-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ସଦର ମହକୁମା ସ୍ଥିତ ମିନି ଷ୍ଟାଡିୟମ ଠାରେ ଓଡିଶା ସରକାର ଙ୍କ ଇନପୁଟ ସହାୟତା ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

08-Dec-2024



(ଡୋଲେଶ୍ୱର  ବାଗ )
ନୂଆପଡା ଜିଲ୍ଲା ସଦର ମହକୁମା ସ୍ଥିତ  ମିନି ଷ୍ଟାଡିୟମ ଠାରେ ଓଡିଶା ସରକାର ଙ୍କ ଇନପୁଟ ସହାୟତା ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯଇଅଛି। ଏହି କାର୍ଯ୍ୟକ୍ରମ କୁ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାଶ ଅଧ୍ୟକ୍ଷତା କରିଥିବା ବେଳେ ଅନ୍ୟତମ ଅତିଥି ରୂପେ  ଖରୀଆର ରୋଡ ନଗର ଅଧ୍ୟକ୍ଷା ସୋନିଆ ଜୈନ, ସାଂସଦ ପ୍ରତିନିଧି ପ୍ରେମ ଅଗ୍ରୱାଲ, ଜିଲ୍ଲାପରିଷଦ ସଦସ୍ୟ ଭାନୁ ପ୍ରତାପ ସିଂ ମାଝୀ, ମାଲ୍ୟବନ୍ତ ସୁନା, ଦୀପିକା କୌଶଳ, ମୁରଲୀ ଭୋଇ, ଅବନୀ ରଂଜନ ଯୋଷୀ, ଉମା ଠାକୁର ଏବଂ  ଅତିରିକ୍ତ ଜିଲ୍ଲାପାଳ ଭୀମସେନ ଶବର, ସୁବାସ ଚନ୍ଦ୍ର ରାଇତା, ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ,  ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ଠାକୁର ପ୍ରମୁଖ ଯୋଗ ଦେଇ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ କୁ  ଭର୍ଚ୍ୟିଆଲ ମାଧ୍ୟମ ରେ ଦେଖିଥିଲେ। ନୂଆପଡ଼ା ଜିଲ୍ଲା ରେ  ପାଞ୍ଚ ଜଣ ଚାଷୀଙ୍କୁ ଧାନ ର ସହାୟକ ମୂଲ୍ୟ  ଇନ ପୁଟ ସହାୟତା ରାଶି ଚେକ୍ ମାଧ୍ୟମ ରେ ଅତିଥି ମାନେ ପ୍ରଦାନ କରିଛନ୍ତି। ଜିଲ୍ଲା ର ୭୭ ଗୋଟି ମଣ୍ଡି ମଧ୍ୟ ରୁ ଧାନ ସଂଗ୍ରହ ଶୃଙ୍ଖଳିତ ଢଙ୍ଗ ରେ ସଂଗ୍ରହ ହେଉଥିବା ବେଳେ ଆନୁସଙ୍ଗିକ ବ୍ୟବସ୍ଥା ସାଙ୍ଗକୁ ସମସ୍ତ ସୁବିଧା ମହଜୁଦ ଥିବା ଜିଲ୍ଲାପାଳ ମଧୁସୂଦନ ଦାସ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026

You Might Also Like