-+91-9937148622 |

prerana_bgr@rediffmail.com |

  Friday 27th March 2026 |

| | | |

R.N.I. Regd No. ODIODI/2010/46693

Breaking News

"ଭକ୍ତିର ମହୋତ୍ସବରେ ମଗ୍ନ ନୀଳଜି: ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶ୍ରୀରାମ ଜନ୍ମୋତ୍ସବ ପାଳିତ"   (27-Mar-2026)       ||      ବ୍ଲକ୍‌ସ୍ତରୀୟ ଆଇନ ସଚେତନତା ଶିବିର   (27-Mar-2026)       ||      ବରପାଲି ସାଇ ମନ୍ଦିରରେ ଶ୍ରୀରାମ ନବମୀ ପାଳିତ   (26-Mar-2026)       ||      ୧୦୦ବର୍ଷ ପୂରୁଣା ଡାବୁଗାଁ ମାଁ ଠାକୁରାଣୀଙ୍କ ଘଟ ଯାତ୍ରାର ଇତିହାସ   (26-Mar-2026)       ||      ଅସହାୟକୁ ସହାୟତା ଯୋଗାଇଲେ ଲର୍କା ସରପଂଚ ଜୟ ଶ୍ରୀ ପଟେଲ ,,,,, ଜିଲ୍ଲାପାଳଙ୍କ ସହଯୋଗ ଲୋଡୁଛନ୍ତି ନିରୀହ ଦୁଇ ଭଉଣୀ,,,,,, ଭିନ୍ନକ୍ଷମ ଭଉଣୀର ବୋଝ ସମ୍ଭାଲୁଛି ଛୋଟ ଭଉଣୀ   (26-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର ପିଲାଙ୍କ ଅଭିଭାବକ ଓ ଅତିଥିଙ୍କୁ ପ୍ରଦାନ   (26-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (26-Mar-2026)       ||      ଛାତ୍ର ଓ ଛାତ୍ରୀ ମାନଙ୍କୁ ବିଦାୟୀ ସମ୍ବର୍ଦ୍ଧନା   (26-Mar-2026)       ||      ସୁଜିଆ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ   (26-Mar-2026)       ||      ସିକିର୍ଡି ଗ୍ରାମରେ ଶ୍ରୀ ରାମ ନବମୀ ଉପଲକ୍ଷେ ୨୪ ପ୍ରହରୀ ନାମଯଜ୍ଞ   (26-Mar-2026)       ||      ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ କଳିକେଶ କଲ୍ୟାଣମଣ୍ଡପ ଓ ବନ୍ଧପୁନଃରୁଦ୍ଧାର କାମ ଭେଟିଦେଲେ   (26-Mar-2026)       ||      ଆନ୍ତଃରାଜ୍ୟ ରେଡ଼କ୍ରସ ଶିକ୍ଷା ଓ ତାଲିମ ଶିବିର ଉଦଘାଟିତ    (26-Mar-2026)       ||      *ଶିଶୁ ସାହିତ୍ୟିକ, ସଂଗଠନ ପ୍ରେମୀ,ହୋମିଓପ୍ୟାଥିକ ଚିକିତ୍ସକ ଗୁରୁଚରଣ ସାହୁ ଙ୍କ ପରଲୋକ*   (26-Mar-2026)       ||      ଆର ସି ଡି ସି ତରଫରୁ ପାରମ୍ପରିକ ଦେଶୀ ବିହନ,ଖାଦ୍ୟ ଓ ଜୈବ ବିଭିଦତା ମେଳା    (25-Mar-2026)       ||      ଟ୍ରେନ୍‌ରେ କଟି ଯୁବକର ମୃତ୍ୟୁ   (25-Mar-2026)       ||      ଓଡିଶାରେ ଆଦିବାସୀ ସୁରକ୍ଷା  ପେସା ଆଇନ କାର୍ଯ୍ୟକାରିତା ସମ୍ପର୍କରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଙ୍କୁ ସାଂସଦ ନିରଞ୍ଜନ ଙ୍କ  ପ୍ରଶ୍ନ” ♦️ “ପେସା ଆଇନ କାର୍ଯ୍ୟକାରିତା ରେ ବିଳମ୍ବ: ରାଜ୍ୟସଭାରେ କେନ୍ଦ୍ରକୁ ସିଧା ପ୍ରଶ୍ନ କଲେ  ସାଂସଦ ନିରଞ୍ଜନ ବିଶି   (25-Mar-2026)       ||      ଜିଲ୍ଲାପାଳଙ୍କ ବହିସ୍କାର ଆଦେଶ ହାଇକୋର୍ଟରେ ଖାରଜ ପାଇକବାହାଲ ସରପଞ୍ଚ ଭାବେ ଗଣନାଥ ସାହୁ ପୁନଃଅବସ୍ଥାପିତ   (25-Mar-2026)       ||      ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଦର୍ଶନୀ   (25-Mar-2026)       ||      ପିଏମଶ୍ରୀ ଏସ ଏସ ଡି ହାଇସ୍କୁଲର ବାର୍ଷିକୋତ୍ସବ   (25-Mar-2026)       ||      ମହୁଲପଡା ସେବାଶ୍ରମର ବାର୍ଷିକ ଉତ୍ସବ   (25-Mar-2026)       ||     

HOME   ଜିଲ୍ଲା

ବିଲେଇସର୍ଡl ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏଡସ ସ ଚେତନତା କାର୍ଯ୍ୟକ୍ରମ

07-Dec-2024



ବଲାଙ୍ଗୀର(ପ୍ରେରଣା ଖବର): ପୁଇଁତଲା ବ୍ଲକ ଅନ୍ତର୍ଗତ ଵିଲୋଇସୁର୍ଡl ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଯୁବ ରେଡକ୍ରସ ଓ ରେଡ ରିବନ କ୍ଲବ ଦ୍ୱାରା ଏଡ୍ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ଏକ ଶୋଭାଯାତ୍ରା ରେ ବାହାରି ବିଭିନ୍ନ ସ୍ଲୋଗାନ ଦେଇ ଗ୍ରାମ ପରିକ୍ରମା କରିଥଲେ l ବିଦ୍ୟାଳୟ ର ଅଧ୍ୟକ୍ଷ ପୁରୁଷୋତ୍ତମ ଭଞ୍ଜଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସଭାରେ ବରିଷ୍ଠ ଅଧ୍ୟାପକ ବୈବସୁତ ବିଶ୍ୱାଳ ଏଡ୍ସ ର ଭାୟାବହତl ବିଷୟରେ ଆଲୋକପାତ କରିଥିଲେ l ମୁଖ୍ୟବକ୍ତା ଭାବେ ଅଧ୍ୟାପକ ନୀଳାଚଳ ତ୍ରିପାଠୀ ଏଡ୍ସ ର କାରଣ ଓ ନିରlକରଣ ତଥା ସଚେତନତା ର ଆବଶ୍ୟକତା ଉପରେ ବିଶଦ ଭାବରେ ବର୍ଣ୍ଣନା କରିଥିଲେ l ଅଧ୍ୟାପକ ରୁଦ୍ରଧର ତ୍ରିପାଠୀ ଯୁବଗୋଷ୍ଠି କୁ ସତର୍କ  କରିବା ସହ ଆଗାମୀ ଦିନରେ ଏକ ଏଡ୍ସ ମୁକ୍ତ ଭାରତ ର ପରିକଳ୍ପନା ସମ୍ଭବ ବୋଲି ମତବ୍ୟକ୍ତ କରିଥିଲେ l ଶେଷରେ ଅଧ୍ୟାପକ ଚୈତନ୍ୟ ଦଣ୍ଡସେନା ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ l ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ସମସ୍ତ ଶିକ୍ଷା କର୍ମଚାର଼ୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
"ଭକ୍ତିର ମହୋତ୍ସବରେ ମଗ୍ନ ନୀଳଜି: ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶ୍ରୀରାମ ଜନ୍ମୋତ୍ସବ ପାଳିତ"   27-Mar-2026
  ଜିଲ୍ଲା  
ବ୍ଲକ୍‌ସ୍ତରୀୟ ଆଇନ ସଚେତନତା ଶିବିର   27-Mar-2026
  ଜିଲ୍ଲା  
ବରପାଲି ସାଇ ମନ୍ଦିରରେ ଶ୍ରୀରାମ ନବମୀ ପାଳିତ   26-Mar-2026
  ଜିଲ୍ଲା  
୧୦୦ବର୍ଷ ପୂରୁଣା ଡାବୁଗାଁ ମାଁ ଠାକୁରାଣୀଙ୍କ ଘଟ ଯାତ୍ରାର ଇତିହାସ   26-Mar-2026
  ଜିଲ୍ଲା  
ଅସହାୟକୁ ସହାୟତା ଯୋଗାଇଲେ ଲର୍କା ସରପଂଚ ଜୟ ଶ୍ରୀ ପଟେଲ ,,,,, ଜିଲ୍ଲାପାଳଙ୍କ ସହଯୋଗ ଲୋଡୁଛନ୍ତି ନିରୀହ ଦୁଇ ଭଉଣୀ,,,,,, ଭିନ୍ନକ୍ଷମ ଭଉଣୀର ବୋଝ ସମ୍ଭାଲୁଛି ଛୋଟ ଭଉଣୀ   26-Mar-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର ପିଲାଙ୍କ ଅଭିଭାବକ ଓ ଅତିଥିଙ୍କୁ ପ୍ରଦାନ   26-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   26-Mar-2026
  ଜିଲ୍ଲା  
ଛାତ୍ର ଓ ଛାତ୍ରୀ ମାନଙ୍କୁ ବିଦାୟୀ ସମ୍ବର୍ଦ୍ଧନା   26-Mar-2026
ସୁଜିଆ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ   26-Mar-2026
  ଜିଲ୍ଲା  
ସିକିର୍ଡି ଗ୍ରାମରେ ଶ୍ରୀ ରାମ ନବମୀ ଉପଲକ୍ଷେ ୨୪ ପ୍ରହରୀ ନାମଯଜ୍ଞ   26-Mar-2026
  ଜିଲ୍ଲା  
ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ କଳିକେଶ କଲ୍ୟାଣମଣ୍ଡପ ଓ ବନ୍ଧପୁନଃରୁଦ୍ଧାର କାମ ଭେଟିଦେଲେ   26-Mar-2026
  ରାଜ୍ୟ  
ଆନ୍ତଃରାଜ୍ୟ ରେଡ଼କ୍ରସ ଶିକ୍ଷା ଓ ତାଲିମ ଶିବିର ଉଦଘାଟିତ   26-Mar-2026

You Might Also Like