-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||     

HOME   ଜିଲ୍ଲା

ଅତାବିରା ବ୍ଲକସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା

08-Dec-2024



ଅତାବିରା(ଆକାଶ ମିଶ୍ର): ପ୍ରଜ୍ଞାନ ମିଶନ, ଜଗତସିଂପୁର ,କଟକ ପକ୍ଷରୁ  ପରମହଂସ ପ୍ରଜ୍ଞାନନ୍ଦ ଗିରି ମହାରାଜଙ୍କ ମାର୍ଗଦର୍ଶନ ରେ ତଥା ସ୍ବାମୀ ଅନିର୍ବାଣ ନନ୍ଦଙ୍କ ନିର୍ଦ୍ଦେଶକ୍ରମେ   ଅତାବିରା ମହାବିଦ୍ୟାଳୟରେ ବ୍ଲକସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା  ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍ ସଂଯୋଜକ ବନମାଳୀ କଠାର ଙ୍କ ସଭାପତିତ୍ବରେ ଆୟୋଜିତ ଏହି ପ୍ରତିଯୋଗିତା ରେ ଦେବରାଜ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଗୀତା ପଠନର ଉପକାରିତା ଉପରେ ଆଲୋଚନା କରିଥିଲେ। ଜିଲ୍ଲା ସଂଯୋଜକ ସୁଜିତ୍ ନାଏକ  ମଞ୍ଚ ପରିଚାଳନା କରିଥିବା ବେଳେ କୀର୍ତ୍ତନ ବେହେରା , ପ୍ରଜ୍ଞାନ ମିଶନ, ଅନୁଗୁଳ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସମବେତ ଗାୟତ୍ରୀ ମନ୍ତ୍ର ଉଚ୍ଚାରଣ କରି ପ୍ରତିଯୋଗିତାକୁ ଆରମ୍ଭ କରାଯାଇଥିଲା ।
ଏହି ପ୍ରତିଯୋଗିତାରେ ତୃତୀୟରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ  "କ" ବିଭାଗ, ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ "ଖ" ବିଭାଗ ଓ ନବମ ,ଦଶମ ଶ୍ରେଣୀ ପାଇଁ "ଗ" ବିଭାଗ  ଏହିପରି ତିନୋଟି ବିଭାଗରେ ଶ୍ରୀମଦ୍ ଭଗବତ ଗୀତା ର  ଚତୁର୍ଥ ଅଧ୍ୟାୟ ର ଜ୍ଞାନ କର୍ମ ସନ୍ନ୍ୟାସ ଯୋଗ ଶ୍ଳୋକ ଆବୃତ୍ତି ଉପରେ ପ୍ରତିଯୋଗିତା ହୋଇଥିଲା ।ବିଚାରକ ଭାବରେ ଟୋପ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ଅନୁସୂୟା୍ ଦେବତା, ପରମାନ ପୁର ଉଚ୍ଚପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଶାନ୍ତ ତ୍ରିପାଠୀ ଓ ବାବେବିରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଦିପାଞ୍ଜଳି ବାରିକ ଦାୟିତ୍ଵ ତୁଲାଇଥିଲେ । " କ "ବିଭାଗରେ  ସଂସ୍କୃତି ବାଗ, ପ୍ରତୀକ୍ଷା କାଠର,  ପୁନ୍ୟାଶ୍ରି ମିଶ୍ର, "ଖ 'ବିଭାଗରେ ଶ୍ରେୟଂସୀ ସଂସିତା ଜେନା,ପ୍ରତୀକ ରଞ୍ଜନ ଦନ୍ତା,ସମୀକ୍ଷା ଦାଶ, ନବ୍ୟଶ୍ରୀ  ପ୍ରଧାନ, " ଗ" ବିଭାଗରେ  ସାଧନା ଦାଶ, ଜିଜ୍ଞାସା ବାରିକ ଓ ରୋସଂ ମେହେର  ଯଥାକ୍ରମେ    ପ୍ରଥମ ,ଦ୍ଵିତୀୟ ଓ  ତୃତୀୟ ସ୍ଥାନ  ହାସଲ କରି   ଜିଲ୍ଲା ସ୍ତର ରେ ପ୍ରତିଯୋଗିତା କରିବା ପାଇଁ  ମନୋନୀତ ହୋଇଛନ୍ତି । କୃତି ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ସହ ଆଧ୍ୟାତ୍ମିକ ପୁସ୍ତକ ପ୍ରଦାନ ପୂର୍ବକ ପୁରସ୍କୃତ କରାଯାଇଥିଲା । ଏଥିରେ ୧୦୦ ରୁ ଉର୍ଦ୍ଧ୍ବ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026

You Might Also Like