-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ଭିତ୍ତିକ ନିଯୁକ୍ତି ପାଇଁ ସକାରାତ୍ମକ ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ

09-Dec-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ବର୍ତ୍ତମାନ ଜିଲ୍ଲା ଭିତ୍ତିକ ନିଯୁକ୍ତି ନବରଙ୍ଗପୁର ର ଏକ ଚର୍ଚ୍ଚାର ବିଷୟ ହୋଇ ପଡ଼ିଛି। ଜିଲ୍ଲା ଭିତ୍ତିକ ନିଯୁକ୍ତି ପାଇଁ ରାସ୍ତା ବାହାର କରିବାକୁ ପ୍ରଶାସନିକ ଅଧିକାରୀ ମାନଙ୍କ ସହ ଆଲୋଚନା କରିବା ପ୍ରସଙ୍ଗ କୁ ବକ୍ତବ୍ୟ ମାଧ୍ୟମରେ ବ୍ୟକ୍ତ କରିଛନ୍ତି ମାନ୍ୟବର ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦଳମତ ନିର୍ବିଶେଷରେ ପ୍ରାୟ ସବୁ ଦଳର ସମର୍ଥନ ଏ ଦିଗରେ ରହିଥିବା ପରିଲକ୍ଷିତ ହେଉଛି। ଏହା ନବରଙ୍ଗପୁର ର ଏକ ପ୍ରମୁଖ ବିଷୟ ଏବଂ ଜିଲ୍ଲା ର ଶିକ୍ଷିତ ଛାତ୍ରଛାତ୍ରୀ ଓ ଯୁବକ ମାନଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ଅଗ୍ରାଧିକାର ମିଳୁ ଏହା ଜିଲ୍ଲାବାସୀ ଙ୍କ ଆଗ୍ରହ । କିନ୍ତୁ ରାଜନୈତିକ ଦୃଷ୍ଟିକୋଣ ରୁ ମଧ୍ୟ ଭିନ୍ନଭିନ୍ନ ଦଳର  ନେତା ମାନଙ୍କ ପ୍ରତିକ୍ରିୟା ବେଳେବେଳେ ମିଡ଼ିଆ ଓ ସାମାଜିକ ଗଣମାଧ୍ୟମ ରେ ଦେଖିବାକୁ ମିଳୁଛି। କିନ୍ତୁ ନବରଙ୍ଗପୁର ଜିଲ୍ଲା ସାଂସ୍କୃତିକ କାର୍ଯ୍ୟକ୍ରମ ମଣ୍ଡେଇ ମହୋତ୍ସବ ର ସମାରୋହ ଉତ୍ସବ ରେ ଯୋଗ ଦେଇ ମାନ୍ୟବର ମୂଖ୍ୟମନ୍ତ୍ରୀ ଜିଲ୍ଲା ଭିତ୍ତିକ ନିଯୁକ୍ତି ଉପରେ ନିଜ ମତ ରଖିଛନ୍ତି। ରାଜ୍ୟରେ ବିଜେପି ସରକାର ଆସିବା ପରେ , ଜିଲ୍ଲା ଭିତ୍ତିକ ନିଯୁକ୍ତି ପ୍ରସଙ୍ଗରେ ସରକାର ଙ୍କୁ ଘେରିବାକୁ  ଉଦ୍ୟମ କରୁଛନ୍ତି  କିଛି ବିରୋଧୀ ସଂଗଠନ ବୋଲି ଚର୍ଚ୍ଚା ହେଉଥିବା ସ୍ଥଳେ , ବର୍ତ୍ତମାନ ମୂଖ୍ୟମନ୍ତ୍ରୀ ଙ୍କ ସକାରାତ୍ମକ ବାର୍ତ୍ତା ଛାତ୍ରଛାତ୍ରୀ ଓ ଯୁବକ ମାନଙ୍କ ହୃଦୟରେ ଆଶାର କିରଣ ସଂଚାର କରି ପାରିଛି।  ଏକ ବିଶାଳ ଶୋଭାଯାତ୍ରା ରେ ମଣ୍ଡେଇ ପଡିଆରକୁ  ମାନ୍ୟବର ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୂଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ସାଂସଦ ବଳଭଦ୍ର ମାଝୀ, ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ ଓ ଝରିଗାଁ ବିଧାୟକ ନରସିଂହ ମାଝୀ ଙ୍କୁ  ବିଜେପି ର କାର୍ଯ୍ୟକର୍ତ୍ତା ମାନେ ପାଛୋଟି ନେଇଥିଲେ। ଲକ୍ଷାଧିକ ଲୋକ ଙ୍କ ସମାଗମ ମଣ୍ଡେଇ ମହୋତ୍ସବ ରେ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like