-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||     

HOME   ଜିଲ୍ଲା

ବାବାସାହେବଙ୍କ ୬୮ ତମ ମହାପରିନିର୍ବାଣ ଦିବସ ପାଳିତ

07-Dec-2024



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା )
ସମ୍ବିଧାନ ପ୍ରଣେତା ବିଶ୍ଵରତ୍ନ ବାବାସାହେବ ଭୀମରାଓ ଆମ୍ବେଦକର ଙ୍କ ୬୮ ତମ ମହାପରିନିର୍ବାଣ ଦିବସ ଏଓଏସସିଏଫ୍ ତଥା ଭବାନୀପାଟଣା ସହରର ଛେଦାପଡା ଆମ୍ବେଦକର କ୍ଳବ ପକ୍ଷରୁ ଡିସେମ୍ବର ୬ ତାରିଖ ଦିନ ବିଶ୍ୱରତ୍ନ ଡ଼.ବାବା ସାହେବ ବି. ଆର. ଆମ୍ବେଦକର ଙ୍କ ମହାପରିନିର୍ବାଣ ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ମୁଖ୍ୟ ଅତିଥି ଭାବରେ  ଏଓଏସସିଏଫ୍ ର ବରିଷ୍ଠ ଉପଦେଷ୍ଟା ପ୍ରେମାନନ୍ଦ ବାଗ, ସଂଗଠନର  କାର୍ଯ୍ୟକାରୀ ସଭାପତି ଋଷିସୂଦନ ଛତ୍ରପାଲ, ଜିଲ୍ଲା ସମ୍ପାଦକ ସୂର୍ଯ୍ୟ ନାରାୟଣ  କୁମାର , ମିଡ଼ିଆ ବିଭାଗ ମୂଖ୍ୟ ରଜନୀକାନ୍ତ ସମର୍ଲିଆ ପ୍ରମୁଖ ବାବାସାହେବଙ୍କ ଜୀବନୀ ,ଦେଶ ତଥା ସମାଜ ପ୍ରତି ତାଙ୍କର ଅବଦାନ ସମ୍ପର୍କରେ  ଆଲୋଚନା କରିଥିଲେ। କାର୍ଯ୍ୟକ୍ରମରେ  ଉପଦେଷ୍ଟା ମଣ୍ଡଳୀର ବରିଷ୍ଠ ସଦସ୍ୟ ରାମ କୁମାର ନାଏକ,ଗଜମନ ନାଏକ,ଟାଉନ ସଭାପତି ପୃଥ୍ୱୀରାଜ ଛତ୍ରିଆ, କୋଷାଧ୍ୟକ୍ଷ ଦେବେନ୍ଦ୍ର କୁମାର ନାଏକ,ଜିଲ୍ଳା  କର୍ମଚାରୀ ବିଭାଗ ମୁଖ୍ୟ ବୈକୁଣ୍ଠ ବେମାଲ,ପ୍ଲାନିଂ କୋ-ଅର୍ଡିନେଟର ବିଭୀଷଣ ନାଏକ, ଜ୍ୟୋତିର୍ମୟୀ ନାଏକ ଉପସ୍ଥିତ ଥିଲେ ।ଆୟୋଜକ ଆମ୍ବେଦକର କ୍ଳବର  ସଭାପତି ଆଶିଷ କୁମାର ବାରିକ,ଉପସଭାପତି ଭ୍ରମର ନାଏକ, ଟୁନା ସୁନା,ବିମଲ କୁମାର ବାରିକ,ସୋମ ସୁନା,ଗୌରଚନ୍ଦ୍ର ସୁନା,ଶମ୍ଭୁ ସୁନା,ଅନିଲ ନିଆଲ,ବିଜୟ ଦୁର୍ଗା, ସୁରେଶ ହରପଲ, ରାଜୁ ବାରିକ,ସନ ନାଏକ, ଗୋଲୁ ନାଏକ,ସୁଭମ ବାରିକ,ଭଗବାନ ବାଗ ବିନୋଦ ନାଏକ, ଲକି ନାଏକ, ସୁନି ନାଏକ, ତୁଷାର ଛତ୍ରିଆ, ନିତେଶ ସୁନା ସମସ୍ତ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁସଂଖ୍ୟକ ଛାତ୍ର ଛାତ୍ରୀ,ଯୁବକ ଯୁବତୀ ,ବୁଦ୍ଧିଜୀବୀ ତଥା ସ୍ଥାନୀୟ ବାସିନ୍ଦା ବହୁସଂଖ୍ୟାରେ ଉତ୍ସାହର ସହିତ ଯୋଗଦେଇ ବାବାସାହେବଙ୍କ ମାନବବାଦୀ ବିଚାରଧାରା ଓ ବୈଜ୍ଞାନିକ ଚିନ୍ତାଧାରା, ସାମାଜିକ କୁ-ସଂସ୍କାର ଓ ଜନ କଲ୍ୟାଣ ନିମନ୍ତେ ରାଜନୈତିକ ପରିବର୍ତ୍ତନର ଆବଶ୍ୟକତା ସମ୍ପର୍କରେ ଅତିଥି ମାନଙ୍କ ଠାରୁ ଜାଣିବାର ସୁଯୋଗ ପାଇଥିଲେ। ବାବାସାହେବଙ୍କ ଶିକ୍ଷିତ ହୁଅ ,ସଂଘର୍ଷ କର ଓ ସଂଗଠିତ ରହିବାକୁ  ବାବାସାହେବଙ୍କ ଦେଇଥିବା ସନ୍ଦେଶ କୁ ସାର୍ଥକ କରିବା ପାଇଁ ସଂକଳ୍ପବଦ୍ଧ ହୋଇଥିଲେ। କାର୍ଯ୍ୟକ୍ରମକୁ ପ୍ଲାନିଂ କୋ-ଅର୍ଡିନେଟର ବିଭୀଷଣ ନାଏକ ପରିଚାଳନା କରିଥିଲେ ଓ ଆମ୍ବେଦକର କ୍ଳବର ସଭାପତି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026

You Might Also Like