-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||     

HOME   ଜିଲ୍ଲା

ଫସଲ ବିବିଧ କରଣ କାର୍ଯ୍ୟକ୍ରମରେ କୃଷକ ତାଲିମ ଶିବିର

07-Dec-2024



କୁଚିଣ୍ଡା ବ୍ଲକ ଅନ୍ତର୍ଗତ  ଅର୍ଡାବହାଲ ପଞ୍ଚାୟତର ଅର୍ଡାବହାଲ, ଗ୍ରାମ ଠାରେ ବୃହଦ ଜଳସେଚନ ପ୍ରକଳ୍ପ ଅଞ୍ଚଳରେ ଫସଲ ବିବିଧ କରଣ କାର୍ଯ୍ୟକ୍ରମ ଅନ୍ତର୍ଭୂକ୍ତ ସଇଡ଼ା କ୍ଳଷ୍ଟରର ଅର୍ଡାବାହାଲ ରାଜୀବ ଭବନ ଠାରେ କୃଷକ ତାଲିମ ଶିବିର ରୋପ ସେଚ୍ଛାସେବି ଅନୁଷ୍ଠାନ ରୋପ କୁଚିଣ୍ଡା ଦ୍ୱାରା ଅନୁଷ୍ଠିତ ହୋଇଯଇଅଛି। ଏହି ତାଲିମ ଶିବିର ରେ  ମୂଖ୍ୟ ଅତିଥି ଭାବରେ କୃଷି ଜିଲ୍ଲା ଅଧିକାରୀ ପ୍ରସନ୍ନ କୁମାର ସ୍ୱାଇଁ ଉଦ୍ଘାଟନ କରିଥିଲେ। ଏଥିରେ ପ୍ରକ୍ରିୟା କରଣ, ବ୍ୟବସାୟ, ସଂରକ୍ଷଣ ଏବଂ ଅମଳ ପରବର୍ତ୍ତୀ ଯତ୍ନ ବିଷୟର ଉପସ୍ଥିତ ଚାଷୀଙ୍କୁ ତାଲିମ ପ୍ରଦାନ କରିଥିଲେ।ଏହି ଶିବିର ରେ କୁଚିଣ୍ଡା ଜିଲ୍ଲା କୃଷି ଅଧିକାରୀ ପ୍ରସନ୍ନ କୁମାର ସ୍ବାଇଁ, କୁଚିଣ୍ଡା ବ୍ଲକ କୃଷି ଅଧିକାରୀ ସସ୍ମିତା କୀରୋ , ଚନ୍ଦ୍ରଭାନୁ ମଝି , ସହକାରୀ ଉଦ୍ୟାନ  ଅଧିକାରୀ କିଶୋର ବେହେରା ତାଲିମ ଦାତା ଭାବରେ ଯୋଗଦାନ କରିଥିଲେ।ଏହି ଶିବିରରେ ଅଣ ଧାନ ଚାଷର ପକ୍ରିୟା ପ୍ରଣାଳୀ , ବିକ୍ରୟ, ବଜାର ବ୍ୟବସ୍ଥା, ସଂରକ୍ଷଣ ଆଦି ବିଷୟରେ ଚାଷୀ ମାନଙ୍କୁ ତାଲିମ ପ୍ରଦାନ କରିଥିଲେ।ସଇଡା କ୍ଲଷ୍ଟରର  ସଇଡା, କୁଣ୍ଡାପୋଷି, ଅର୍ଡାବାହାଲ, ସାହାଜବାହାଲ, ସାନଜଟିଆପାଲି ଗ୍ରାମର ୩୦୦ଜଣ ଚାଷୀଙ୍କୁ  ୬ଦିନ ଧରି ତାଲିମ ପ୍ରଦାନ କରାଯାଇଥିଲା । ଏହି ଶିବିରରେ ସଇଡା କ୍ଳଷ୍ଟର ସିଡ଼ିପି ର ପ୍ରକଳ୍ପ ସଂଯୋଜିକା ତୃପ୍ତିମୟି ଦାଶ କାର୍ଯକ୍ରମ ପରିଚାଳନା କରିଥିଲେ ।କର୍ଯ୍ୟକ୍ରମରେ ଗ୍ରାମ୍ୟ କୃଷି କର୍ମଚାରୀ ଦେବଯାନୀ ଅର୍କ, ରୋପ କ୍ଷେତ୍ର କର୍ମି ମିଳି ବାଦି, ଭୂମିଶ୍ୱେତା ଧୁରୁଆ , କୃଷକ ସାଥୀ ଅମିତ୍ ପଟେଲ ଓ ଶିବ ନାଏକ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ।

■ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026

You Might Also Like