-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ର ଶୁଭାରମ୍ଭ

08-Dec-2024



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ  ସଭା ଗୃହ ନୂତନ ଜିଲ୍ଲା ସ୍ଵାସ୍ଥ୍ୟ ଚିକିତ୍ସାଳୟ ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ଟିବି ମୁକ୍ତ ଭାରତ ଅଭିଯାନ ର ଶୁଭାରମ୍ଭ -୨୦୨୪  ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା ପ୍ରଦୀପ କୁମାର ଗୁରୁ   ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ସଭାପତି ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀମତୀ ସୂପାର ଠେଲା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ଅତିରିକ୍ତ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ , ମାନ୍ୟବର ସାଂସଦ ବଲାଙ୍ଗୀର ଙ୍କ ଜିଲ୍ଲା ପ୍ରତିନିଧି ଶରତ ଚନ୍ଦ୍ର ଶତପଥୀ , ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ଼ା ମନୋଜ କୁମାର ଅଦାବର, ଅଧ୍ୟକ୍ଷ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡ଼ା ଦୁର୍ଗା ଦତ୍ତ ଦାସ,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ  ଅଧିକାରୀ (ଭି ବି ଡି )ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ, ଅତିରିକ୍ତ ଜିଲ୍ଲା ଜନ ସ୍ଵାସ୍ଥ୍ୟ ଅଧିକାରୀ (ଟି ବି )ଡ଼ା ପଦ୍ମହଂସ୍ ଦୋରା,ଜିଲ୍ଲା ମଙ୍ଗଳ ଅଧିକାରୀ , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଓ ଜିଲ୍ଲା କାର୍ଯ୍ୟ ସଂଯୋଜକ ବିଶ୍ବମ୍ବର ବେହେରା  ପ୍ରମୁଖ  ସମ୍ମାନିତ ଅତିଥି ଭାବେ ଯୋଗ ଦେଇ  ଯକ୍ଷ୍ମା ରୋଗ ର ଲକ୍ଷଣ,ଚିହ୍ନଟ କରଣ କରି ତୁରନ୍ତ ପୂର୍ଣ୍ଣ ମାତ୍ରାରେ ଔଷଧ ସେବନ କରି ରୋଗୀ କୁ ପ୍ରତି ପଦକ୍ଷେପ ରେ ନିକ୍ଷୟ ମିତ୍ର ହୋଇ ସହଯୋଗ ପ୍ରଦାନ କରି ୨୦୨୫ ସୁଦ୍ଧା ଟିବି ମୁକ୍ତ ଭାରତ ଗଠନ  ନିମନ୍ତେ  ଜନସଚେତନା ସୃଷ୍ଟି କରିବା ବିଷୟରେ ଜାଣିବା, ବୁଝିବା ଓ ଅନ୍ୟ ମାନଙ୍କୁ ବୁଝାଇବା ଉପରେ ଗୁରୁତ୍ୱା ରୋପ କରିଥିଲେ l  ଅତିଥି ବୃନ୍ଦ ୨ ଗୋଟି ସଚେତନତା ଭ୍ୟାନ କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ଯାହାକି ସୁବର୍ଣ୍ଣପୁର ଜିଲ୍ଲା ର ପ୍ରତ୍ୟେକ ଗ୍ରାମ କୁ ଟିବୀ ମୁକ୍ତ ଭାରତ ଗଠନ ଲକ୍ଷ୍ୟରେ ସଚେତନତା ବାର୍ତ୍ତା ପହଞ୍ଚାଇବାରେ ସହାୟକ ହୋଇ ପାରିବ।
ଉକ୍ତ ସଭାରେ ଆଶା,ଏ ଏନ ଏମ ଛାତ୍ରୀ , ନର୍ସିଂ ଅଫିସର ସମସ୍ତ କଂସଲ୍ଟାଣ୍ଟ,,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ ।ଉକ୍ତ କାର୍ଯକ୍ରମ କୁ ପ୍ରଦୀପ କୁମାର ସାହୁ,ସୁଧାଂଶୁ ନାୟକ, ବି କେ ସାଗରିକ।,ସୋଭନା ଦାସ , ତରଣୀ ସେନ ପ୍ରଧାନ ଓ ଗୀତା ଞ୍ଜଳି ମେହେର , ଜ୍ଞାନ ଜିତ୍ ଶତପଥୀ ତଥା ଏନ ଟି ଇ ପି ର ସମସ୍ତ କର୍ମକର୍ତ୍ତା ପୂର୍ଣ୍ଣ ସହଯୋଗ କରିଥିଲେ। ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ଡି ପି ସି ଏନ ଟି ଇ ପି ସମୀର ସାହୁ ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like