-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||     

HOME   ରାଜ୍ୟ

ଜିଲ୍ଲାସ୍ତରୀୟ ୧୦୦ ଦିନିଆ ସ୍ବତନ୍ତ୍ର ଯକ୍ଷ୍ମାମୁକ୍ତ ଅଭିଯାନ ଶୁଭାରମ୍ଭ

07-Dec-2024



ବଲାଙ୍ଗିର: ଜିଲ୍ଲାସ୍ତରୀୟ ୧୦୦ ଦିନିଆ ଯକ୍ଷ୍ମା ମୁକ୍ତ ସ୍ବତନ୍ତ୍ର ଅଭିଯାନ ଆଜି ଜିଲ୍ଲା ମୁଖ୍ୟ ଭେଷଜ ଓ ଜନ ସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟଠାରେ ଜିଲ୍ଲା ପରିଷଦ ଅଧକ୍ଷା ଶ୍ରୀମତୀ ଦେବକୀ ସାହୁଙ୍କ ଦ୍ବାରା ଶୁଭଉଦ୍ଘାଟନ ହୋଇଛି । ପ୍ରଚାର ପ୍ରସାର କରିବା ପାଇଁ ଆଜି ତିନିଗୋଟି ସଚେତନତା ଗାଡି ମୁଖ୍ୟ ଭେଷଜ ଓ ଜନ ସ୍ବାସ୍ଥ୍ୟ ଅଧି କାରୀଙ୍କ କାର୍ଯ୍ୟାଳୟ ପରିସରରୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରଯାଇଥିଲା । ଏହା ପରେ ଏକ ଜିଲ୍ଲା ସ୍ତରୀୟ ସଚେତନତା ସଭା ଜାତୀୟ ସ୍ବାସ୍ଥ୍ୟ ମିଶନ ସଭା ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାପାଳ ଶ୍ରୀ ଗୌରୱ ଶିୱାଜୀ ଇସାଲୱାର , ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ପ୍ରତିନିଧ୍ , ରାଜ୍ୟ ସଭା ସାଂସଦଙ୍କ ପ୍ରତିନିଧ୍ , ଜିଲ୍ଲା ମୁଖ୍ୟ ଭେଷଜ ଓ ଜନ ସ୍ବଥ୍ୟ ଅଧିକାରୀ ଡ଼ା ରମେଶ ଚନ୍ଦ୍ର ସାହୁ , ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ( ଯକ୍ଷ୍ମା ) ଡ଼ା ସିଦ୍ଧେଶ୍ଵର ମାଝୀ , ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ( ରୋଗ ନିୟନ୍ତ୍ରଣ ) ଡ଼ା ନମିତା ମିଶ୍ର , ଜିଲ୍ଲା ପ୍ରକଳ୍ପ ପରିଚାଳକ(ଜାତୀୟ ସ୍ବାସ୍ଥ୍ୟ ମିଶନ) ମୃତ୍ୟୁଞ୍ଜୟ ମୁଣ୍ଡ ଉପସ୍ଥିତ ରହି କାର୍ଯ୍ୟକ୍ରମର ଗୁରୁତ୍ବ ଉପରେ ଆଶା କର୍ମୀ ମାନଙ୍କୁ ବୁଝାଇଥିଲେ । ଏହି ୧୦୦ ଦିନିଆ ଯକ୍ଷ୍ମା ମୁକ୍ତ ଅଭିଯାନରେ ତିନିଗୋଟି ଗାଡି ଜିଲ୍ଲାର ସମସ୍ତ ବ୍ଲକରେ ପ୍ରଚାର ଓ ପ୍ରସାର କରିବା ସହିତ ଏ ସମ୍ପର୍କୀତ ସଚେତନତା ପତ୍ରିକା ଗାଁ ଗାଁରେ ବଣ୍ଟନ କରିବେ । ଆଶା କର୍ମୀମାନେ ଘରକୁ ଘର ବୁଲି ସନ୍ଦିଗ୍ଧ ଯକ୍ଷ୍ମା ରୋଗୀଙ୍କୁ ଚିହ୍ନଟ କରିବେ ଏବଂ ଯକ୍ଷ୍ମା ରୋଗର ସଫଳ କାହାଣୀ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରାଇବେ । ଏହା ଦ୍ବାରା ଜିଲ୍ଲାର ଲକ୍ଷ ଧାର୍ଯ୍ୟ ହୋଇଥିାବା ସମସ୍ତ ଯକ୍ଷ୍ମା ରୋଗୀଙ୍କୁ ଚିହ୍ନଟ କରିବା ସହିତ ମୁକ୍ତ ଯକ୍ଷ୍ମା ପରୀକ୍ଷା ଓ ଚିକିତ୍ସା କରାଯିବ । ଏହି ଅଭିଯାନ ଆସନ୍ତା ମାର୍ଚ -୨୦୨୪ ଜାତୀୟ ଯକ୍ଷ୍ମା ଦିବସ ଦିନ ଉଦଯାପିତ କରାଯିବ । ବଲାଙ୍ଗିର ଜିଲ୍ଲା ସହିତ ରାଜ୍ୟର ଅନ୍ୟ ୧୮ ଗୋଟି ଜିଲ୍ଲାରେ ଏହି ୧୦୦ ଦିନିଆ ସ୍ବତନ୍ତ୍ର ଯକ୍ଷ୍ମା ମୁକ୍ତ ଅଭିଯାନ କାର୍ଯ୍ୟ କ୍ରମ ଶୁଭାରମ୍ଭ କରାଯାଇଅଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026

You Might Also Like