-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||     

HOME   ଜିଲ୍ଲା

ବହଳପଦର ରେ ପଞ୍ଚାୟତସ୍ତରୀୟ ଜନ ଶୁଣାଣି ଶିବିର,,,,, - ଗଣମାଧ୍ୟମ କୁ ଅଣଦେଖା-

09-Dec-2024



ବୀରମହାରାଜପୁର,(ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତ ସଭାଗୃହ ରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ସୋମବାର  ଅନୁଷ୍ଠିତ ହୋଇଯାଇଛି l ସ୍ଥାନୀୟ ସରପଞ୍ଚ ନିରୁପମା ସେଠୀ ଙ୍କ ଅଧକ୍ଷତାରେ ଅନୁଷ୍ଠିତ ଶିବିରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ପ୍ରିୟଦର୍ଶିନୀ ମିର୍ଦ୍ଧା, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୁରୁଷୋତ୍ତମ ଧରୁଆ,ଏଇଇ ପାଳ ବାବୁ,ପିଇଓ ସୋମ୍ୟରଞ୍ଜନ ପଣ୍ଡା, ହରିହର ଯୋର ଫାଣ୍ଡି ଅଧିକାରୀ ବିଭୂଭୂଷଣ ବରାଳ, ସମିତିସଭ୍ୟା ସୁଗନ୍ଧା ଘିବିଲା,ଏଗ୍ରିକଲ୍ଟର, ହୋଲ୍ଟିକଲ୍ଟର,ଶିକ୍ଷାବିଭାଗ, ଯୋଗାଣ ବିଭାଗ ର ଅଧିକାରୀ ଯୋଗଦେଇ ଲୋକଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ l ଏହା ବ୍ଲକ ର ଉପାନ୍ତ ଅଞ୍ଚଳ ପଞ୍ଚାୟତରେ ଅଭିଯୋଗ ଶୁଣାଣି ଶିବିର ହୋଇଥିବାରୁ ଲୋକଙ୍କୁ ମଧ୍ୟ ଖବର ଦିଆହୋଇନଥିବା ବେଳେ ଗଣମାଧ୍ୟମକୁ ମଧ୍ୟ ଖବର ଦିଆହୋଇନଥିଲା l ବୀରମହାରାଜପୁର ତହସିଲଦାର ମଧ୍ୟ ଅନୁପସ୍ଥିତ ଥିଲେ ଏନେଇ ବହଳପଦର ପଞ୍ଚାୟତ ପିଇଓ ସୋମ୍ୟରଞ୍ଜନ ପଣ୍ଡା ଙ୍କୁ ପଚାରିବାରୁ ମୁଁ ନୁଆଁ ଆସିଛି ସରପଞ୍ଚଙ୍କୁ ଗଣମାଧ୍ୟମ କୁ କହିବା ପାଇଁ କହିଥିଲି ବୋଲି କହିଛନ୍ତି l ଯେତେ ଲୋକ ଜାଣିପାରିଛନ୍ତି ଶିବିରକୁ ଯାଇ ଅଭିଯୋଗ ଦେଇଛନ୍ତି l ଏଥିରେ ସମୁଦାୟ ୧୧୦ ଟି ଅଭିଯୋଗ ପୁଞ୍ଜିକରଣ ହୋଇଥିଲା। ସେଥି ମଧ୍ୟରୁ ୩ ଟି ଗ୍ରାମ୍ୟ ଗୋଷ୍ଠୀ ଅଭିଯୋଗ ଥିଲା l କାର୍ଯ୍ୟକ୍ରମ ରେ ଗ୍ରାମ ରୋଜଗାର ସେବକ ପପୁନ ପଧାନ, ସୀତାରାମ ରାଜହଂସ, ଗୋପାଳ ସେଠୀ,କାଳିଆ ଘିବିଲା, ସଦାନନ୍ଦ ସେଠୀ, ଗୃହରକ୍ଷୀ ଦୀନବନ୍ଧୁ ସାହୁ ଓ କୁଶ ଖେତୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026

You Might Also Like