁର ସହର ପରିକ୍ରମା କରି ମଣ୍ଡେଇ ପଡିଆ ଠାରେ ପହଞ୍ଚିଥିଲା |

ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି  ଭାବେ ମାନ୍ୟବର କ୍ୟାବିନେଟ ମନ୍ତ୍ରୀ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟା ଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ, ଓଡ଼ିଶା ସରକାର, ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ, ବରେଣ୍ୟ ଅତିଥି ମାନ୍ୟବର ସାଂସଦ ରାଜ୍ୟସଭା ଶ୍ରୀଯୁକ୍ତ ମୁଜ୍ଜିବୁଲ୍ଲା ଖାନ, ମାନ୍ୟବର ବିଧାୟକ ଡାବୁଗାଁ ଶ୍ରୀଯୁକ୍ତ ମନୋହର ରନ୍ଧାରି, ମାନ୍ୟବର ବିଧାୟକ ନବରଙ୍ଗପୁର ଶ୍ରୀଯୁକ୍ତ ଗୌରି ଶଙ୍କର ମାଝି, ମାନ୍ୟବର ବିଧାୟକ ଝରିଗାଁ ଶ୍ରୀଯୁକ୍ତ ନରସିଂହ ଭତ୍ରା, ମାନ୍ୟବର  ପୌରପାଳିକା ଅଧ୍ୟକ୍ଷ ଶ୍ରୀଯୁକ୍ତ କୁନୁ ନାୟକ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ମିହିର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ମହେଶ୍ଵର ନାୟକ (ସାଧାରଣ), ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ (ରାଜସ୍ଵ), ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରବାନ, ଉପ ଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର, ଜିଲ୍ଲାର ସମସ୍ତ ତହସିଲଦାର ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ ନବରଙ୍ଗପୁର, ଜିଲ୍ଲା ଲୋକ ସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ଘାଷିଆ ହରିଜନ, ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ରବୀନ୍ଦ୍ର ପାଲାକା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଅନୁସୂଚିତ ଜାତି ଓ ଜନଜାତି ପ୍ରକଳ୍ପ ପ୍ରଶାସକ ରାଜୀବ କୁମାର ସାହୁ, ଜିଲ୍ଲା ପ୍ରକଳ୍ପ ଅଧିକାରୀ ଜରୁରୀ କାଳୀନ ବିଭାଗ ହିମାଂଶୁ ଶେଖର ପଟ୍ଟନାୟକ,  ଓଡ଼ିଶା ରାଜସ୍ଵ ଅମଲା ସଂଘର ରାଜ୍ଯ ସଭାପତି ତ୍ରିପତି ବାଲାଜି ସାହୁ, ନିର୍ବାହୀ ଅଧିକାରୀ ପୌରପାଳିକା ନବରଙ୍ଗପୁର  ସମରେଶ ମହାନ୍ତି, ବଣିକ ସଂଘର ସଭାପତି  କାହ୍ନୁ  ଦାସ ଙ୍କ ସହିତ ଜିଲ୍ଲା ସ୍ତରୀୟ ପଦାଧିକାରୀ ମାନେ ଉପସ୍ଥିତ ଥିଲେ |

ଏଥିସହିତ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା କଳାକାର, ସ୍ବୟଂ ସହାୟକ ଗୋଷ୍ଠୀ ର ମହିଳା ମାନେ ଉକ୍ତ ଶୋଭାଯାତ୍ରା ରେ ବାହାରି ମଣ୍ଡେଇ ପଡିଆ ଠାରେ ପହଞ୍ଚିଥିଲେ | ଶୋଭାଯାତ୍ରା ରେ ମଶାଲ ସମେତ ପ୍ରତୀକ ଦେବୀ ଲାଠି, ଚୌକି, ବାଲି ବିହନ ଚାଙ୍ଗୁଡି, ପ୍ରତୀକ ଭୀମ ଭିମାଣି, ପାରମ୍ପରିକ ଢେମଶା, ସାଇଲଡି, ବିଭିନ୍ନ ପାରମ୍ପରିକ ବାଜା ଧ୍ୱନି ତାଳ ଦ୍ବାରା ନବରଙ୍ଗପୁର ସହର ର ମୁଖ୍ୟ ରାସ୍ତା ଦୁଲକି ଥିଲା |  ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ବ୍ୟାପକ ପୋଲିସ ର ବ୍ୟବସ୍ଥା କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like