-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ବ୍ଲକ୍ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

09-Dec-2024



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ରେ ବ୍ଲକ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି l ଏହି ଅବସର ରେ  ଜିଲ୍ଲାପାଳ ଗୌରବ ଶିବାଜି ଈଶ୍ୱରୱାଲ ଯୋଗ ଦେଇଥିବା ବେଳେ ଉପ ଜିଲ୍ଲାପାଲ ଆଲୋକ କୁମାର ପଟେଲ ,ଆରକ୍ଷୀ ଅଧ୍ୟକ୍ଷକ ଋଷିକେସ ଖିଲାରି ଉପସ୍ଥିତ ଥିଲେ l ଏହାସହ ଜଙ୍ଗଲ ବିଭାଗ ଅଧିକାରୀ ସୁଦର୍ଶନ ବେହେରା ମଧ୍ୟ ଯୋଗ ଦେଇ ଥିଲେ  l ଉକ୍ତ କାର୍ଯ୍ୟକ୍ରମ ରେ    ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର  କୁଲଦୀପ ମହାନ୍ତି ଙ୍କ ଅଧ୍ୟକ୍ଷତା ରେ ଶିବିର ପରିଚାଳିତ  ହୋଇଥିଲା l ତା ସଙ୍ଗେ ସଙ୍ଗେ  ଜିଲ୍ଲା ର ସମ୍ପଦ ବିଭାଗ , ଅବକାରୀ ବିଭାଗ , ଯୋଗାଣ ବିଭାଗ , ମଙ୍ଗଳ ବିଭାଗ , ମହିଳା ଓ ଶିଶୁ ବିଭାଗ , ସାମାଜିକ ସମୀକ୍ଷା ବିଭାଗ , ଶିକ୍ଷା ବିଭାଗ ,  ସ୍ଵାସ୍ଥ୍ୟ ବିଭାଗ , ବିଦ୍ୟୁତ୍ ବିଭାଗ , ପ୍ରକଳ୍ପ ବିଭାଗ ,  ଉଦ୍ୟାନ ବିଭାଗ , , କୃଷି ବିଭାଗ ଓ ଅନ୍ୟାନ୍ୟ ବିଭାଗ ର ମୁଖ୍ୟ  ଅଧିକାରୀ ମାନେ  ଯୋଗ ଦେଇଥିଲେ l

ଆଜିର ଅଭିଯୋଗ ଶୁଣାଣି କାର୍ଯକ୍ରମରେ ତଥା ଅଭିଯୋଗ କାରି ମାନଙ୍କ ସମସ୍ୟା ଗୁଡ଼ିକ ର ଶୁଣାଣି ରେ ସମସ୍ତ ବିଭାଗୀୟ ଅଧିକାରୀ ଜିଲ୍ଲାପାଲ୍ ଙ୍କୁ ସହଯୋଗ କରିଥିଲେ l ସମୁଦାୟ 50 ଟି ଅଭିଯୋଗ ଉପ ରେ ଶୁଣାଣି ହୋଇଥିଲା l ବିଶେଷ କରି ଆଗଲପୁର ବ୍ଲକ ର 13 ଗୋଟି ପେକ୍ସ ର ଖରିଫ ଋତୁ ପାଇଁ ଧାନକ୍ରୟ ବିକ୍ରୟ ର ସମସ୍ୟା ଉପରେ ସଭାପତି ମାନେ ଲିଖିତ ଅଭିଯୋଗ କରିଥିଲେ l ଧାନ ମଣ୍ଡି ରେ କାମ କରୁଥିବା ମଣ୍ଡି ଶ୍ରମିକ ମାନଙ୍କ  ମଜୁରି ଦିଆଯାଉ ବୋଲି ଲିଖିତ ଅଭିଯୋଗ କରିଥିଲେ l ଉକ୍ତ ଶିବିର ରେ ସହକାରୀ ଯନ୍ତ୍ରୀ ଟଙ୍କଧର କାଲୋ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୁଦ୍ର ପ୍ରସାଦ ସୁନା , ଉନ୍ନୟନ ବିଭାଗ  ର କନିଷ୍ଠ ଯନ୍ତ୍ରୀ , ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ଦୁର୍ଗା ପ୍ରସାଦ ମିଶ୍ର , ଅଂଶୁମାନ ଦେବ ବାବୁ , ଜ୍ଞାନ ରଞ୍ଜନ ଶା, ସୁଶାନ୍ତ ମହାକୁର, ସୌମ୍ୟରଞ୍ଜନ ମହାନନ୍ଦ ଓ ବ୍ଲକ ର ଅନ୍ୟାନ୍ୟ କର୍ମଚାରୀ ମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like