-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

ଜଣେ ଯୁବକଙ୍କୁ ମାରାତ୍ମକ ଆକ୍ରମଣ ଘଟଣାରେ ପୋଲିସ-ଜନତା ମୁହାଁମୁହିଁ, ୫ଆହତ

09-Dec-2024



ତୁଷୁରା (ପଞ୍ଚାନନ ନାଏକ) ଜଣେ ଯୁବକଙ୍କୁ ମାରାତ୍ମକ ଆକ୍ରମଣ ଘଟଣାକୁ ନେଇ ତୁଷୁରା ଥାନା ପରିସରରେ ରବିବାର ପୋଲିସ-ଜନତା ମୁହାଁମୁହଁ ହେବା ଫଳରେ ୫ଜଣ ଆହତ ହୋଇଥିବା ଜଣାପଡିଛି। ଘଟଣା ସ୍ଥଳରେ ବଲାଙ୍ଗୀର ଏସପି ରିଷିକେଶ ଖିଲାରି ପହଞ୍ଚି ଘଟଣା ସ୍ଥଳ ଅନୁଧ୍ୟାନ କରିଥିବା ବେଳେ ଏସଡିପିଓ ପ୍ରଦୀପ ସାହୁ ଲୋକଙ୍କୁ ବୁଝାସୁଝା କରି ଅଭିଯୁକ୍ତଙ୍କୁ ଗିରଫ କରିବା ପ୍ରତିଶୃତି ଦେବା ପରେ ଲୋକେ ଶାନ୍ତ ହୋଇ ଥିଲେ।ପ୍ରାୟ ତିନି ତଳେ ଗୁଦାମପଡା ସ୍ଥିତ ଏକ ଦୋକାନକୁ ପତିତପାବନ ପଡାର କିଛି ଯୁବକ ଯାଇ ଦୁର୍ବ୍ୟବହାର କରିଥିବା ନେଇ କେଶବ ସରଭଙ୍ଗିଆ ତୁଷୁରା ଥାନାରେ ଅଭିଯୋଗ କରିଥିଲେ। ଏହାକୁ କେନ୍ଦ୍ର ରବିବାର ପତିତପାବନ ପଡାର କିଛି ଯୁବକ ତୁଷୁରା ବସଷ୍ଟାଣ୍ଡରେ ଗୁଦାମପଡାର ଯୁବରାଜ ହରପାଳଙ୍କୁ ଦେଖି ସଂଘବଦ୍ଧ ଆକ୍ରମଣ କରିଥିଲେ। ଯୁବକ ଦୌଉଡି ଦୌଉଡି ପଳାଇବାକୁ ଚେଷ୍ଠା କରିଥିଲେ ମଧ୍ଯ ରାମ ମନ୍ଦିର ପାଖରେ ମାଡ ମାରିଥିଲେ। ଫଳରେ ହରପାଳ ଗୁରୁତର ଆହତ ହୋଇ ଥିଲେ। ତାଙ୍କୁ ପ୍ରଥମେ ତୁଷୁରା ପ୍ରାଥମିକ ଚିକିତ୍ସାଳୟକୁ ଅଣାଯାଇଥିଲା । ତାଙ୍କ ଅବସ୍ଥା ଆହୁରି ଗୁରୁତର ହେବାରୁ ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଅନ୍ୟ ପଟେ ଗୋଦାମ ପଡାର ମହିଳାପୁରୁଷ ତୁଷୁରା ଥାନା ପରିସରରେ ରୁଣ୍ଡ ହୋଇ ପ୍ରତିବାଦ କରିବା ସହ ଥାନା ପରିସରରୁ ପ୍ରାୟ ପାଞ୍ଚ ଶହ ମିଟର ଦୂରରେ ଏହି ଘଟଣା ଘଟିଥିଲେ ମଧ୍ଯ ପୋଲିସ ନିରବ ସାଜିଥିବା ନେଇ ଲୋକେ ଅଭିଯୋଗ କରିଥିଲେ। ଏହି ପ୍ରତିବାଦକୁ ଦେଖି ପୋଲିସ ପତିତପାବନ ପଡାର ଜଣେ ଯୁବକକୁ ଜିପରେ ଥାନ ପରିସରକୁ ଆଣୁଥିବା ବେଳେ ଉପସ୍ଥିତ ଗୋଦାମ ପଡାର ମହିଳାପୁରୁଷ ଉକ୍ତ ଯୁବକକୁ ପୋଲିସରୁ ଛଡାଇବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ପୋଲିସ-ଜନତା ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇ ଥିଲା। ପୋଲିସ ଭିଡକୁ ନିୟନ୍ତ୍ରଣ କରିବାକୁ ଯାଇ ଲାଠିମାଡ କରିଥିବା ବେଳେ ଗୋଦାମ ପଡାର ଆୟୁସ ସରଭଙ୍ଗିଆ, ହିମାଶିନୀ ହରପାଲ, ମନିଷ ହରପାଲ, ୟୁନିସ ସରଭଙ୍ଗିଆ, ମନୋଜ ହରପାଲ ଆହତ ହୋଇଥିଲେ। ପରେ ଆଉ ଜଣେ ଯୁବକଙ୍କୁ ଆଣି ପୋଲିସ ପଚରା ଉଚରା ଚଲାଇ ଥିବା ବେଳେ ଉକ୍ତ ଦୁଇ ପଡାରେ ପୋଲିସ ପକ୍ଷରୁ ପ୍ଳାକମାର୍ଚ୍ଚ କରିଯାଇଛି । କିଛି ଅଘଟଣକୁ ଏଡାଇ ପାଇଁ ଥାନା ପରିସରରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like