-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

ରେଳ ଲାଇନ୍ ରେ କଟି ମହିଳାଙ୍କ ଆତ୍ମହତ୍ୟା

06-Dec-2024



ଅତାବିରା(ଆକାଶମିଶ୍ର): ଅତାବିରା  ଦେଇ ଯାଇଥିବା ରେଳ ଲାଇନ୍ ର  ଗୋଡଭଗା-ଚକୁଳି ଫାର୍ମ  ମଝିରେ ଖୁଣ୍ଟି ନଂ ୫୭୮,୧୫ / ୧୭ ଖୁଣ୍ଟି ମଧ୍ୟରେରେ ଆଜି  ସକାଳ ୧୦ ଟା ୩୦ ମିନିଟ ରେ ସମ୍ବଲପୁର ରୁ ଟିଟିଲାଗଡ଼ ଯାଉଥିବା ଏକ ମାଲବାହୀ ଗାଡ଼ି ରେ ଜଣେ ମହିଳା କଟି ଯାଇ ଆତ୍ମହତ୍ୟା କରିଥିବା ରେଲୱେ ପୋଲିସ ପକ୍ଷରୁ ସୂଚନା ମିଳିଛି । 

ଆତ୍ମହତ୍ୟା କରିଥିବା ମହିଳା ଜଣକ ଅତାବିରା ଥାନା ଅନ୍ତର୍ଗତ ଚକୁଳି ଫାର୍ମ  ର ଉପେନ୍ଦ୍ର  ନାଗ ଙ୍କ ସ୍ତ୍ରୀ କାନ୍ତି ନାଗ (୩୪) ବୋଲି ଜଣାପଡିଛି । ମହିଳା ଜଣକ  ରେଳ କଡ଼ରେ ଶୋଇ ଆତ୍ମହତ୍ୟା  କରିଛନ୍ତି ।  ଗୋଡ଼ଭଗା  ଷ୍ଟେସନ ମାଷ୍ଟର ଏ ନେଇ ସମ୍ବଲପୁର ରେଲୱେ ପୋଲିସ କୁ ଖବର ଦେବା ପରେ ଅପରାହ୍ନ ୧ ଟା ରେ ଘଟଣା ସ୍ଥଳକୁ ପହଞ୍ଚିଥିଲେ ରେଲୱେ ଏ ଏସ ଆଇ ଅଶୋକ କୁମାର ନାୟକ ଓ କନେଷ୍ଟବଳ ଫକିର ମୋହନ ସାହୁ ।  ଶବକୁ ନେଇ ପଚରା  ଉଚୁରା କରୁଥିବା ବେଳେ ମୃତ  କାନ୍ତି ଙ୍କ ଶ୍ଵଶୁର ବୁଡୁ ନାଗ ପହଞ୍ଚି ତାଙ୍କର  ପୁତ୍ରବଧୂ   ବୋଲି କହିଥିଲେ । ବୁଡୁ ଙ୍କ ତିନି ପୁଅ ମଧ୍ୟରୁ କାନ୍ତି ହେଉଛି ସlନ ପୁଅ ଉପେନ୍ଦ୍ର ଙ୍କ ପତ୍ନୀ।
ମୃତ କାନ୍ତି ଙ୍କ  ୧୧ ବର୍ଷର ଗୋଟିଏ ମାତ୍ର ପୁଅ ।ସେ  ଅତାବିରା ଶିଶୁ ବିଦ୍ୟା ମନ୍ଦିର ରେ ପଡୁଅଛି।ସେ  ମେଧାବୃତ୍ତି

ମଧ୍ୟ ପାଇଛି ।କୌଣସି କାରଣରୁ କାନ୍ତି ଆଜି ସକାଳେ ଘରୁ କୁଆଡେ ଚାଲି ଯାଇଥିଲେ ।ଖୋଜା ଖୋଜି  କରୁ କରୁ ସୂଚନା  ପାଇ ଶ୍ଵଶୁର ଘଟଣା ସ୍ଥଳକୁ ପହଞ୍ଚିଥିଲେ ।  ଶବ ବ୍ୟବଚ୍ଛେଦ ପରେ ସନ୍ଧ୍ୟା ଛ ଟା ରେ ପରିବାର ବର୍ଗଙ୍କୁ  ହସ୍ତାନ୍ତର କରାଯାଇଥିଲା କାନ୍ତି ଙ୍କର ମୃତ ଶରୀର ।କାନ୍ତି ଙ୍କ ବିବାହ କୁ ମାତ୍ର ୧୨ ବର୍ଷ ।କିନ୍ତୁ  ଆତ୍ମହତ୍ୟା ର କାରଣ କିଛି ଜଣା ପଡିନି।  ପୋଲିସ ପକ୍ଷରୁ  ତଦନ୍ତ ଜାରି ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like