-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

କବି ଗୁରୁ ପ୍ରସାଦ ମହାନ୍ତିଙ୍କ ଜନ୍ମ ଶତବାର୍ଷିକୀ ଓ ସାରସ୍ଵତ ସମାରୋହ ପାଳିତ

09-Dec-2024




 ସମ୍ବଲପୁର- କୁଚିଣ୍ଡା:( ସଂଜୀବ ପାଣିଗ୍ରାହୀ) :ଯଶସ୍ଵୀ ଓ ଚର୍ଚ୍ଚିତ କବି ଗୁରୁ ପ୍ରସାଦ ମହାନ୍ତି ଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବକୁ ଆଜି ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ର ଅଗ୍ରଣୀ ସରକାରୀ ମହିଳା କନିଷ୍ଠ ମହା ବିଦ୍ୟାଳୟ ଅର୍ଡା ବାହାଲ ର ସଭା କକ୍ଷରେ ସମାରୋହର ସହ ପାଳିତ ହୋଇ ଯାଇଛି । ଅନୁଷ୍ଠାନ ର ଅଧ୍ୟକ୍ଷ ରଞ୍ଜନ ନାଏକ ଙ୍କ ସଭାପତିତ୍ବରେ ଆୟୋଜିତ ଏହି ଉତ୍ସବରେ ବିଶିଷ୍ଟ ସାହିତ୍ୟିକ ତଥା ଅବସର ପ୍ରାପ୍ତ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ନାୟକ ମୁଖ୍ୟବକ୍ତା ଭାବରେ ଯୋଗ ଦେଇ କବି ଗୁରୁ ପ୍ରସାଦ କମ ସଂଖ୍ୟକ ପୁସ୍ତକ ରଚନା କରିଥିଲେ ପ୍ରାଚ୍ୟ ଓ ପାଶ୍ଚାତ୍ୟରେ ସମ୍ମିଶ୍ରଣ ରେ ଲେଖିଥିବା ପ୍ରଭାବ ଶାଳୀ ଲେଖା ପାଇଁ ଯୁଗ ସ୍ରଷ୍ଟା ସଦୃଶ୍ୟ ସ୍ମରଣୀୟ ବୋଲି ବକ୍ତବ୍ୟ ପ୍ରଦାନ କରିଥିଲେ ।ସେ ତାଙ୍କ ବକ୍ତବ୍ୟରେ କବି ରଚିତ କବିତାରେ ଥିବା ଚିତ୍ର ,ଚିତ୍ର କଳ୍ପ ଓ      ମୀଥ ଗୁଡ଼ିକ ଉପସ୍ଥାପନା କରିଥିଲେ । ଉତ୍ସବରେ ସମ୍ମାନିତ ଅତିଥି ଭାବରେ ବରିଷ୍ଠ ଓକିଲ ଓ ସାହିତ୍ୟିକ ହୃଦାନନ୍ଦ ଶର୍ମା , ଶିକ୍ଷାବିତ୍ ଓ କବି ଚତୃଭୂଜ ସାହୁ, ନାରୀ କବୀ ରଜନୀ ପଟେଲ, ରେବତୀ ନାୟକ, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ବସନ୍ତ ଚୌଧୁରୀ, ହେମନ୍ତ କୁମାର ପୃଷେଟ, ପ୍ରମୋଦ କୁମାର ନାୟକ,ବନମାଳୀ ନାମଦେଓ,ବିଶ୍ଵନାଥ ସାହୁ, ସରୋଜ କୁମାର ସେନାପତି, ସାମାଜିକ କର୍ମୀ ପଦ୍ମିନୀ ବଂକରା ପ୍ରମୁଖ ଯୋଗ ଦେଇ ସ୍ବରଚିତ କବିତା ମାଧ୍ୟମରେ କବି ମହାନ୍ତିଙ୍କୁ ଶ୍ରଦ୍ଧା ସୁମନ ଜ୍ଞାପନ କରିଥିଲେ ।ଏହି ଅବସରରେ କବି ଗୁରୁ ପ୍ରସାଦ ଙ୍କ ଶୈଳୀରେ କବିତା ଲେଖି ଚର୍ଚ୍ଚିତ ହୋଇଥିବା କବି ସୁବାସ ନାୟକଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ  "କବି ଗୁରୁ ପ୍ରସାଦ ମହାନ୍ତି ସ୍ମୁତି ସମ୍ମାନ" ରେ ସମ୍ମାନିତ କରାଯାଇଥିଲା । ମାନପତ୍ର କୁ କବି ନମଦେଓ ପାଠ କରିଥିଲେ । କବି ହେମନ୍ତ ପୃଶେଟ ଙ୍କ" କବିତା ମାଧୁରୀ",  କବି ବିଶ୍ଵନାଥ ସାହୁ ଙ୍କ " ମା ଚୈତ୍ରସ୍ୱରୀ " ଓ ଅନ୍ୟ ଏକ ସଂକଳନ"  ବିଷ୍ଣୁ ଙ୍କ ଦୁରଭାସ ନମ୍ବର"କୁ ଅତିଥି ଗଣ ଶୁଭ ଉନ୍ମୋଚନ କରିଥିଲେ ।ପ୍ରାରମ୍ଭରେ ଅଡ଼ୁଆ ଅଧ୍ୟାପକ  ଉଦୟ ଚନ୍ଦ୍ର ପାଣିଗ୍ରାହୀ ସ୍ଵାଗତ ଭାଷଣ ସହ ଅତିଥି ପରିଚୟ ଓ ବିଷୟ ପ୍ରବେଶ କରିଥିଲେ ।ଦ୍ଵିତୀୟ ଅଧିବେଶନ ରେ ଅର୍ଦ୍ଧ ଶତାଧିକ କବି ଙ୍କ କବିତାକୁ ରଜନୀ ପଟେଲ, ଉଦୟ ପାଣିଗ୍ରାହୀ ଓ ସୁଶ୍ରୀ ପଦ୍ମିନୀ ବାଙ୍କରା ସଂଯୋଜନା କରିଥିବା ବେଳେ ଶେଷରେ ରସାୟନ ବିଭାଗ ଅଧ୍ୟାପକ ଗୁରୁଜନ ଖୁଣ୍ଟିଆ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like