-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳ କଲେଜରେରେ ଦୁଇଦିନିଆ ବିଜ୍ଞାନ ସମ୍ପ୍ରସାରଣ କାର୍ଯ୍ୟକ୍ରମ

09-Dec-2024



କଣ୍ଟାମାଳ(ଜୟ କୁମାର ମହାରଣା): ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ, ଭୁବନେଶ୍ୱର ଏବଂ ପଞ୍ଚାୟତ ମହାବିଦ୍ୟାଳୟ, କଣ୍ଟାମାଳର ମିଳିତ ଆନୁକୂଲ୍ୟରେ କଲେଜ ପରିସରରେ ଦୁଇଦିନିଆ ବିଜ୍ଞାନ ସମ୍ପ୍ରସାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ  ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ, ଭୁବନେଶ୍ୱରର ନିର୍ଦେଶକ ପ୍ରଫେସର କରୁଣା କର ନନ୍ଦ ମୁଖ୍ୟଅତିଥି ଓ ସମ୍ମାନୀତ ଅତିଥି ଭାବେ ପ୍ରଫେସର ଏ. ଏମ. ଶ୍ରୀବାସ୍ତବ, ଡ଼ଃ. କେ. ସି. ପାତ୍ର,ପରିଚାଳନା ସମିତି ସଭାପତି ଭବାନୀ ଶଙ୍କର ରାଉତ ପ୍ରମୁଖ ଯୋଗଦେଇଥିଲେ। ଅଧ୍ୟକ୍ଷ ଡ. ବସନ୍ତ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରଥମ ଦିନ ଉଚ୍ଚ ନିର୍ଦ୍ଧାରଣ ସମ୍ପନ୍ନ ଦୂରବିକ୍ଷଣ ଯନ୍ତ୍ର ଦ୍ୱାରା

ଛାତ୍ରଛାତ୍ରୀ ମାନେ ଚନ୍ଦ୍ର, ବୃହସ୍ପତି, ଶନି ଆଦି ବିଭିନ୍ନ ଗ୍ରହ ଓ ଉପଗ୍ରହ ମାନଙ୍କୁ ଅତି ନିକଟରୁ ଦେଖିବାର ସୁଯୋଗ ପାଇ ପାରିଥିଲେ। ସେହିପରି  ଦ୍ଵିତୀୟ ଦିନ ଅତିଥିମାନଙ୍କର ବିଜ୍ଞାନ ସମ୍ବଦ୍ଧିୟ ଅଭିଭାଷଣ ସହ ପ୍ରଫେସର କରୁଣା କର ନନ୍ଦ ଏବଂ ଡ଼ଃ. କେ. ସି. ପାତ୍ରଙ୍କ ଦ୍ୱାରା ଦୈନନ୍ଦିନ ଜୀବନରେ ବିଜ୍ଞାନ ର ଉପଯୋଗ ଉପରେ ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଅଧ୍ୟାପକ ଶ୍ବସନ୍ତ କୁମାର ଖଟୁଆ ସଭା ପରିଚାଳନା ଓ ଅଧ୍ୟାପକ ଶିବଦତ୍ତ ପୁରୋହିତ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ  ଅଧ୍ୟାପକ ଶ୍ସଂଶିତ କୁମାର ରଥ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ମହିଳା ମହାବିଦ୍ୟାଳୟ,ସୋନପୁର , ସରକାରୀ ଉଚ୍ଚବିଦ୍ୟାଳୟ କଣ୍ଟାମାଳ, ଓଡିଶା ଆଦର୍ଶ ବିଦ୍ୟାଳୟ କଣ୍ଟାମାଳ,ଶିଶୁମନ୍ଦିର

କଣ୍ଟାମାଳ , ପଲସାଗୋରା ଉଚ୍ଚ ବିଦ୍ୟାଳୟ, ବାଲାଜୀ ପବ୍ଲିକ ସ୍କୁଲ ପଲସାଗୋରା ସମେତ ଆଖ ପାଖା ଅଞ୍ଚଳର ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ, କର୍ମଚାରୀ ଏବଂ କଣ୍ଟାମାଳର ବିଜ୍ଞାନ ପ୍ରେମୀ ଜନସାଧାରଣ  ଯୋଗଦାନ କରି ଥିଲେ। ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଅଣଶିକ୍ଷକ କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କ ସହଯୋଗ କ୍ରମେ ଉକ୍ତ କାର୍ଯ୍ୟକ୍ରମଟି ସୁଚାରୁରୂପେ ସମ୍ପନ୍ନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like