-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||     

HOME   ଜିଲ୍ଲା

ଷ୍ଟେଟ୍ ୟୁନିୟନ୍ ଅଫ ଜର୍ଣାଲିଷ୍ଟର ଜୟପୁର ଠାରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

08-Dec-2024



ଜୟପୁର:- ଷ୍ଟେଟ୍ ୟୁନୀୟନ୍ ଅଫ ଜର୍ଣାଳିଷ୍ଟ (ଏସ୍ ୟୁ ଜେ)ର କାର୍ଯ୍ୟକାରିଣୀ ବୈଠକ କୋରାପୁଟ ଜିଲ୍ଲାର ଜୟପୁର ଠାରେ ଥିବା ଉଡ୍ସ୍ ହୋଟେଲ ଠାରେ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟର ୨୫ ଗୋଟି ଜିଲ୍ଲାରୁ ଶତାଧିକ ସାମ୍ବାଦିକ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ।ପ୍ରଥମ ଅଧିବେଶନରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମାନଙ୍କୁ ନେଇ ରାଜ୍ୟ ସଭାପତି କୈଳାସ ନାୟକଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଥିଲା। ସଂଘକୁ କିଭଳି ସୁଦୃଢ କରାଯିବ ସେ ସମ୍ପର୍କରେ ରାଜ୍ୟ କର୍ମକର୍ତ୍ତା ମାନେ ତାଙ୍କର ସୁଚିନ୍ତିତ ମତାମତ ଦେଇଥିଲେ।କୋରାପୁଟ ଜିଲ୍ଲା ଏସୟୁଜେ ଶାଖା ତରଫରୁ ଓଡ଼ିଶାର କୋଣ ଅନୁକୋଣରୁ 

ଆସିଥିବା ସାମ୍ବାଦିକ ମାନଙ୍କୁ ପୁଷ୍ପଗୁଛ ଏବଂ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ।ଏଭଳି ନିଆରା ପରମ୍ପରାକୁ ସଭିଏଁ ପ୍ରଶଂସା କରିଥିଲେ।
ଦ୍ଵିତୀୟ ପର୍ଯ୍ୟାୟରେ ସ୍ଥାନୀୟ ରାଜନେତା ଏବଂ ବୁଦ୍ଧିଜୀବିଙ୍କୁ ନେଇ ଏକ ବୌଦ୍ଧିକ ଆଲୋଚନା ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି (ଭାଲୁ ଭାଇନା) ମୁଖ୍ୟ ଅତିଥି ଭାବେ ଯୋଗଦେଇ ସାମ୍ବାଦିକ ମାନଙ୍କ ଉନ୍ନତି ମୂଳକ ଯୋଜନା ଉପରେ ବିଶଦ ଭାବେ ଆଲୋଚନା କରିବା ସହ ସାମ୍ବାଦିକ ମାନଙ୍କ ସୁଖଦୁଃଖର ସାଥୀ ହୋଇ ସବୁଦିନ ପାଇଁ ରହିବେ ବୋଲି କହିଥିଲେ।ରାଜ୍ୟ ସାମ୍ବାଦିକ ସଂଘ ସଭାପତି କୈଳାସ ନାୟକ ସାମ୍ବାଦିକ ମାନଙ୍କ ବିଭିନ୍ନ ସମସ୍ୟା ଉପସ୍ଥାପନ କରିଥିଲେ।ସେ ଦୃଢୋକ୍ତି ର ସହ କହିଥିଲେ ଯେତେବେଳେ ମଧ୍ୟ ଯେକୌଣସି ସାମ୍ବାଦିକ ବିପଦରେ ପଡେ,ସେ ଯେକୌଣସି ସଂଘର ହୋଇଥାଉ ଏହି ସଂଘ ତାକୁ ସାହାଯ୍ୟ କରିବା ପାଇଁ ପଛଘୁଞ୍ଚା ଦେଵ ନାହିଁ ବୋଲି  ସର୍ବସମ୍ମୁଖରେ ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମ ରେ ବଲାଙ୍ଗିର ଏସ ୟୁ ଜେ ଶାଖା ର ନବ ନିର୍ବାଚିତ ସଭାପତି ଶରତ କୁମାର ମହାକୁର ଏବଂ ସାଧାରଣ ସମ୍ପାଦକ ରଘୁ ନନ୍ଦନ ସିଂ ଙ୍କୁ ପୁସ୍ଫଗୁଛ ଏବଂ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିବା ବେଳେ ଏସ ୟୁ ଜେ ରାଜ୍ୟ ଉପସଭାପତି ମହେନ୍ଦ୍ର କୁମାର ଦର୍ଜି, ରାଜ୍ୟ ଉପଦେଷ୍ଟା ସଦସ୍ୟ ଗୋପବନ୍ଧୁ ଶତପଥୀ ଏବଂ ରାଜ୍ୟ କାର୍ଯ୍ୟକାରୀ ସଦସ୍ୟ ବିମଳ ଚରଣ ହୋତା ଙ୍କୁ ମଧ୍ୟ ପୁଷ୍ପଗୁଚ୍ଛ ଏବଂ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026

You Might Also Like