-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଶବ ରଖି ଲୋଇସିଂହା ୨୬ନଂ ରାଜପଥ ଅବରୋଧ

09-Jan-2021



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର): ଲୋଇସିଂହା ବ୍ଳକ ୨୬ନଂ ରାସ୍ତା ଉପରେ ଶବ ରଖି ଅବରୋଧ କଲେ ଗ୍ରାମବାସୀ। 

   ସୂଚନା ମୁତାବକ ଗତକାଲି ଲୋଇସିଂହା ପଦମପୁର ରାସ୍ତା ସୁଜିଆ ଛକ ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଡାମୁଣ୍ଡା ଗ୍ରାମର ୧୯ ବର୍ଷର ବାଲକ କାହ୍ନା ମୁଣ୍ଡାଙ୍କ ର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା । ତେବେ ଲୋଇସିଂହା ପୋଲିସ  ଶବ ଜବତ କରି ବ୍ୟବଛ୍ଛେଦ ପାଇଁ ବଲାଙ୍ଗୀର ପଠେଇ ଥିଲେ । ଆଜି ଘଟଣାକୁ ୨୪ ଘଣ୍ଟା ବିତିଗଲା ପରେ ମଧ୍ୟ ପୋଲିସ ପକ୍ଷରୁ ଘଟଣା ଘଟେଇଥିବା ଗାଡି ବିରୁଦ୍ଧରେ ତଦନ୍ତ ଅବହେଲା କରୁଥିବା ଅଭିଯୋଗ ଓ ମୃତକ ପରିବାରକୁ ଦଶ ଲକ୍ଷ କ୍ଷତିପୂରଣ ଦାବିରେ ଆଜି ଗ୍ରାମବାସୀ ରାଜରାସ୍ତା ଉପରେ ଶବ ରଖି ରାସ୍ତା ଅବରୋଧ ଜରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନ ଥିବା  ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like