-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||     

HOME   ଜିଲ୍ଲା

ବିଳମ୍ବିତ ରାତିରେ ଜଳିଗଲା ବାଇକ, ଡାବୁଗାଁ ଥାନାର ଦ୍ୱାରସ୍ଥ ହେଲେ ବିକଳାଙ୍ଗ ବରୁଣ ଏଵଂ ସ୍ତ୍ରୀ

07-Dec-2024



ନବରଙ୍ଗପୁର (ମିହିର ଶଙ୍କର ପତ୍ର,)
ଡାବୁଗାଁ ଥାନା ଅଧୀନ ଚାଟିଗୁଡା ଡିଏନକେରେ ଗୁରୁବାର ବିଳମ୍ବିତ ରାତିରେ ଜଳିଗଲା ବାଇକ, କିଏ ଜଳିଲା ତାହା ସନ୍ଦେହ ଘେରରେ। ଆଜି ଶନିବାର ଅପରାହ୍ନ 4 ଘଣ୍ଟା ସମୟରେ ଡାବୁଗାଁ ଥାନାର ଦ୍ୱାରସ୍ଥ ହୋଇ ଥାନାରେ ଲିଖିତ ଭାବରେ ଅଭିଯୋଗ ଦେଲେ ବିକଳାଙ୍ଗ ଦମ୍ପତି ବରୁଣ ଦାସ ଏଵଂ ତାଙ୍କ ସ୍ତ୍ରୀ ଏହା ପରେ ଆମ ପ୍ରତିନିଧି ପାଖକୁ ଯାଇ ନିଜର ପ୍ରତିକ୍ରିୟା ରଖିଲେ ବିକଳାଙ୍ଗ ବରୁଣ ଦାସ ଏଵଂ ତାଙ୍କ ସ୍ତ୍ରୀ।ଏ ଘଟଣା ବିଷୟରେ ଝରିଗାଁ ବିଧାୟକ ଙ୍କୁ ମଧ୍ୟ ଭେଟି ନିଜର ଦୁଃଖ ଜଣାଇ ଥିଲେ। ବରୁଣ ଜଣେ ବିକଳାଙ୍ଗ ହାଇଥିବାର 2021 ମସିହାରେ ଜୁପିଟର ତିନି ଚକିଆ ବାଇକ କିଣିଥିଲେ ଯାତାୟାତ ପାଇଁ। କିନ୍ତୁ ଦୁଃଖର ବିଷୟ କେହି ଜଣେ ବାଇକ କୁ ଜାଳିଦେଇଥିବା ସେ ସନ୍ଦେହ କରୁଛନ୍ତି ଏଵଂ ଏବିଷୟରେ ଲିଖିତ ଅଭିଯୋଗ ମଧ୍ୟ କରିବାକୁ ଆସିଛନ୍ତି ଡାବୁଗାଁ ଥାନାରେ। ଏହି ବାଇକ କେବଳ ବାଇକ ନୁହଁ ବିକଳାଙ୍ଗ ବରୁଣର ଦ୍ୱତୀୟ ଗଡ଼ କହିଲେ ଚଲେ। ବର୍ତ୍ତମାନ ନ୍ୟାୟ ପାଇବା ଅପେକ୍ଷାରେ ଅଛନ୍ତି ବରୁଣ। ସେ ଜଣେ ନିହାତି ଗରିବ ହୋଇଥିବାରୁ ସରକାରୀ ସାହାଯ୍ୟ ଏକ ମାତ୍ର ସାହା ଭରସା।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026

You Might Also Like