-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||     

HOME   ଜିଲ୍ଲା

ଶହେ ଦିନିଆ ଯକ୍ଷ୍ମା ନିରାକରଣ ଅଭିଯାନର ଶୁଭ ଉଦଘାଟନ...... ଉଦଘାଟନ କଲେ ଡ. ସୁଶାନ୍ତ ମେହେର

07-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ଠାରେ ଜନସ୍ୱାସ୍ଥ୍ୟ ଅଧିକାରୀ ଡ.ସୁଶାନ୍ତ ମେହେରଙ୍କ କରକମଳରେ ଶହେ ଦିନିଆ ଯକ୍ଷ୍ମା ନିରାକରଣ ଅଭିଯାନର ଶୁଭ ଉଦଘାଟନ ହୋଇଯାଇଛି। ଉକ୍ତ ଅଭିଯାନ ତା୦୭.୧୨.୨୦୨୪ରିଖ ଠାରୁ ଆରମ୍ଭ ହୋଇ ତା୨୪.୦୩.୨୦୨୫ରିଖ ପର୍ଯ୍ୟନ୍ତ ଚାଲିବ।୬୦ ବର୍ଷ ବା ବୃଦ୍ଧବୃଦ୍ଧା ବ୍ୟକ୍ତି, ଅପପୁଷ୍ଟି ରୋଗରେ ପିଡିତ ବ୍ୟକ୍ତି, ମଧୁମେହ,ଏଚ.ଆଇ.ଭି, ନିଶାଗ୍ରସ୍ତ, ଅତୀତ ବାହାରି ଥିବା ଯକ୍ଷ୍ମା ରୋଗୀ ବା ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ଭଳି ବିପଦ ସଂକୁଳ ଜନସଂଖ୍ୟାକୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଗତ କରାଯିବ। ଏହି କାର୍ଯ୍ୟକ୍ରମ ଓଡ଼ିଶାରେ ୧୯ ଟି ଜିଲ୍ଲାରେ ଅନୁଷ୍ଠିତ ହେବ।ବିପଦ ସଂକୁଳ ଜନସଂଖ୍ୟାରେ ଲୁକ୍କାୟିତ ବା ଅପ ଚିକିତ୍ସିତ ହୋଇଥିବା ଯକ୍ଷ୍ମା ରୋଗୀ କିମ୍ୱା ଲକ୍ଷଣ ଥିବା ହିତାଧିକାରୀଙ୍କ ପରୀକ୍ଷଣ କରି ଅତି ଶିଘ୍ର ଚିକିତ୍ସା ଆରମ୍ଭ କରିବା ଏହାର ମୂଳ ଲକ୍ଷ୍ୟ। ଆଶା ଦିଦି ଘରକୁ ଘର ବୁଲି ଲକ୍ଷଣ ଥିବା ବ୍ୟକ୍ତିଙ୍କ କଫ ପରୀକ୍ଷା,NAAT କିମ୍ବା X-ray ପରୀକ୍ଷା କରିବା ପାଇଁ ପ୍ରେରଣ କରିବେ ଏବଂ ଚିହ୍ନଟ ହୋଇଥିବା ରୋଗୀଙ୍କୁ ବିନା ମୂଲ୍ୟରେ ସଅଳ ଚିକିତ୍ସା କରାଯିବ।ଏଥି ସକାଶେ ଡ. ମେହେର ଜନସାଧାରଣଙ୍କୁ ସହଯୋଗ କରିବା ପାଇଁ ନିବେଦନ କରିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ଆଶା ଦିଦି, ବହୁମୁଖି ସ୍ୱାସ୍ଥ୍ୟ କର୍ମୀ,ସିଏଚଓ ,ଟିବି ଚମ୍ପିୟାନ ଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଏସ ଟି ଏସ ଦେବାଶିଷ ଦେବତା ମତବ୍ୟକ୍ତ କରିଛନ୍ତି। ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ସୁଦାମ ଚରଣ ପାଣିଗ୍ରାହୀ ଅଞ୍ଚଳରେ ଥିବା ଯକ୍ଷ୍ମା ରୋଗୀଙ୍କ ପୋଷଣ ଉପରେ ଗୁରୁତ୍ବ ଦେଇଥିଲେ।ସମାଜର ବୁଦ୍ଧିଜୀବୀ ତଥା ସମାଜସେବୀଙ୍କୁ ପୋଷଣ ଯୋଜନାରେ ସାମିଲ କରି ଯକ୍ଷ୍ମା ରୋଗୀ ମାନଙ୍କୁ ସାହାଯ୍ୟ କରିବା ପାଇଁ ଅନୁରୋଧ କରାଯାଇଛି। ଉଦଘାଟନୀ ଉତ୍ସବରେ ବିପିଏମ ବିଜୟ କୁମାର ସରାପ ଯକ୍ଷ୍ମା ମୁକ୍ତ ଗ୍ରାମପଞ୍ଚାୟତ ପାଇଁ ଆହ୍ବାନ କରିଥିଲେ।ଏ ପରିପ୍ରେକ୍ଷୀରେ ବି.ଏ.ଏମ ବାଲଗୋପାଳ ପଣ୍ଡା,ବିଡିଏମ ନାରାୟଣ ପାଢ଼ୀ, କନିଷ୍ଠ ସହାୟକ ପ୍ରଦୀପ ପାଣିଗ୍ରାହୀ, ମହିଳା ସ୍ୱାସ୍ଥ୍ୟ ପରିଦର୍ଶିକା ଶ୍ରୀମତୀ କବିତାଞ୍ଜଳୀ ଦାଶ,କୁମର ସାହୁ,ବାବୁଲୁ ପରଡିଆ, ମହିଳା ସ୍ୱାସ୍ଥ୍ୟ କର୍ମୀ ସ୍ମୃତିମୟୀ ପଣ୍ଡା, ରଞ୍ଜିତା ଦାସ, ଫାର୍ମାସିଷ୍ଟ ତାରାଚନ୍ଦ ମେହେର,ଅମିତ କୁମାର ସାହୁ, ଆଶା ଦିଦି,ଟିବି ଚମ୍ପିୟାନ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ବିଜେପୁର ସେଣ୍ଟର୍ ପକ୍ଷରୁ ଏକ ରେଲି ପ୍ରଦର୍ଶନ କରାଯାଉଥିଲା।ଏକ ନାରାରେ ଗୁଞ୍ଜରିତ ହୋଇ ଉଠୁଥିଲା ସଭିଙ୍କର ରଖ ଧ୍ୟାନ.....ଟିବି ମୁକ୍ତ ଭାରତ ଅଭିଯାନ।


News Comment




Photo in News

Advertisment
Lastest News
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026

You Might Also Like