-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଭଲ ମଣିଷଟିଏ ହେବା ଓ ମାଆ ମାଟିର ନାମ ରଖିବାକୁ ପରାମର୍ଶ

09-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ୱାମଲାଲ ପ୍ରଧାନ ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ଓଡ଼ିଶାର  ମାନ୍ୟବର ରାଜସ୍ୱ ,ପରିବେଶ ଓ ବିପର୍ଯ୍ୟୟ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟବକ୍ତା ଭାବେ ବରଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛାତ୍ରୀ, ସମ୍ମାନିତ ଅତିଥି ମାନ୍ୟବର ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ସନତ ଗଡତୀୟା, ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା କମିଟିର ସମ୍ପାଦକ ସୁରେଶ୍ଵର ଶତପଥୀ ଓ ଆଦିବାସୀ ନେତା ଗୋବର୍ଦ୍ଧନ ଭୁଏ ଯୋଗଦାନ କରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ର ଛାତ୍ରୀ ମାନଙ୍କୁ ଭଲ ଭାବେ ପାଠ ପଢି ଭଲ ମଣିଷ ହୋଇ ,ଦେଶ ସେବା କରିବା ସହ ବାପା,ମାଆ ଓ ନିଜ ଜନ୍ମମାଟିର ନାମ ଉଜ୍ଜ୍ୱଳ ରଖିବା ପାଇଁ ଉପଦେଶ ଦେଇଥିଲେ । ସେହିପରି ଶିକ୍ଷକ ମାନଙ୍କୁ ଆପଣ ମାନଙ୍କ ହାତରେ ଏହି ଛାତ୍ର ଛାତ୍ରୀ ମାନଙ୍କ ଭବିଶ୍ୟତ ଅଛି ଏହାକୁ ଗଢି ତୋଳିବା ଆପଣ ମାନଙ୍କ କର୍ତ୍ତବ୍ୟ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ। ସଭାର ଉଦ୍ଦେଶ୍ୟ ଜ୍ଞାପନ ନିରୁପମା ପ୍ରଧାନ କରିଥିବା ବେଳେ ବାର୍ଷିକ ବିବରଣୀ ପଠନ ଇଂରାଜୀ ଶିକ୍ଷକ ସୁନିଲ ପ୍ରଧାନ କରିଥିଲେ । ଗତ ଦ୍ଵାଦଶ ଶ୍ରେଣୀ ପରୀକ୍ଷାରେ ବିଦ୍ୟାଳୟରେ ବିଜ୍ଞାନ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରଜ୍ଞାପରୀମିତା ପ୍ରଧାନ ଓ କଲା ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ସ୍ବର୍ଗତ ଶ୍ରେୟା ସାହୁଙ୍କ ପିତାଙ୍କୁ ମରଣୋତ୍ତର ପୁରସ୍କାର ପ୍ରଦାନ କରାଯାଇଥିଲା । ଶେଷରେ ଇତିହାସ ବିଭାଗ ଶିକ୍ଷକ ମୀନକେତନ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ପରେ ସାସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like