-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ କୃଷକ ସମାବେଶ :

08-Dec-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଓଡିଶା ସରକାରଙ୍କ ପରିବର୍ତ୍ତିତ ଓ ପରିବର୍ଦ୍ଧିତ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୧୦୦ ଟଙ୍କା ବୃଦ୍ଧି ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ କୃଷକ ସମାବେଶ ରୟାଲ ପଡ଼ିଆ ଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ୱିଣ୍ଟାଲ ପିଛା ୨୩୦୦ ଟଙ୍କା ଉପରେ ଅଧିକ ୮୦୦ ଟଙ୍କାର ଇନପୁଟ ସହାୟତା ପ୍ରଦାନ ଚାଷୀଙ୍କ ଅର୍ଥନୀତିକୁ ସୁଦୃଢ଼ କରିବ ବୋଲି ଅତିଥିମାନେ ମତବ୍ୟକ୍ତ କାରିଛନ୍ତି 
 ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାମପ୍ରସାଦ ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ କୁମାର ମେହେର, ବୀରମହାରାଜପୁର ଉପଜିଲ୍ଲାପାଳ ଲଲାଟେନ୍ଦୁ ସି, ସୋନପୁର ଉପଜିଲ୍ଲାପାଳ ସୌମ୍ୟାରୁପା ରଥ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ରୁଦ୍ରଦେବ ରାଉତ, କୃଷି ଜିଲ୍ଲା ଅଧିକାରୀ ଧୀରେନ୍ଦ୍ର ସିଂ ବରିହା, ଅତିରିକ୍ତ ଯୋଗାଣ ଅଧିକାରୀ ଯୋଗେଶ୍ୱର ସାଏ, ସୋନପୁର ସହକାରୀ ଉପନିବନ୍ଧକ ସମବାୟ ସମିତି ପାଣୁ ଚରଣ ସାହୁ ଓ ବୀରମହାରାଜପୁର୍ ସହକାରୀ ଉପନିବନ୍ଧକ ସମବାୟ ସମିତି ଗିରିଶ ଚନ୍ଦ୍ର ପୁରୋହିତ ପ୍ରମୁଖ ଅତିଥି ଭାବେ ଯୋଗଦେଇ ବିକଶିତ ଓଡିଶା ନିର୍ମାଣ ଲକ୍ଷ୍ୟରେ କୃଷି ଆୟକୁ ଦ୍ବିଗୁଣିତ କରିବାକୁ ଚାଷୀଙ୍କୁ ଆହ୍ୱାନ ଦେଇ ଜିଲ୍ଲାର ଆର୍ଥିକ ଅଭିବୃଦ୍ଧିରେ ଅଂଶୀଦାର ହେବାକୁ କହିଥିଲେ ।

ଏହି ଅବସରରେ ଜିଲ୍ଲାର ୨ ଜଣ ସଫଳ ଚାଷୀଙ୍କୁ କୃଷି ଯାନ୍ତ୍ରିକକରଣ ସମ୍ପର୍କିତ ସହାୟତା ପ୍ରଦାନ ପୂର୍ବକ ଟ୍ରାକ୍ଟରର ଡେମୋ ଚାବି ପ୍ରଦାନ କରାଯାଇଥିଲା । ଆଜି ବରଗଡ଼ର ସୋହେଲାଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଶୁଭ ଉଦଘାଟିତ କୃଷି ଉତ୍ସବର ଆଭାସି ପ୍ରସାରଣ କରାଯାଇଥିବା ବେଳେ ଆମ ଜିଲ୍ଲାର ୬ଟି ବ୍ଲକରୁ ଶହଶହ ଚାଷୀ ଜିଲ୍ଲାରେ ଅନୁଷ୍ଠିତ କୃଷକ ସମାବେଶରେ ଅଂଶଗ୍ରହଣ କରିଥିବା ବେଳେ ସମାରୋହରେ ସ୍ଥାନୀୟ ନେତୃବୃନ୍ଦ ତଥା ବିଭିନ୍ନ ସରକାରୀ ଅଧିକାରୀ ପ୍ରମୁଖ ସାମିଲ ହୋଇଥିଲେ । ସମାରୋହ ଅବସରରେ ଜିଲ୍ଲାର କୃଷକ ମାନଙ୍କୁ ଚାଷୀ ଓ ଚାଷ ସମ୍ପର୍କିତ ବିଭିନ୍ନ ଜ୍ଞାନ କୌଶଳ ତଥା ତତ ସମ୍ୱନ୍ଧୀୟ ବିଶେଷ ସୂଚନା ଓ ସଚେତନ ନିମନ୍ତେ ପ୍ରଦର୍ଶନୀ ମଣ୍ଡପ ସହ ଖାଦ୍ୟ ଷ୍ଟଲର ପ୍ରଦର୍ଶନ କରାଯାଇଥିଲା l ଏହି ଅବସରରେ ଛାତ୍ରୀଛାତ୍ର ଓ ସାଂସ୍କୃତିକ ସଂଗଠନ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରଯାଇଥିଲା l ତରଭା ବ୍ଲକ କୃଷି ଅଧିକାରୀ ସୁଶ୍ରୀ ସ୍ମିତା ପଣ୍ଡା ଧନ୍ୟବାଦ ପ୍ରଦାନ କରିଥିଲେ l


?  ଇନପୁଟ ସହାୟତା ରାଶି ଚାଷୀଙ୍କ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ।
ଏହା ଜିଲ୍ଲାର ଅର୍ଥନୀତିକୁ ମଜବୁତ କରିବ :

?  ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ସର୍ବନିମ୍ନ କୁଇଣ୍ଟାଲ ପିଛା ୨୩୦୦ ଟଙ୍କା ସହିତ ୮୦୦ ଟଙ୍କା ଇନପୁଟ ସହାୟତା ରାଶି ସହିତ ସମୁଦାୟ ୩୧୦୦ ଟଙ୍କା ପ୍ରଦାନର ଶୁଭାରମ୍ଭ :


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026

You Might Also Like