-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||     

HOME   ଜିଲ୍ଲା

ଅମ୍ବାପାଲିରେ ନାଟ୍ୟ ଗୁରୁ ତଥା ସ୍କୁଲର ପ୍ରତିଷ୍ଠାତା ସ୍ୱର୍ଗୀୟ ହରେକୃଷ୍ଣ ପୂଜାରୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

08-Dec-2024



ବରପାଲି(ସୁଦାମ ଦୀପ )ବରଗଡ଼ ଜିଲ୍ଲା ଅମ୍ବାପାଲି ସ୍ଥିତ ସମଲେଶ୍ୱରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ନାଟ୍ୟ ଗୁରୁ ତଥା ସ୍କୁଲର ପ୍ରତିଷ୍ଠାତା ସ୍ୱର୍ଗୀୟ ହରେକୃଷ୍ଣ ପୂଜାରୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତାଙ୍କ କରକମଳରେ ପ୍ରତିମୂର୍ତ୍ତି ଉନ୍ମୋଚିତ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଜେପି ଜିଲ୍ଲା ସଭାପତି ଅରୂପା ନନ୍ଦ ସାହୁ ଏବଂ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁ ଯୋଗ ଦେଇଥିଲେ । ତେବେ ଏହି ଉଦ୍‌ଘାଟନୀ ଉତ୍ସବରେ ୨୫ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସମ୍ମାନିତ କରା ଯାଇଥିବା ବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଞ୍ଜନ ଦଣ୍‌ଣ୍ଡସେନା, ଆଲୁମିନି ସଦସ୍ୟ ସୁରେନ୍ଦ୍ର ମହାପାତ୍ର, ବିଜେପି ରାଜ୍ୟ ସମ୍ପାଦକ ବିଶ୍ୱଜିତ ସ୍ୱାଇଁ, ପ୍ରଧାନ ଶିକ୍ଷକ ସର୍ବେଶ୍ୱର ରଥ, ସ୍କୁଲ ପରିଚାଳନା କମିଟି ଚେୟାରମେନ ଈଶ୍ୱର ବାଗ, ଆଲୁମିନି ସଭାପତି ସୁରେଶ ମହାପାତ୍ର, ତଥା ବିଦ୍ୟାଳୟର ଅବସର ପ୍ରାପ୍ତ ଶିକ୍ଷକ ଭଗବାନ ପ୍ରଧାନ ଏବଂ ସ୍କୁଲର ଅନେକ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ । ମାନିନୀ ଦାଶ ସଭା ପରିଚାଳନା କରିଥିବା ବେଳେ ପ୍ରଧାନ ଶିକ୍ଷକ ସର୍ବେଶ୍ୱର ରଥ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026

You Might Also Like