-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଅପରାଧ

ରେଢ଼ାଖୋଲ ଥାନା ଅଞ୍ଚଳରେ ନିଶା ବଟିକା ଖୁଆଇ ଯୁବତୀଙ୍କୁ ଦୁଷ୍କର୍ମ , ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଗିରଫ

06-Dec-2024



ରେଢ଼ାଖୋଲ(ଅନିଲ ପୃଷ୍ଟି): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅଞ୍ଚଳର ଜଣେ ଯୁବତୀକୁ ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଆଶ୍ରମରେ ନିଶାବଟିକା ଦେଇ ଦୁଷ୍କର୍ମ କରିଥିବା ଅଭିଯୋଗ ପୋଲିସ ଶୁକ୍ରବାର ବାବାକୁ ଗିରଫ କରିଛି ।‌
ଘଟଣା ଅନୁସାରେ ଯୁବତୀଙ୍କ ଦେହ ବାରମ୍ବାର ଖରାପ ହେବା ସହ ଏସିଡିଟି ଥିବାରୁ ଉକ୍ତ ରୋଗର ଚିକିତ୍ସା ପାଇଁ  ଗତ କିଛି ମାସ ହେବ ରେଢ଼ାଖୋଲ ଥାନା ଲୁହାପଙ୍କ ପଞ୍ଚାୟତ ଅନ୍ତର୍ଗତ ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଙ୍କ ଆଶ୍ରମ କୁ ଯାଇଥିଲେ ।  ସେଠାରେ ବାବାଙ୍କ ସହ କଥାବାର୍ତ୍ତା ହେବା ପରେ ବାବା କିଛି ଔଷଧ ଯୁବତୀଙ୍କୁ ଖାଇବାକୁ ଦେଇଥିଲେ ।

ଏବଂ ଏକ ମାସ ପରେ ପୁଣିଥରେ ଆସି ଔଷଧ ନେବାକୁ କହିଥିଲେ । ହେଲେ ଯୁବତୀଙ୍କ ଘର ଦୁରରେ ଥିବାରୁ ସେ ଆସିନଥିଲେ । ହେଲେ ଗତକାଲି ଗୁରୁବାର ସକାଳେ ଯୁବତି ଜଣକ ତାଙ୍କ ସମ୍ପର୍କୀୟ କୁ ରେଢ଼ାଖୋଲ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆଣିଥିଲେ ।‌ ଯେହେତୁ ଯୁବତୀ ଜଣଙ୍କ ରେଢ଼ାଖୋଲ ଆସିଥିଲେ ସେ ବାବାଙ୍କୁ ଫୋନ କରି ନିଜ ପାଇଁ ଔଷଧ ଦେବାକୁ କହିଥିଲେ । ଏବଂ ବାବା ଯୁବତୀଙ୍କୁ ବୈଷ୍ଣବ ଝୁଲି ଆଶ୍ରମ କୁ ଆସି ଔଷଧ ନେଇଯିବା ପାଇଁ କହିଥିଲେ । ଯୁବତୀ ଜଣକ ଯାଇ ବାବାଙ୍କ ଆଶ୍ରମରେ‌ ପହଞ୍ଚିଥିଲେ । ଏବଂ ବାବା ତାଙ୍କୁ ୪ ଟି ବଟିକା ଖାଇବାକୁ ଦେଇଥିଲେ ବଟିକା ଖାଇବାପରେ ଯୁବତୀ ଜଣଙ୍କ ଅଚେତ ହୋଇଯାଇଥିଲେ । ଅଚେତ ଅବସ୍ଥାରେ ଯୁବତୀକୁ ବାବା ଦୁଷ୍କର୍ମ କରିଥିଲେ । ପରେ ଯୁବତୀଙ୍କ ଚେତା ଫେରିବାରୁ ତାଙ୍କୁ ଏକ ଅଟୋରେ ବସାଇ ଦେଇଥିଲେ । ହେଲେ ଯୁବତୀ ଜଣଙ୍କ ରକ୍ତ ଜୁଡୁବୁଡୁ ହୋଇ ମୁର୍ମୁଷ ଅବସ୍ଥାରେ ମେଡିକାଲ ଛକରେ ପଡିରହିଥିଲେ । ଖବରପାଇ ମେଡିକାଲ କର୍ମଚାରୀ ତାଙ୍କୁ ଉଦ୍ଧାର କରି ଚିକିତ୍ସା କରିଥିଲେ  । ସେପଟେ ଯୁବତୀଙ୍କ ପରିବାର ଲୋକେ ରେଢ଼ାଖୋଲ ଥାନାରେ ଅଭିଯୋଗ ପରେ ପୋଲିସ ଶୁକ୍ରବାର ବାବା ପ୍ରଫୁଲ୍ଲ ମହଲାକୁ ଆଶ୍ରମରୁ ଗିରଫ କରି ତଦନ୍ତ କରୁଥିବା ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like