-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ଓଡ଼ିଶା ସାମ୍ବାଦିକ ସଙ୍ଘ ଓଜେୟୁ ତତଫରୁ ମୁଖ୍ୟମନ୍ତ୍ରୀ ଙ୍କୁ ସମ୍ବର୍ଦ୍ଧନା

09-Dec-2024



ନବରଙ୍ଗପୁର;(ମିହିର ଶଙ୍କର ପାତ୍ର) ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନବରଙ୍ଗପୁର ଗସ୍ତ ସମୟରେ ଓଡ଼ିଶା ସାମ୍ବାଦିକ ସଙ୍ଘ (ଓଜେୟୁ) ତରଫରୁ ସମ୍ବର୍ଦ୍ଧନା କରାଯାଇଥିଲା। ଆଜି ପୂର୍ବାହ୍ନରେ ଓଡ଼ିଶା ସାମ୍ବାଦିକ ସଙ୍ଘ ନବରଙ୍ଗପୁର ଜିଲ୍ଲା ସଭାପତି ଶିବ ଶଙ୍କର ତ୍ରିପାଠୀଙ୍କ ଅମନ୍ତ୍ରଣରେ ସଙ୍ଘର ରାଜ୍ୟ ସମ୍ପାଦକ ବାଙ୍କ ବିହାରୀ ବିଷୋୟୀ, ରାଜ୍ୟ ଉପଦେଷ୍ଟା ରାକେଶ ଗୁପ୍ତା, ଜିଲ୍ଲା ସମ୍ପାଦକ ଜାନକୀ କାନ୍ତ ବିଷୋୟୀ ମୁଖ୍ୟମନ୍ତ୍ରୀଙ୍କ ସହ ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା ଯଥା, ସାମ୍ବାଦିକ ସୁରକ୍ଷା, ପେନସନ ବ୍ୟବସ୍ଥା, ଭୁବନେଶ୍ଵର ଠାରେ ଓଡିଶା ସାମ୍ବାଦିକ ସଙ୍ଘ କାର୍ଯ୍ୟାଳୟ ପାଇଁ ଜାଗା ଯୋଗାଇଦେବା, ଗୃହ ଋଣ ବ୍ୟବସ୍ଥା କରି ସୁଧ ପ୍ରଦାନ କରିବା ଓ ଅନ୍ୟାନ୍ୟ ଅନେକ ବିଷୟ ଆଲୋଚନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସଙ୍ଘର କୋଷାଧ୍ୟକ୍ଷ ଦେବୀ ମହାପାତ୍ର, ଶ୍ରୀହରି ବିଷୋୟୀ, ଶିବ ଶଙ୍କର ବିଷୋୟୀ, ଖଗ ବିଷୋୟୀ, ଦିୱାନ ସିଂ, ସୁଜିତ୍ ରଥ, ବେଣୁ ଗୋପାଳ ରାଓ, ପୋପୁ ପଟ୍ଟନାୟକ, ଦେବାଶିଷ ଦାସ ଓ ଅନ୍ୟାନ୍ୟ ସଦସ୍ୟ ମାନଙ୍କ ସହ ଏହି ପ୍ରତନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ  ନବରଙ୍ଗପୁର ସର୍କିଟ ହାଉସ ଠାରେ ସାକ୍ଷାତ ଆଲୋଚନା କରି ଥିଲେ। ଏହି ସୌଜନ୍ୟମୂଳକ ସାକ୍ଷାତ ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଓଜେୟୁ ସଙ୍ଘର ସାମ୍ବାଦିକ ମାନଙ୍କ ସହ କଥା ହୋଇ ସମସ୍ତ ବିଷୟ ଗୁଡ଼ିକୁ ସରକାର ଗୁରୁତର ଦେବା ପ୍ରତିଶ୍ରୁତି ଦେଇ ସ୍ୱଚ୍ଛ ଓ ନିରପେକ୍ଷ ଭାବେ କାର୍ଯ୍ଯ ସମ୍ପାଦନା କରିବା ପାଇଁ ଉପଦେଶ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like