-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ଚତୁର୍ଥ ନୁହେଁ ଗଣମାଧ୍ୟମ ହେଉଛି ସମାଜର ମୁଖ୍ୟ ସ୍ତମ୍ବ- ତାରା ପ୍ରସାଦ,  ଜୟପୁରରେ ଏସୟୁଜେର ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ

09-Dec-2024



ସାମ୍ବାଦିକ ମାନଙ୍କ ସେବା ନିଷ୍ଠା ଓ କଠିନ ପରିଶ୍ରମର  ତୁଳନା ନାହିଁ। ପ୍ରତିଟି ପ୍ରତିକୂଳ ପରିସ୍ଥିତିରେ ସେମାନେ ଜୀବନ କୁ ବାଜି ଲଗାଇ ଖବର ପରିବେଷଣ କରିବାକୁ ଆଗେଇ ଆସିଥାନ୍ତି। ସାମ୍ବାଦିକ ଜଗତ ବା ଗଣମାଧ୍ୟମ ଯଦି ନୀରବ ରହିବ ତେବେ ଆମ ବ୍ୟବସ୍ଥା ଭୁଷୁଡି ପଡିବ। ସାମ୍ବାଦିକ ମାନଙ୍କୁ  ଚତୁର୍ଥ ସ୍ତମ୍ବ ର ଆଖ୍ୟା ନ ଦେଇ ବରଂ ସେମାନଙ୍କୁ ମୁଖ୍ୟ ସ୍ତମ୍ଭ ଭାବେ ଅଭିହିତ କରାଯାଉ ବୋଲି ଷ୍ଟେଟ ୟୁନିଅନ ଅଫ୍ ଜର୍ନାଲିଷ୍ଟସ (ଏସୟୁଜେ) ଓଡ଼ିଶା କୋରାପୁଟ ଜିଲ୍ଲା ଶାଖା ପକ୍ଷରୁ ଜୟପୁର ଠାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ ଏବଂ ଏସୟୁଜେ ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ରେ ଅତିଥି ଭାବେ ଯୋଗ ଦେଇ ମାନ୍ୟବର ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି।

ଜୟପୁର (ପ୍ରେରଣା  ଖବର): ରାଜ୍ୟ ସଭାପତି କୈଳାଶ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତା କ୍ରମେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟତମ ମାନ୍ୟବର କୋରାପୁଟ ବିଧାୟକ ରଘୁରାମ ମାଛ, ବରିଷ୍ଠ ବିଜେପି ନେତା ହିମାଂଶୁ କୁମାର ମହାପାତ୍ର, ରାଜ୍ୟ କାର୍ଯ୍ୟକାରୀ ସଭାପତି କୀର୍ତ୍ତି ଚନ୍ଦ୍ର ସାହୁ, ଜାତୀୟ ସାମ୍ବାଦିକ ୟୁନିୟନର ସମ୍ପାଦକ ବବୁଲ ସିଂ ପ୍ରମୁଖ ଯୋଗ ଦେଇ ଆଲୋଚ୍ୟ ବିଷୟବସ୍ତୁ   "ଭ୍ରମାତ୍ମକ ଖବର ସମ୍ପ୍ରସାରଣ ରୋକିବାରେ ଗଣମାଧ୍ୟମ ର ଭୁମିକା" ଉପରେ ବିସ୍ତୃତ ଆଲୋଚନା କରିଥିଲେ। ରାଜ୍ୟ ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ପାଢୀ ସ୍ଵାଗତ ଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ। ଅନ୍ୟ ପକ୍ଷରେ ଅନୁଷ୍ଠିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ସଂଗଠନ ର ନିଜସ୍ୱ କଲ୍ୟାଣ ପାଣ୍ଠି କୁ ଆସନ୍ତା ଫେବୃୟାରୀ ମାସ ରୁ କାର୍ଯ୍ୟକାରୀ କରିବା ଏବଂ ପ୍ରଥମ ସପ୍ତାହରେ ରାଜ୍ୟ ବାର୍ଷିକ ଉତ୍ସବ ଆୟୋଜିତ କରିବା ଉପରେ ଆଲୋଚନା ହୋଇଥିଲା।ଶ୍ରୀ ନାୟକ ଏଥିରେ ଅଧ୍ୟକ୍ଷତା କରିଥିବାବେଳେ ବେଳେ କାର୍ଯ୍ୟକାରୀ ସଭାପତି ଶ୍ରୀ ସାହୁ ପ୍ରାଥମିକ ସୂଚନା ସହିତ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ।

ସ୍ଵତନ୍ତ୍ର ଟ୍ରିବ୍ୟୁନାଲ ଅଧ୍ୟକ୍ଷ ସନ୍ତୋଷ କୁମାର ମିଶ୍ର, ଉପସଭାପତି ମେହେବୁବ ମହତାବ, ବରିଷ୍ଠ କର୍ମକର୍ତ୍ତା ଶଶୀଭୂଷଣ ଷଡ଼ଙ୍ଗୀ, ମହେନ୍ଦ୍ର କୁମାର ଦର୍ଜୀ, ବିଭୂତି ଭୂଷଣ ପଣ୍ଡା,ହେମାଙ୍ଗ ପ୍ରସାଦ ରାଉଳ, ସନ୍ତୋଷ କୁମାର ମିଶ୍ର, ଟୁନା ଜେନା, ପ୍ରୟାଗରାଜ କର, ଚିନ୍ତାମଣି ପାଢ଼ୀ,ଗଗନ ଶର୍ମା , ରାଜ୍ୟ ଉପଦେଷ୍ଟା ଗୋପବନ୍ଧୁ ଶତପଥୀ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଜିଲ୍ଲା ଶାଖା ଗୁଡିକର କର୍ମକର୍ତ୍ତା ମାନେ ଆଲୋଚନା ରେ ଭାଗ ନେଇ ସଂଗଠନ କୁ ସୁଦୃଢ କରିବା ନିମନ୍ତେ ବିଭିନ୍ନ ପ୍ରସ୍ତାବ ମାନ କରିଥିଲେ। ସାଧାରଣ ସମ୍ପାଦକ ଶ୍ରୀ ପାଢ଼ୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସଭାପତି ବିଦ୍ୟାଧର ଚୌଧୁରୀ,ସାଧାରଣ ସ˚ପାଦକ ତରୁଣ କୁମାର ମହାପାତ୍ର,ଉପ ସଭାପତି ପଦ୍ମନାଭ ହୋତା, ଗୌରୀ ପଟ୍ଟନାୟକ, ଗଜେନ୍ଦ୍ର ସାହୁ, ରମେଶ ସାହୁ, ପ୍ରଶାନ୍ତ କୁମାର ବିଷୋୟୀ, ପବନ ପାଣିଗ୍ରାହୀ, ସତ୍ୟପଟ୍ଟନାୟକ ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like