-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||     

HOME   ଜିଲ୍ଲା

ଗଞ୍ଜେଇ ଜବତ ତଥ୍ୟ ଲୁଚାଉଛି ପୋଲିସ: ପୋଲିସ ହାତରୁ ଗଞ୍ଜେଇ ମାଫିଆ ଫେରାର

07-Dec-2024



ତରଭା(କପିଳାସ ସେଠ) ସୋନପୁର ଜିଲ୍ଲା ତରଭା ବ୍ଲକ ଅଞ୍ଚଳ ଦେଇ ପ୍ରତ୍ୟେକ ଦିନ ଗଞ୍ଜେଇ ଅନ୍ଯ ଜିଲ୍ଲା ଓ ରାଜ୍ଯ ମାନଙ୍କୁ ଚୋରାଚାଲାଣ ହୋଇ ଗଞ୍ଜେଇ ଚୋରା ଚାଲାଣର କରିଡର ପାଲଟିଛି I ଦଲାଲଙ୍କ ସହଯୋଗିତା ହେଉ ଅବା ନିଶା ମାଫିଆଙ୍କ ଚତୁରତା ନେଇ ଅନେକ ସମୟରେ ପୋଲିସ ଟେର ପାଇପାରୁ ନାହିଁ I ଅନ୍ୟ ପଟେ ତରଭା ପୋଲିସ ଗଞ୍ଜେଇ ଧରୁଛି କିନ୍ତୁ ଗଞ୍ଜେଇ ଚୋରା ଚାଲାଣ ଆସାମୀ ପୋଲିସ ଆଖିରେ ଧୂଳି ଦେଇ ଫେରାର ମାରୁଛି I ତରଭା ପୋଲିସ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁଯାୟୀ ଗତ ଗୁୁରୁବାର ୫/୧୨  ତାରିଖ ଦିନ ତରଭା ଥାନା ସବ ଇନ୍ସପେକ୍ଟର ମାରୁତ ଚନ୍ଦ୍ର ପ୍ରଧାନଙ୍କ ସହିତ କମସରା ଫାଣ୍ଡି ଅଧିକାରୀ ଗଜାନନ ବେହେରା, କନେଷ୍ଟବଳ ନାରାୟଣ ଭୋଇ, ପ୍ରକାଶ ଧରୁଆ, ନାରାୟଣ ଭଞ୍ଜ ଓ ଶକ୍ତି ଭେଷରା ପ୍ରମୁଖ ସି°ଘାରୀ ଅଞ୍ଚଳରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ସି°ଘାରୀ ହାଇସ୍କୁଲ ପାଖରେ ଗଞ୍ଜେଇ ଥିବା କୌଣସି ବିଶ୍ବସ୍ତ ସୂତ୍ରରୁ ଖବର ପାଇଥିଲେ।  ପୁଲିସ ଦଳ ଉକ୍ତ ସ୍ଥାନ କୁ ଯାଇ ଏକସ୍ଥାନ ରେ ଗଞ୍ଜେଇ ଥିବାର ଦେଖିବାକୁ ପାଇଥିଲେ। ପୁଲିସ ଦଳକୁ ଦେଖି ସେଠାରେ ଥିବା ଜଣେ ବ୍ଯକ୍ତି ଗଞ୍ଜେଇ ଓ ସ୍କୁଟି ଛାଡି ଫେରାର ହୋଇ ଯାଇ ଥିଲା। ପୁଲିସ ସେଠାରେ ପହଞ୍ଚି ୫ ଗୋଟି ଜରି ବ୍ୟାଗରେ ଥିବା ଗଞ୍ଜେଇ ଓ  ଓଡି ୦୩ ଏସି ୩୮୦୮ ନମ୍ବର ବ୍ରାଉନ କଲରଏକ  ସ୍କୁଟି କୁ ଜବତ କରି ଥାନାକୁ ଆଣିଥିଲେ। ଥାନା ରେ ମାଜିଷ୍ଟ୍ରେଟ ଦାୟିତ୍ବରେ ଥିବା ଅତିରିକ୍ତ ତହସିଲଦାର ଦିପ୍ତୀମୟୀ ଭୁଏ ଙ୍କ ଉପସ୍ଥିତି ରେ ଉକ୍ତ ଗଞ୍ଜେଇ ଓଜନ କରା ଯିବରୁ  ତାହା ୬୯ କେଜି ୬୦୦ ଗ୍ରାମ ହୋଇଥିଲା। ପୁଲିସ ଛାନଭିନ କରିବାରୁ ଉକ୍ତ ସ୍କୁଟି ଗୋଟିକ ଜୁନାନୀ ଗ୍ରାମର ଜିତୁ ସୁନା ର ବୋଲି ଜାଣିବାକୁ ପାଇଛି। ତଦନ୍ତ ପରେ ଜିତୁ ସୁନା ଅଭିଯୁକ୍ତ ବୋଲି ଜଣା ପଡିଲେ ତାକୁ ଗିରଫ କରାଯିବ ବୋଲି ଆଇଆଇସି ଅନିତା କିଡୋ ପ୍ରକାଶ କରିଥିବା ସହିତ 

ଏସ୍. ଆଇ ଲମ୍ବୋଦର ଡାଙ୍ଗଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇ ଥିବାର ପ୍ରକାଶ କରିଛନ୍ତି। ଗଞ୍ଜେଇ ଜବତ ହେବା, ବିଭିନ୍ନ ମାମଲାରେ ଅଭିଯୁକ୍ତ, ଆସାମୀ ଗିରଫ ହେବା କିଛି ଦିନ ପରେ ଗଣମାଧ୍ୟମରେ ସୂଚନା ଦିଆ ଯାଉଛି I ବିଶେଷ କରି ଗଞ୍ଜେଇ ମାମଲା ବେଶୀ ବେଶୀ ହେଉଛି I ଯଦି ସୂଚନା ପାଇଁ ଯୋଗାଯୋଗ କଲେ ଜିଲ୍ଲାସ୍ତରରେ ପ୍ରେସ ଇସ୍ତାହାର ଦିଆ ଯାଉଛି I ଏନେଇ ବିଭିନ୍ନ ମହଳରେ ପୋଲିସ କାର୍ଯ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଉଛି I 


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026

You Might Also Like