-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ଖପ୍ରାଖୋଲ ପୋଲିସ ହାବୁଡ଼ରେ ଦୁର୍ଯ୍ୟୋଧନ ଓ ଶତୃଘ୍ନ

08-Dec-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ଏକ ଦାଦନ ପ୍ରବଣ ଜିଲ୍ଲା ହୋଇଥିବା ବେଳେ ଏଠାରେ ସର୍ଦ୍ଦାର ସଂଖ୍ୟା ପ୍ରବଳ। ସେଥିପାଇଁ ଆଖପାଖ ବରଗଡ଼ ଓ ନୂଆପଡ଼ା ଜିଲ୍ଲା ରୁ ମଧ୍ୟ ଦାଦନ ଶ୍ରମିକ ଆଣି ଚାଲାଣ କରୁଛନ୍ତି ତତ୍ ସଙ୍ଗେ ସଙ୍ଗେ ବଲାଙ୍ଗିର ଜିଲ୍ଲାର ସର୍ବାଧିକ ଲୋକ ଚାଲାଣ ହେଉଛନ୍ତି। ସରକାର ବାହାଦୁର କୁଆଡେ ଏହି ବେଆଇନ ଦାଦନ ଶ୍ରମିକ ଚାଲାଣ ଉପରେ ରୋକ୍ ଲଗାଇବା ପାଇଁ ଟାକ୍ସଫୋର୍ସ ଗଠନ କରିଥିଲେ। ହେଲେ ଦାଦନ ଋତୁର ତୃତୀୟ ପର୍ଯ୍ୟାୟ ସରିବାକୁ ବସିଲାଣି ଟାକ୍ସଫୋର୍ସ ଦ୍ବାରା ଗୋଟିଏ ମଧ୍ୟ ଦାଦନ ଶ୍ରମିକ ଉଦ୍ଧାର ହୋଇନାହାନ୍ତି। ଏପଟେ ଶ୍ରମ ବିଭାଗ ପାଖରେ ଶତକ ସର୍ଦ୍ଦାର ଲାଇସେନ୍ସ ଓ ମୋଭ୍ ମେଣ୍ଟ ଅର୍ଡର କରି ଦାଦନ ଶ୍ରମିକ ଚାଲାଣ କରୁଥିବା ବେଳେ ସର୍ବାଧିକ ସର୍ଦ୍ଦାର ମାନେ ବେଆଇନ ଦାଦନ ଶ୍ରମିକ ଚାଲାଣ କରୁଛନ୍ତି। ଦାଦନ ଶ୍ରମିକ ଚାଲାଣ ରୋକିବାକୁ ପୋଲିସ ପ୍ରଶାସନ ର ମୁଖ୍ୟ ଭୂମିକା ରହୁଥିବା ବେଳେ ସ୍ଥାନୀୟ ପୋଲିସ କୁ ହାତକରି ବେଆଇନ ଦାଦନ ଚାଲାଣ କରୁଛନ୍ତି ସର୍ଦ୍ଦାର। ବଲାଙ୍ଗିର ଜିଲ୍ଲାର ଲାଠୋର, ତୁରେକେଲା, କଣ୍ଟାବାଞ୍ଜି,ମୁରିବାହାଲ ରେଲୱେ ଷ୍ଟେସନ ରେ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଦାଦନ ଚାଲାଣ କରାଯାଉଛି । ତୁରେକେଲା ପୋଲିସ ୧୧ ଥର ଦାଦନ ଶ୍ରମିକ ଉଦ୍ଧାର କରି ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବେଲପଡା ପୋଲିସ ମଧ୍ୟ ଅନେକ ସ୍ଥାନରେ ଦାଦନ ଶ୍ରମିକ ଉଦ୍ଧାର କରି ଦ୍ବିତୀୟ ସ୍ଥାନରେ ରହିଛି। ତୃତୀୟ ସ୍ଥାନରେ ଖପ୍ରାଖୋଲ ପୋଲିସ ରହିଥିବା ବେଳେ ଆଗକୁ ଯିବା ପାଇଁ ପ୍ରୟାସ ଜାରି ରଖିଛି। କଣ୍ଟାବାଞ୍ଜି ପୋଲିସ ୬ ଥର ଧରି ନିଜର କର୍ତ୍ତବ୍ୟ ସାରିଦେଇଥିବା ବୋଲି ଅନୁମାନ କରାଯାଉଛି । ଚତୁର୍ଥ ପର୍ଯ୍ୟାୟରେ ଜଣାପଡିବ ଦାଦନ ଶ୍ରମିକ ଉଦ୍ଧାର ଉପରେ କେଉଁ ପୋଲିସ ଦ୍ବାରା କେତେ ଉଦ୍ଧାର ହେଉଛନ୍ତି।ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ପୋଲିସ ୫ ଜଣ ଦାଦନ ଶ୍ରମିକ ଓ ଜଣେ ଶିଶୁ କୁ ଉଦ୍ଧାର କରିଥିବା ବେଳେ ଦୁଇ ଜଣ ସର୍ଦ୍ଦାର କୁ ଗିରଫ କରିଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତମାନେ ହେଲେ ବେଲପଡା ଥାନା କୁମ୍ଭାରଖୁନ ଗାଁ ର ଦୁର୍ଯ୍ୟୋଧନ ହଂସ (୨୫) ଓ ଲାଠୋର ଥାନା ଭରୁଆମୁଣ୍ଡା ଗାଁ ର ଶତୃଘ୍ନ ନିଆଲ। ସେମାନଙ୍କ ନାଁ ରେ ଖପ୍ରାଖୋଲ ଥାନା କେଶ୍ ନମ୍ବର ୨୮୩/୨୪ ତା.୭.୧୨.୨୪ ୟୁ ଏସ ୧୪୩(୩)/୧୬୪/୩୧୮(୪)/୩(୫) ବି ଏନ୍ ଏସ ଆର୍ ଡବ୍ଳୁ ଧାରା ୨୫ ଆଇ ଏସ ଏମ୍ ଡବ୍ଳୁ ଅନୁଯାୟୀ କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ନରେନ୍ଦ୍ର ଛତର ସୂଚନା ଦେଇଛନ୍ତି। ଏହି ଦୁଇ ଜଣ ସର୍ଦ୍ଦର ଲାଠୋର ଥାନା ଲାଠୋର ଗାଁ ର ଜଣେ ମୁଖ୍ୟ ସର୍ଦ୍ଦାର ପାଖରେ କାମ କରନ୍ତି ବୋଲି ଶୁଣାଯାଏ। ସେହି ମୁଖ୍ୟ ସର୍ଦ୍ଦାର ଜଣକ ପାଖକୁ ପୋଲିସ ପହଞ୍ଚି ଗିରଫ କରିପାରିବେ କି ନାହିଁ ବୋଲି ଜନସାଧାରଣରେ ଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like