-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ଖପ୍ରାଖୋଲ ପୋଲିସ ହାବୁଡ଼ରେ ଦୁର୍ଯ୍ୟୋଧନ ଓ ଶତୃଘ୍ନ

07-Dec-2024



ପାଟଣାଗଡ଼(ପୂର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ଏକ ଦାଦନ ପ୍ରବଣ ଜିଲ୍ଲା ହୋଇଥିବା ବେଳେ ଏଠାରେ ସର୍ଦ୍ଦାର ସଂଖ୍ୟା ପ୍ରବଳ। ସେଥିପାଇଁ ଆଖପାଖ ବରଗଡ଼ ଓ ନୂଆପଡ଼ା ଜିଲ୍ଲା ରୁ ମଧ୍ୟ ଦାଦନ ଶ୍ରମିକ ଆଣି ଚାଲାଣ କରୁଛନ୍ତି ତତ୍ ସଙ୍ଗେ ସଙ୍ଗେ ବଲାଙ୍ଗିର ଜିଲ୍ଲାର ସର୍ବାଧିକ ଲୋକ ଚାଲାଣ ହେଉଛନ୍ତି। ସରକାର ବାହାଦୁର କୁଆଡେ ଏହି ବେଆଇନ ଦାଦନ ଶ୍ରମିକ ଚାଲାଣ ଉପରେ ରୋକ୍ ଲଗାଇବା ପାଇଁ ଟାକ୍ସଫୋର୍ସ ଗଠନ କରିଥିଲେ। ହେଲେ ଦାଦନ ଋତୁର ତୃତୀୟ ପର୍ଯ୍ୟାୟ ସରିବାକୁ ବସିଲାଣି ଟାକ୍ସଫୋର୍ସ ଦ୍ବାରା ଗୋଟିଏ ମଧ୍ୟ ଦାଦନ ଶ୍ରମିକ ଉଦ୍ଧାର ହୋଇନାହାନ୍ତି। ଏପଟେ ଶ୍ରମ ବିଭାଗ ପାଖରେ ଶତକ ସର୍ଦ୍ଦାର ଲାଇସେନ୍ସ ଓ ମୋଭ୍ ମେଣ୍ଟ ଅର୍ଡର କରି ଦାଦନ ଶ୍ରମିକ ଚାଲାଣ କରୁଥିବା ବେଳେ ସର୍ବାଧିକ ସର୍ଦ୍ଦାର ମାନେ ବେଆଇନ ଦାଦନ ଶ୍ରମିକ ଚାଲାଣ କରୁଛନ୍ତି। ଦାଦନ ଶ୍ରମିକ ଚାଲାଣ ରୋକିବାକୁ ପୋଲିସ ପ୍ରଶାସନ ର ମୁଖ୍ୟ ଭୂମିକା ରହୁଥିବା ବେଳେ ସ୍ଥାନୀୟ ପୋଲିସ କୁ ହାତକରି ବେଆଇନ ଦାଦନ ଚାଲାଣ କରୁଛନ୍ତି ସର୍ଦ୍ଦାର। ବଲାଙ୍ଗିର ଜିଲ୍ଲାର ଲାଠୋର, ତୁରେକେଲା, କଣ୍ଟାବାଞ୍ଜି,ମୁରିବାହାଲ ରେଲୱେ ଷ୍ଟେସନ ରେ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଦାଦନ ଚାଲାଣ କରାଯାଉଛି । ତୁରେକେଲା ପୋଲିସ ୧୧ ଥର ଦାଦନ ଶ୍ରମିକ ଉଦ୍ଧାର କରି ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବେଲପଡା ପୋଲିସ ମଧ୍ୟ ଅନେକ ସ୍ଥାନରେ ଦାଦନ ଶ୍ରମିକ ଉଦ୍ଧାର କରି ଦ୍ବିତୀୟ ସ୍ଥାନରେ ରହିଛି। ତୃତୀୟ ସ୍ଥାନରେ ଖପ୍ରାଖୋଲ ପୋଲିସ ରହିଥିବା ବେଳେ ଆଗକୁ ଯିବା ପାଇଁ ପ୍ରୟାସ ଜାରି ରଖିଛି। କଣ୍ଟାବାଞ୍ଜି ପୋଲିସ ୬ ଥର ଧରି ନିଜର କର୍ତ୍ତବ୍ୟ ସାରିଦେଇଥିବା ବୋଲି ଅନୁମାନ କରାଯାଉଛି । ଚତୁର୍ଥ ପର୍ଯ୍ୟାୟରେ ଜଣାପଡିବ ଦାଦନ ଶ୍ରମିକ ଉଦ୍ଧାର ଉପରେ କେଉଁ ପୋଲିସ ଦ୍ବାରା କେତେ ଉଦ୍ଧାର ହେଉଛନ୍ତି।ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ପୋଲିସ ୫ ଜଣ ଦାଦନ ଶ୍ରମିକ ଓ ଜଣେ ଶିଶୁ କୁ ଉଦ୍ଧାର କରିଥିବା ବେଳେ ଦୁଇ ଜଣ ସର୍ଦ୍ଦାର କୁ ଗିରଫ କରିଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତମାନେ ହେଲେ ବେଲପଡା ଥାନା କୁମ୍ଭାରଖୁନ ଗାଁ ର ଦୁର୍ଯ୍ୟୋଧନ ହଂସ (୨୫) ଓ ଲାଠୋର ଥାନା ଭରୁଆମୁଣ୍ଡା ଗାଁ ର ଶତୃଘ୍ନ ନିଆଲ। ସେମାନଙ୍କ ନାଁ ରେ ଖପ୍ରାଖୋଲ ଥାନା କେଶ୍ ନମ୍ବର ୨୮୩/୨୪ ତା.୭.୧୨.୨୪ ୟୁ ଏସ ୧୪୩(୩)/୧୬୪/୩୧୮(୪)/୩(୫) ବି ଏନ୍ ଏସ ଆର୍ ଡବ୍ଳୁ ଧାରା ୨୫ ଆଇ ଏସ ଏମ୍ ଡବ୍ଳୁ ଅନୁଯାୟୀ କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ନରେନ୍ଦ୍ର ଛତର ସୂଚନା ଦେଇଛନ୍ତି। ଏହି ଦୁଇ ଜଣ ସର୍ଦ୍ଦର ଲାଠୋର ଥାନା ଲାଠୋର ଗାଁ ର ଜଣେ ମୁଖ୍ୟ ସର୍ଦ୍ଦାର ପାଖରେ କାମ କରନ୍ତି ବୋଲି ଶୁଣାଯାଏ। ସେହି ମୁଖ୍ୟ ସର୍ଦ୍ଦାର ଜଣକ ପାଖକୁ ପୋଲିସ ପହଞ୍ଚି ଗିରଫ କରିପାରିବେ କି ନାହିଁ ବୋଲି ଜନସାଧାରଣରେ ଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like