-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||     

HOME   ଜିଲ୍ଲା

ବଙ୍ଗାବାହାଲ ରେ ବଡଭାଇକୁ ମରଣାନ୍ତକ ଆକ୍ରମଣ କଲା ସାନଭାଇ , ପୋଲିସ ଦ୍ବାରା ଗିରଫ ସାନଭାଇ କୁ କୋର୍ଟ ଚାଲାଣ

08-Dec-2024



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ଥାନା  ଅଧିନସ୍ଥ ବକଟି ପଂଚାୟତ ଅନ୍ତର୍ଗତ ବଙ୍ଗାବାହାଲ ଗ୍ରାମ ରେ ଗତକାଲି ନିଶାଗ୍ରସ୍ତ ହୋଇ ବଡଭାଇ କୁ ମରଣାନ୍ତକ ଆକ୍ରମଣ କରିଥିବା ସାନ ଭାଇକୁ ବିଳମ୍ବିତ ରାତ୍ରି ପ୍ରାୟ ୧୨ ଟାରେ ଲୋଇସିଂହା ପୋଲିସ ଗିରଫ କରିଥିବା ସୂଚନା ମିଳିଛି l  ଗିରଫ ଅଭିଯୁକ୍ତ ହେଲେ ରଘୁରାଜ ଗଡୁଆ ।  ସୂଚନା ଅନୁସାରେ ଗତକାଲି ଘରୋଇ କଳହ କୁ କେନ୍ଦ୍ର କରି ନିଶାଶକ୍ତ ରଘୁରାଜ ଗଡୁଆ ନିଜ ବଡ଼ଭାଇ ରାଜିନ ଗଡୁଆ ଙ୍କୁ ପେଟରେ ଛୁରୀଭୁଷି ହତ୍ୟା ଉଦ୍ୟମ କରିଥିବା ବେଳେ ତାଙ୍କ ଭାଉଜ କମଳିନୀ ଗଡୁଆ ଙ୍କୁ ମଧ୍ୟ ଆକ୍ରମଣ କରିଥିଲେ ଯାହାଦ୍ୱାରା କମଳିନୀ ଙ୍କ ହାତରେ କ୍ଷତ ଚି଼ହ୍ନ ରହିଥିବା ପ୍ରକାଶ କରିଛନ୍ତି l ପଡୋଶୀ ମାନେ ଗୁରୁତ୍ତର ଅବସ୍ଥା ରେ ରାଜିନ କୁ ଉଦ୍ଧାର କରିବା ସହ ପୁଲିସ କୁ ଖବର ଦେଇଥିଲେ l ଘଟଣା କୁ ନେଇ ରାଜିନ ଙ୍କ ସ୍ତ୍ରୀ କମଳିନୀ ଗଡୁଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ l ପରେ ଗୁରୁତର ରାଜିନ ଙ୍କୁ ବଲାଙ୍ଗୀର ଭୀମଭୋଇ ହସ୍ପିଟାଲ ପଠାଇଥିଲେ l ଅବସ୍ଥା ସଂକଟାପନ୍ନ ହେବାରୁ ବଲାଙ୍ଗୀର ଡାକ୍ତର ସେଠାରୁ ବୁର୍ଲା କୁ ସ୍ଥାନାନ୍ତରିତ କରିଥିଲେ l ଏପଟେ ଅଭିଯୁକ୍ତ ସାନଭାଇ ରଘୁରାଜ କୁ ଲୋଇସିଂହା ପୁଲିସ ଗିରଫ କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି l ଆଜି ରଘୁରାଜ ଙ୍କ ଡାକ୍ତରୀ ପରୀକ୍ଷା କରାଯିବା ସହ ଲୋଇସିଂହା ପୋଲିସ କୋର୍ଟ ଚାଲାଣ କରିଥିବା ବିଶ୍ୱସ୍ତ ସୂତ୍ରରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026

You Might Also Like