-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

ରାଜମେଡ଼ିଆ ଲଷ୍ମୀ ଟେଲିଭିଜନ ରିପବ୍ଲିକ ଓଡିଶା ର ଅଷ୍ଟମ ବାର୍ଷିକ ସ୍ଵନ କ୍ଷତ୍ର ଉତ୍ସବ ଅନୁଷ୍ଠିତ

09-Dec-2024



କଳାହାଣ୍ଡି (ତ୍ରିନାଥ ବେଶ୍ରା )
ରାଜମିଡିଆଓ ଲକ୍ଷ୍ମୀ ଟେଲିଭିଜନ ନେଟୱାର୍କ ର ଅଷ୍ଟମ ବାର୍ଷିକ ସ୍ୱନକ୍ଷତ୍ର ଉତ୍ସବ ରାମ ମନୋହର ଲୋହିଆ ଏକାଡେମୀ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର   ବିଧାୟକ ଅନନ୍ତ ନାରାୟଣ ଜେନା ଓ କାକଟପୁର ର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ତୁଷାର କାନ୍ତି ବେହେରା ମୂଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗଣତାନ୍ତ୍ରିକ ରାଷ୍ଟ୍ର ରେ ଗଣତନ୍ତ୍ର ର ସୁରକ୍ଷା ପାଇଁ ଗଣମାଧ୍ୟମ ର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କଂଗ୍ରେସ କିଷାନ ସେଲ୍ ଅଧ୍ୟକ୍ଷ  ଅମିୟ କୁମାର ପଟ୍ଟନାୟକ, ସମାଜସେବୀ ମୀରା ପରିଡ଼ା, ଶ୍ରଦ୍ଧାଞ୍ଜଳି ରାୟ, ସସ୍ମିତା ଦାଶ ସମ୍ମାନିତ ଅତିଥି ଭାବେଯୋଗ ଦାନ କରିଥିଲେ ସେହିପରି ପ୍ରାଚୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଅଧକ୍ଷ ଡଃ ଦିଲିପ କୁମାର ସେନାପତି ମୂଖ୍ୟ ବକ୍ତା ଭାବେ ଯୋଗଦେଇ ଥିଲେ।ରାଜ୍  ମିଡ଼ିଆ ଲକ୍ଷ୍ମୀ ଟେଲିଭିଜନ ନେଟୱାର୍କ ର  ଅଧକ୍ଷ ଡଃ ରାଜେଶ କୁମାର ମାହାନ୍ତି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ କାର୍ଯ୍ୟକ୍ରମ ଟିକୁ ପରିଚାଳନା ସଂପାଦକ ଡଃ ଚିତ୍ତରଞ୍ଜନ ବିଶ୍ୱାଳ, ସଞ୍ଜୟ କୁମାର ସାହୁ, ନବିନ ତାଣ୍ଡି ଓ ଆଲଫା ରାୟ ପରିଚାଳନା କରିଥିଲେ। ହରିହର ଶତପଥି ବାର୍ଷିକ ବିବରଣୀ ଉପସ୍ଥାପନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କୋଣାର୍କ ଐତିହ୍ୟ ପରିଷଦ ର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ସଞ୍ଜୟ କୁମାର ବରାଳ, ସ୍ମିଧ୍ୟା ଭଞ୍ଜଦେଅ ,ସସ୍ମିତା ମିଶ୍ର ,ଯୋଗ ଗୁରୁ ରୁପାଲି ମହାନ୍ତି ,ଲକ୍ଷ୍ମୀପ୍ରିୟା ଦେ , ତ୍ରିନାଥ ବେସ୍ରା, ଲଲାଟେନ୍ଦୁ ମିଶ୍ର ପ୍ରମୁଖ ବ୍ୟକ୍ତିମାନଙ୍କୁ ମାନପତ୍ର ଉପଢୌକନ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା।

ରିପବ୍ଲିକ ଓଡିଶା ଓ ରାଜ୍ ମିଡ଼ିଆ ଲକ୍ଷ୍ମୀ ଟେଲିଭିଜନ ନେଟୱାର୍କ ସଂସ୍ଥା ଟି ନବମ ବର୍ଷ ରେ ପାଦ ଥାପି ଥିବାରୁ ଅତିଥି ମାନେ ଏକ ସାମୁହିକ ଟ୍ରଷ୍ଟ ସ୍ଥାପନ କରି ଏହାର ପ୍ରକାଶନ ବିଭାଗ କୁ ସୁଦୃଢ଼ୀକରଣ କରିବାକୁ ମତପ୍ରକାଶ କରିଥିଲେ। ବନ୍ଦ ହୋଇଯାଇଥିବା ସାପ୍ତାହିକ ଖବରକାଗଜ ଶୁଭ୍ରମ ର ପୁନଃ ବିନ୍ୟାସ କରି ପ୍ରକାଶ କରିବାକୁ ମତପ୍ରକାଶ କରିଥିଲେ। ସର୍ବୋପରି ଏହି କାର୍ଯ୍ୟକ୍ରମ ର ନିର୍ଦେଶକ ରାଜେଶ କୁମାର ମାହାନ୍ତି ଙ୍କ ସାଧୁତା କର୍ତ୍ତବ୍ୟ ପରାୟଣତା କୁ ବକ୍ତା ମାନେ ଭୂୟସୀ ପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ପଶ୍ଚିମ ଓଡିଶା ସ୍ପେସିଆଲ ସାମ୍ବାଦିକ ତ୍ରିନାଥ ବେଶ୍ରା ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମ ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୮୦ରୁ ଉର୍ଦ୍ଧ୍ବ ପ୍ରତିଭାକୁ ସମ୍ମାନିତ କରିବା ସହ ପ୍ରଫୁଲ୍ଲ କୁମାର ବେହେରା କୁ ରାଜ୍ ମିଡ଼ିଆ ୨୦୨୪ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମ କୁ ଅନ୍ୟ ମାନଙ୍କ ମଧ୍ୟରେ ହରିହର ଶତପଥୀ , ଅଜିତ କୁମାର ଜୋଷି, ଅଜୟ ସ୍ୱଇଁ, ବିନ୍ଦିଆରାଣୀ ମିଶ୍ର, ସୁଜାତା ପାଣିଗ୍ରାହୀ, ସଂଯୁକ୍ତା ସାହୁ, ରାଜଲକ୍ଷ୍ମି ନାୟକ, ଅଲିଭା ଦାଶ , ମମତା ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like