-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଓ ଏ ଭି କେଶରାଜପୁରରେ ଭି ଏମ ଡି ସି ବୈଠକ

07-Dec-2024



(ଡୋଲେଶ୍ୱର  ବାଗ )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ  ଆଦର୍ଶ ବିଦ୍ୟାଳୟ କେଶରାଜପୁର ଠାରେ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଚିତ୍ତରଞ୍ଜନ ମଟାରି ସ୍ବାଗତ ଅଭିଭାଷଣ ରଖିଥିଲେ ।ସଭାରେ ବ୍ଲକ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ରଣା,ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ରେଶ୍ଵର ମେହେର, ବୋଡ଼େନ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ସଞ୍ଜୀବ ନାଏକ, ପି ଡଲ୍ଲୁ ଡି ଯନ୍ତ୍ରୀ ଅମୋଘ ପଣ୍ଡା,ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆଶୁତୋଷ ରାଉତ,ସୁଶାନ୍ତ କୁମାର ମୁଣ୍ଡ ପ୍ରଧାନ ଶିକ୍ଷକ ସରକାରୀ ଉଚ୍ଚ ବିଦ୍ୟାଳୟ ସୁନାପୁର, ସଦସ୍ୟା ଅଧ୍ୟାପିକା ପ୍ରୀତି ସୁଧା ପଣ୍ଡା, ଶିକ୍ଷୟିତ୍ରୀ ନିହାରିକ ହୋତା, ଅବସର ପ୍ରାପ୍ତ ଶିକ୍ଷକ ସୁଜନେଶ୍ୱର୍ ସିଂ ମଲ୍ଲିକ ଉପସ୍ଥିତ ରହିଥିଲେ ।ବିଦ୍ୟାଳୟର ବିଭିନ୍ନ ଖର୍ଚ୍ଚ ଉପରେ ଆଲୋଚନା ହୋଇଥିବାବେଳେ ସମସ୍ତ ଫଣ୍ଡର ଉଚିତ୍ ବିନିଯୋଗ କରିବାକୁ ଜିଲ୍ଲାପାଳ ଆହ୍ବାନ କରିଥିଲେ। ଶୈକ୍ଷିକ ଦୃଷ୍ଟି କୋଣରୁ ମୌଳିକ ଶିକ୍ଷା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି ।ଦଶମ ଓ ଦ୍ଵାଦଶ ଶ୍ରେଣୀ ଛାତ୍ର ଛାତ୍ରୀଙ୍କୁ ଏକ୍ସଟ୍ରା କ୍ଲାସ ମାଧ୍ୟମରେ ତାଙ୍କର ଉନ୍ନତି ଆଣିବା ଏବଂ ସେମାନଙ୍କ ସାପ୍ତାହିକ ପରୀକ୍ଷା କରିବା ତଥା ଷଷ୍ଠ ଶ୍ରେଣୀରୁ ନବମ ଓ ଏକାଦଶ ଶ୍ରେଣୀ ପିଲାଙ୍କର ମାସିକପରୀକ୍ଷା ପାଇଁ ଆହ୍ବାନ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026

You Might Also Like