-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ରାଜ୍ୟ

ଟ୍ରଲର ରେ ଧକ୍କା ହୋଇ ଜଣେ ମୃତ ଜଣେ ଗୁରୁତର

07-Dec-2024



ଅତାବିରା(ଆକାଶ ମିଶ୍ର): ଆଜି ସନ୍ଧ୍ୟା ୫ ଟାରେ ଅତାବିରା  ବ୍ଲକ ଅନ୍ତର୍ଗତ ସୁକୁଟା ପାଲି  ଛକ  ୫୩  ନଂ ଜାତୀୟ ରାଜପଥ କଡ଼ରେ ଥିବା ରାଜସ୍ଥାନୀ ଢ଼ାବା ସମ୍ମୁଖରେ ବରଗଡ଼ ପଟକୁ ମୁହଁ କରି  ଛିଡ଼ା  ହୋଇଥିବା ଏକ ଟ୍ରଲର ନଂ ସି ଜି ୦୭ ବି ଟି ୮୬୮୪ ସହ ବାଇକ୍  ଧକ୍କା ହୋଇ ଦୁଇ ଜଣେ ଯୁବକ ଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି ।  ଘଟଣା ସୂତ୍ରରୁ ଜଣା ପଡ଼ିଛି ଯେ  ଜହ୍ନାପଡା  ଗ୍ରାମ  ମୁଲାର ବନ୍ଧ ପଡ଼ା ର ଯୁବକ ସୁଶିଲ ଦୀପ (୨୫) ଓ  ଗୁଦ୍ଦୂ  ମୃରଚୁଲିଆ  ଏକ ବାଇକ୍ ନଂ  ଓ ଡି ୧୭ ଭି  ୬୮୨୫  ରେ ନିଜ ଗ୍ରାମ ଅଭିମୁଖେ ଯାଉଥିବା ବେଳେ    ଟ୍ରଲର ରେ  ଧକ୍କା ହୋଇ ପଡ଼ିଯାଇଥିଲେ ।ଘଟଣା ସ୍ଥଳରେ ସୁଶିଲ ଙ୍କ ମୃତ୍ୟୁ ଘଟିଥିବା ବେଳେ  ଗୁବ୍ଦୁ ଗୁରୁତର ହୋଇଛନ୍ତି ।ଖବର ପାଇ ଅତାବିରା ପୋଲିସ ପହଞ୍ଚି  ଗୁରୁତର କୁ  ଚିକିତ୍ସା ପାଇଁ ପଠେଇଥିବା ବେଳେ  ମୃତ ଶରୀରକୁ ବ୍ୟବଚ୍ଛେଦ ପାଇଁ ବୁର୍ଲା ପଠେଇଛି ।    ମୃତକ ଙ୍କ  ପରିବାର ବର୍ଗ ଙ୍କ ସହ ଗ୍ରାମର ଶତାଧିକ ମହିଳା ଓ ପୁରୁଷ

ଜାତୀୟ ରାଜପଥ  ରେ  କ୍ଷତିପୂରଣ ଦାବିରେ  ରାସ୍ତା  ଅବରୋଧ କରିଥିଲେ । ସନ୍ଧ୍ୟା ୫ ଟା ରୁ ଦୀର୍ଘ ସମୟ ଧରି  ଜାତୀୟ ରାଜପଥ ଅବରୋଧ ରହିବା ଯୋଗୁଁ ଉଭୟ ପାର୍ଶ୍ଵରେ ୩ କିମି ପର୍ଯ୍ୟନ୍ତ ଜଣ ବହନ ସବୁ ଅଟକି ରହିବା ସହ ବାସ ରେ ଯାତାୟାତ କରୁଥିବା ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହୋଇଥିଲେ ।ଖବର ପାଇ ବରଗଡ଼  ଡି ଏସ ପି  ପଦାରବିନ୍ଦ ତ୍ରିପାଠୀ, ବରଗଡ଼ ଟାଉନ ଥାନା ଅଧିକାରୀ  ସତ୍ୟଜିତ  ତାନ୍ଦଳକେଲ, ଅତାବିରା ତହସିଲଦାର, ଅତିରିକ୍ତ ତହସିଲଦାର  ଅଙ୍କିତ ପଣ୍ଡା, ଥାନା ଅଧିକାରୀ ସୁକୁମାର ତ୍ରିପାଠୀ  ଘଟଣା ସ୍ଥଳକୁ ପହଞ୍ଚି ଥିଲେ । ରାତି ୯ ଟl ପର୍ଯ୍ୟନ୍ତ ରାସ୍ତା ବନ୍ଦ ରହିଥିଲା ।କ୍ଷତିପୂରଣ ନ  ରାସ୍ତାରୁ  ଉଠିବେ ନାହିଁ ବୋଲି ପରିବାର ଉତ୍ୟକ୍ତ ହୋଇ ଅଡି  ବସିଥିଲେ ।ପରେ ରେଡକ୍ରସ୍ ପାଣ୍ଠି ରୁ ୨୦ ହଜାର ଟଙ୍କା କ୍ଷତିପୂରଣ  ଦେବା  ପାଇଁ ପ୍ରତିଶ୍ରୁତି ପରେ ରାସ୍ତା  ରୁ ହଟିଥିଲେ  ।  ଦୀର୍ଘ ୪ ଘଣ୍ଟା   ଧରି ରାସ୍ତା ଅବରୋଧ ଯୋଗୁଁ ହଜାର ହଜାର ସଂଖ୍ୟକ ଗାଡ଼ି ଅଟକି ରହିଥିଲା ।ତେଣୁ  ରାସ୍ତା ଅବରୋଧ ହଟି ବା  ର  ବହୁ ସମୟ  ଯାତାୟାତ ସ୍ଵାଭାବିକ  ହୋଇଥିଲା ।


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like