-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||     

HOME   ଜିଲ୍ଲା

ଶେଷ ପର୍ଯ୍ୟାୟ ତ୍ରିଦିବସୀୟ ପ୍ରୟୋଗ ତାଲିମ ସମାପିତ

07-Dec-2024



ତୁରେକେଲା(କୈଳାସ ସଗ୍ରିଆ) ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଆଦ୍ୟ ତା.୦୭/୧୨ ତୁରେକେଲା ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ତ୍ରିଦିବସୀୟ ପ୍ରୟୋଗ ତାଲିମ କାର୍ଯ୍ୟକ୍ରମ ତା.୦୫ ରୁ ୦୭ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତୁନୁ କୁମାର ପଢିହାରୀଙ୍କ ତତ୍ତ୍ୱାବଧାନରେ ତୁରେକେଲା ଉଚ୍ଚ ବିଦ୍ୟାଳୟରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶି  ତାଲିମ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।ମୌଳିକ ସାକ୍ଷରତା, ସଂଖ୍ୟାଜ୍ଞାନ ଓ ଆଦ୍ୟ ଶୈଶବର ଯତ୍ନ ଓ ଶିକ୍ଷା ଉପରେ ସାଧନକର୍ମୀ ବିରଞ୍ଚି ନାରାୟଣ ଦାଶ, ଗଜୟ କୁମାର ଦାଶ, ଗଜିନ୍ଦ୍ର ହରିଜନ ଓ ଅମରକାନ୍ତ ବେହେରା ତାଲିମ ପ୍ରଦାନ କରିଥିଲେ।ଏହି ତାଲିମରେ ପଚାଶରୁ ଉର୍ଦ୍ଧ୍ବ ଶିକ୍ଷକ ଶିକ୍ଷୟିତ୍ରୀ ଯଥା ରଜନୀ ମେହେର, ଯଶୋବନ୍ତୀ ପୁଟେଲ,ଜ୍ୟୋତ୍ସ୍ନା ମେହେରକୌଶଲ୍ୟା ମାଝୀ, ସନ୍ତୋଷିନୀ ନାଏଖ,ସ୍ଥିତି ପ୍ରଜ୍ଞା ସ୍ୱ।ଇଁ, ଶିକ୍ଷକ ହୃଦାନନ୍ଦ କୁମ୍ଭାର,ବବୃ ନାୟକ,ରାଜୀବ ଦାସ,ବୁନ୍ଦାବନ ଭୋଇ,ସୁନୀଲ ରଞ୍ଜନ ସଲତାର,ଅର୍ଜୁନ ମାଝୀ,ଭବାନୀ ବେହେରା ଆଦି ଯୋଗ ଦେଇଥିଲେ।ସେହିପରି କଣ୍ଟାବାଞ୍ଜି ବାଳକ ଉଚ୍ଚ ବିଦ୍ୟାଳୟରେ ମଧ୍ୟ ତ୍ରିଦିବସୀୟ ପ୍ରୟୋଗ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ସାଧନକର୍ମୀ ମମତା ପଣ୍ଡା, ଅଞ୍ଜଳି ମାଝୀ, ଅମରେନ୍ଦ୍ର ବାଗ ଓ ଅନୁପ କୁମାର ଦାସ ତିନିଦିନ ଧରି ମୌଖିକ ଭାଷାର ର ବିକାଶ, ଡିକୋଡିଂ, ପଠନ, ଲିଖନ ଉପରେ ତାଲିମ ପ୍ରଦାନ କରିଥିଲେ।ଏହି ତାଲିମ କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ଧରିତ୍ରୀ ମେହେର, ଅଞ୍ଜଳି ନାଏକ,ଶୋଭାଗିନି ତ୍ରିପାଠୀ, କବିତା ରାଏ,ଉମାକାନ୍ତୀ ସରାଫ,ଗଙ୍ଗଦେଇ ଧରୁଆ,ବିମଳ ଧରୁଆ, ବିକାଶ ବର୍ଗେ,ପ୍ରଶାନ୍ତ ମହାପାତ୍ର, ଶୁଶାନ୍ତ ମହାପାତ୍ର, ବିବେକାନନ୍ଦ ରାଏ,ପ୍ରମୋଦ ମାଝୀ, ଶିବାନନ୍ଦ ମାଝୀ ଆଦି ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026

You Might Also Like