-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||     

HOME   ଜିଲ୍ଲା

ସୀମା ସୁରକ୍ଷା ବାହିନୀ ରେ କାର୍ଯ୍ୟରତ ବୀର ଯବାନ ଙ୍କ କେନ୍ସର୍ ରୋଗ ରେ ମୃତ୍ୟୁ     

06-Dec-2024



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ବଡ଼ଟିକା ଗ୍ରାମ ର ଲାଲବିହାରୀ ବିଶ୍ବାଳ ଙ୍କ କେନ୍ସର ରୋଗ ରେ ପୀଡ଼ିତ ହୋଇ ମୃତ୍ୟୁବରଣ ହୋଇଥିବା ତାଙ୍କ ପରିବାର ଙ୍କ ଠାରୁ ପ୍ରକାଶ l ମୃତ ବୀର ଯବାନ ଜଣକ ବମ୍ବେ ର ଟାଟା ମେମୋରିଆଲ ହସପିଟାଲ ରେ ଦୀର୍ଘ ଦିନ ହେବ ଚିକିତ୍ସିତ ହେଉଥିଲେ l ଗତ ଦୁଇ ଦିନ ହେବ ଚିକିତ୍ସିତ ହେବା ସମୟରେ ତାଙ୍କର ମୃତ୍ୟୁବରଣ ହୋଇଥିବା ପରିବାର ଲୋକେ ସୂଚନା ଦେଇଛନ୍ତି l ସେ ଦୀର୍ଘ 18 ବର୍ଷ ଧରି ସୀମା ସୁରକ୍ଷା ବାହିନୀ ରେ ଯବାନ ଭାବରେ କାର୍ଯ୍ୟରତ ଥିଲେ l ତାଙ୍କ ର ପରିବାର ମଧ୍ୟରେ ସ୍ତ୍ରୀ  ଓ ପୁଅ ଟିଏ , ଝିଅ ଟିଏ ଅଛନ୍ତି l ମୃତ୍ୟୁଖବର ଗ୍ରାମ ରେ ପହଞ୍ଚିବା ପରେ ଗ୍ରାମ ତଥା ଅଞ୍ଚଳ ରେ ଶୋକ ର ଛାୟା ଖେଳିଯାଇଛି ।ତାଙ୍କୁ  ସୈନିକ ସମ୍ମାନ ସହିତ ଗାର୍ଡ ଅପ୍ ଅନର ଦେଇ ଗ୍ରାମ କୁ ପହଞ୍ଚାଇ ଥିବା ଜଣା ପଡିଛି l ଅଞ୍ଚଳ ରେ ବହୁ  ବୁଦ୍ଧିଜିବୀ , ଜନସାଧାରଣ ଶେଷ ଦର୍ଶନ କରି ଶୋକ ସନ୍ତପ୍ତ ପରିବାର କୁ ସମବେଦନା ଜଣାଇଛନ୍ତି l ଶେଷରେ ସ୍ମଶାନ ଭୂମି ରେ ପୁତ୍ର ଜିତୁ ବିଶ୍ଵାଳ ମୁଖଗ୍ନି ଦେଇଥିବା ପରିବାର ଲୋକେ କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026

You Might Also Like