-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||     

HOME   ଜିଲ୍ଲା

ଲୋକ ସେବକ ମଣ୍ଡଳ ପକ୍ଷରୁ କମ୍ୟୁନିଟି ସେଣ୍ଟର ଠାରେ ଜନ୍ମ ଜୟନ୍ତୀରେ ଡ଼ଃ ରାଧାନାଥ ରଥ ଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ]]

07-Dec-2024



 

ସମ୍ବଲପୁର /(ସଂଜୀବ ପାଣିଗ୍ରାହୀ) : ସ୍ଥାନୀୟ ମୁଦିପଡ଼ା ସ୍ଥିତ ଡ଼ଃ ରାଧାନାଥ ରଥ କମ୍ୟୁନିଟି ସେଣ୍ଟର ଠାରେ ଲୋକ ସେବକ ମଣ୍ଡଳ, ସମ୍ବଲପୁର ଜୋନ୍ ପରାମର୍ଶ ଦାତା କମିଟି ପକ୍ଷରୁ ଆଜି ପୂର୍ବାହ୍ନରେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ପ୍ରବୀଣ ସାମ୍ବାଦିକ, ଅନନ୍ୟ ଜନସେବକ, ପୂର୍ବତନ ମନ୍ତ୍ରୀ ତଥା ଲୋକ ସେବକ ମଣ୍ଡଳର ପ୍ରାକ୍ତନ ସଭାପତି ପଦ୍ମଭୂଷଣ ଡ଼ଃ ରାଧାନାଥ ରଥ ଙ୍କ ୧୨୯ ତମ ଜନ୍ମ ଜୟନ୍ତୀରେ ତାଙ୍କ ଅକ୍ଷୟ କୀର୍ତ୍ତି ଓ କୃତିକୁ ସ୍ମରଣ କରାଯାଇ ତାଙ୍କ ଅମ୍ଲାନ ସ୍ମୃତି ପ୍ରତି ଭକ୍ତିପୂତ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରା ଯାଇଅଛି |
               ପ୍ରଥମେ ପଦ୍ମଭୂଷଣ ଡ଼ଃ ରାଧାନାଥ ରଥ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଓ ପଞ୍ଜାବ କେଶରୀ ଲାଲା ଲଜପତ ରାୟ ଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ, ପ୍ରଦୀପ ପ୍ରଜ୍ବଳନ, ଧୂପଦୀପ ଦ୍ୱାରା ପୂଜାର୍ଚ୍ଚନା କରାଯାଇ ବରପୁତ୍ରଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରା ଯାଇଥିଲା |
               ଲୋକ ସେବକ ମଣ୍ଡଳ ସ୍ଥାନୀୟ ଉପଦେଷ୍ଟା କମିଟିର ସମ୍ପାଦକ ତଥା ଅବସରପ୍ରାପ୍ତ ପ୍ରଶାସକ ଶ୍ରୀଯୁକ୍ତ ରଘୁନାଥ ମିଶ୍ର ଙ୍କ ପୌରହିତ୍ୟ ରେ ଅନୁଷ୍ଠିତ ଏହି ଜୟନ୍ତୀ ଉତ୍ସବରେ କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଭାସ କୁମାର ଅଗ୍ରୱାଲ, କମ୍ୟୁନିଟି ସେଣ୍ଟର ର ମ୍ୟାନେଜର ଶ୍ରୀଯୁକ୍ତ ଲୋକନାଥ ରାଉତ, ସମାଜସେବୀ ସଂସ୍କୃତିରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର, ସମାଜସେବୀ ଶ୍ରୀଯୁକ୍ତ ବିପିନ ବିହାରୀ ପଣ୍ଡା, ଶ୍ରୀମତୀ ମୀରାବାଈ ପାତ୍ର, ଶ୍ରୀଯୁକ୍ତ ଅମରନାଥ ମହାପାତ୍ର, ସମାଜସେବିକା ଶ୍ରୀମତୀ ଲକ୍ଷ୍ମୀପ୍ରିୟା ମହାରଣା ପ୍ରମୁଖ ଉପସ୍ଥିତ ରହି ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026

You Might Also Like