-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||     

HOME   ଜିଲ୍ଲା

କଲ୍ଛିକଚାର କୁ ରାଜସ୍ବ ଗ୍ରାମର ମାନ୍ୟତା ଦାବି

08-Dec-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ସରକାର ଅନେକ ଗୁଡ଼ିଏ ସାହି ଭଳି ଥିବା ଗାଁ କୁ ରାଜସ୍ବ ଗାଁ ର ମାନ୍ୟତା ଦେଇ ଆସୁଥିବା ବେଳେ ଆଜି ମଧ୍ୟ କିଛି ଗାଁ ରାଜସ୍ବ ଗାଁ ର ମାନ୍ୟତା ପାଇନଥିବା ଦେଖିବାକୁ ମିଳୁଛି। ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ଧୁମାଭଟା ଠାରୁ ୩ କି.ମି ଦୂରରେ ଅବସ୍ଥିତ କଲ୍ଛିକଚାର ବୋଲି ଛୋଟ ଗାଁ ଟିଏ ଥିବା ବେଳେ ତାହା ଧୁମାଭଟା ଗାଁ ଅଂଶ ହୋଇ  ରହିଛି। ଉକ୍ତ ଗ୍ରାମରେ ୫୦୦ ରୁ ଉର୍ଦ୍ଧ୍ବ ଲୋକ ବସବାସ କରୁଥିବା ବେଳେ ଗୋଟିଏ ଅଙ୍ଗନବାଡ଼ି କେନ୍ଦ୍ର ଓ ପ୍ରାଥମିକ ବିଦ୍ୟାଳୟ ଅଛି। ଉକ୍ତ ଗ୍ରାମରେ ଧୁମାଭଟା ଗ୍ରାମ ର ୭ ଓ ୮ ନମ୍ବର ଓ୍ବାର୍ଡ ର ଅଧା ଅଂଶ ମିଶିଛି।ନିର୍ବାଚନ ସମୟରେ ଅନେକ ବୃଦ୍ଧବୃଦ୍ଧା ଧୁମାଭଟା ୩ କିଲୋମିଟର ଦୂରରେ ଥିବା ଯୋଗୁଁ ନିଜ ମତଦାନ ଦେବାକୁ ଅସମର୍ଥ ହେଉଛନ୍ତି।ନିଜ ମୌଳିକ ଅଧିକାର ରୁ ମଧ୍ୟ ବଞ୍ଚିତ ରହୁଥିବା ବେଳେ ଗ୍ରାମବାସୀ ମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅନେକ ଦିନରୁ ଉକ୍ତ ଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ କରିବାକୁ ଚାହୁଁଥିଲେ ସୁଦ୍ଧା ପାଇପାରୁ

ନାହାନ୍ତି। ଏବେକାର ସରପଞ୍ଚ ବନମାଳୀ ନାଏକ ଙ୍କ ନେତୃତ୍ୱରେ ଆଜି ବେଲପଡା ତହସିଲଦାର ଙ୍କ ଜରିଆରେ ରାଜସ୍ବ ବିଭାଗ, ଓଡ଼ିଶା ସରକାର ଏବଂ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଦାବି ପତ୍ର ପ୍ରଦାନ ସମୟରେ ସରପଞ୍ଚ ବନମାଳୀ ନାଏକ, ବରୁଣ ରାଉତ, ଚୈତନ୍ୟ ବୁଡେକ, ନାରାୟଣ ପସାୟତ, ବାଲେଶ୍ଵର ରାଉତ,ଶମ୍ଭୁ ମଲ୍ଳିକ,ଧର୍ମରାଜ ଠାକୁର ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026

You Might Also Like