-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ଷଣ୍ଢପଥର ଆଶ୍ରମ ସ୍କୁଲରେ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

09-Dec-2024



ଜମନକିରା: ସମ୍ବଲପୁର ଜିଲ୍ଲା ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷା ନିରୀକ୍ଷକ ସଂଘ ପକ୍ଷରୁ ଷଣ୍ଢପଥର ଆଶ୍ରମ ସ୍କୁଲରେ ରବିବାର ଜିଲ୍ଲା ମଙ୍ଗଳ ବିଭାଗ ଅନ୍ତର୍ଗତ ବିଭିନ୍ନ ସ୍କୁଲର ୮ ଜଣ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଜିଲ୍ଳା ସଂଘର ସଭାପତି ବିରେନ୍ଦ୍ର ପଟେଲ୍ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ଯ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ ମନ୍ତ୍ରୀ ରବିନାରାୟଣ ନାଏକ ମୁଖ୍ୟଅତିଥି ଏଵଂ ଦେବଗଡ଼ ରାଜାବାସୁଦେବ ସୁଢଲ ଦେବ ଉଚ୍ଚ ମାଧ୍ୟମିକ ସ୍କୁଲର ଅଧ୍ୟକ୍ଷ ଡା. ସୁଦାମ ଚରଣ ପରିଡ଼ା ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍ଥାନୀୟ ବିଡ଼ିଓ ରବିନ୍ଦ୍ର ସେଠୀ, ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷା ନିରୀକ୍ଷକ ସଂଘର ରାଜ୍ୟ ମୁଖପାତ୍ର ରାଜେନ୍ଦ୍ର ଜଗତ, ସମ୍ବଲପୁର ସହକାରୀ ଜିଲ୍ଲା ମଙ୍ଗଳ ଅଧିକାରୀ ବିଜୟା ମେହେର, କୁଚିଣ୍ଡା ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଅନିଭା ନାଏକ, ଜମନକିରା ଡବୁଇଓ ଐଶ୍ବର୍ଯ୍ୟ ନାୟକ, ବାମରା ଡବ୍ଲୁଇଓ ରଞ୍ଜନ ରାମ, ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ସମ୍ବଲପୁର ଜିଲ୍ଲା ର ବିଭିନ୍ନ ବ୍ଲକ ଅନ୍ତର୍ଗତରେ ଥିବା ବିଦ୍ୟାଳୟରୁ ଆସିଥିବା ଶିକ୍ଷକ ଶିକ୍ଷୟତ୍ରୀ ମାନେ ନିଜ ନିଜ ଅଭିଭାଷଣ ପ୍ରଦାନ କରିଥିଲେ। ମନ୍ତ୍ରୀ ଶ୍ରୀ ନାଏକ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପ୍ରଥମେ ମା ସମଲେଇ ଙ୍କ ଫୋଟୋ ଚିତ୍ର ରେ ମାଲ୍ୟାପଣ କରି ଥିଲେ। ପରେ ନିଜ ଅଭିଭାଷଣ ରେ ଶିକ୍ଷକ ଙ୍କ କାର୍ଯ୍ୟ ଅତୁଳନୀୟ ଓ ଜଣେ ଭଲ ସମାଜ ସହିତ ଜଣେ ଭଲ ମଣିଷ ଗଠନ ରେ ଶିକ୍ଷକ ଙ୍କ ମୁଖ୍ୟ ଅବଦାନ ବୋଲି କହିଥିଲେ। କାର୍ଯ୍ୟକ୍ରମ ଶେଷରେ ମନ୍ତ୍ରୀଙ୍କ ଦ୍ୱାରା ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ସୁଧୀର ପ୍ରଧାନ, ସଥେସିନୀ ପୃଷେଠ, ସନ୍ତୋଷ ଶତପଥୀ, ତରୁଲତା ସୁନାନୀ, ରାଧେଶ୍ୟାମ ବାରିକ, ଅନିତାରାଣୀ ଦାସ, ଚୈତନ୍ୟ ସାହୁ ଓ ସ୍ମୃତିରେଖା ସାସମଲ ପ୍ରମୁଖ ୮ ଜଣ ଶିକ୍ଷକ ଶିକ୍ଷୟତ୍ରୀ ପୁଷ୍ପଙ୍କୁ ପୁଷ୍ପ ଗୁଚ୍ଛ ଓ ମାନ ପତ୍ର ପ୍ରଦାନ କରି ତାଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷରେ ଟିକିଲିପଡ଼ା ପ୍ରଧାନ ଶିକ୍ଷକ ପଙ୍କଜ ବେହେରା ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରି ଥିଲେ।
(ଜମନକିରା ରୁ ଅବଦୁଲ ଗୁଲାମ କାଦିର)


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like