-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

ମନ୍ତ୍ରୀଙ୍କ କୁଚିଣ୍ଡା ଉପଖଣ୍ଡ ବିଭିନ୍ନ ଧାନମଣ୍ଡି ପରିଦର୍ଶନ ସହିତ ସୁବିଧା ଅସୁବିଧା ପଚାରି ବୁଝିଥିଲେ, ଚାଷୀଙ୍କୁ ପ୍ରାଥମିକତା ଦିଆଯାଉ

09-Dec-2024



କୁଚିଣ୍ଡା: ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ,ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ସୋମବାର ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡର ବିଭିନ୍ନ ଧାନମଣ୍ଡି ପରିଦର୍ଶନ କରିଛନ୍ତି। ଚାଷୀ ତାର କଷ୍ଟୋପାର୍ଜିତ ଧାନର ମୂଲ୍ୟ କିପରି ୩୧ଟଙ୍କା ପାଇବାସହ ଧାନକ୍ରୟ କିଭଳି ବ୍ୟବସ୍ଥିତ ଢଙ୍ଗରେ ହୋଇପାରିବ ସରକାର ପ୍ରାଥମିକତା ଦେଉଛନ୍ତି। ଏଥିସହ ମଣ୍ଡି ଅବ୍ୟବସ୍ଥାର ସୁଧାର ଆଣିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀ ନାଏକ ବାମରା ବ୍ଲକର ଗଡ଼ପୋଷ, ଉଚ୍ଚକାପାଟ, କୁଟାରିମାଲ,ମହୁଲପାଲି କୁଚିଣ୍ଡା ବ୍ଲକର ପାରୁଆଭାଡି, କୁନ୍ତରା,କୁସୁମୀ ଏବଂ ଜମନକିରା ବ୍ଲକର ଡିମିରିମୁଣ୍ଡା ଓ ଭୋଜପୁର ମଣ୍ଡି ପରିଦର୍ଶନ କରିଛନ୍ତି। ମନ୍ତ୍ରୀ ନାଏକ ମଣ୍ଡି ପରିଦର୍ଶନ ସମୟରେ ଚାଷୀ ଓ କ୍ରୟକାରୀ ସଂସ୍ଥାଙ୍କ ସହ ଆଲୋଚନା କରିଥିଲେ।ଏହାଛଡା ବାମରା ବ୍ଲକର ଉଚ୍ଚକାପାଟ,କୁଚିଣ୍ଡା ବ୍ଲକର କୁସୁମୀ ଏବଂ ଜମନକିରା ବ୍ଲକର ଡିମିରିମୁଣ୍ଡା ଓ ଭୋଜପୁର ଧାନକ୍ରୟ ପାଳି ନଥିଲେ ମଧ୍ୟ ସେ ନିଜେ ମଣ୍ଡି ଭିତ୍ତିଭୂମି ପରଖିଥିଲେ। କୁଚିଣ୍ଡା ଉପଖଣ୍ଡରେ ନଭେମ୍ବର ୨୭ରୁ ଧାନକ୍ରୟ ଆରମ୍ଭ ହୋଇଛି। ମଣ୍ଡି ଅବ୍ୟବସ୍ଥା ନେଇ ଚାଷୀମାନେ ଅଭିଯୋଗ କରିଥିଲେ।ମଣ୍ଡି ଅବ୍ୟବସ୍ଥା ସମ୍ପର୍କରେ ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଥିଲେ ଯେ,ମଣ୍ଡି ମାନଙ୍କରେ ଆବଶ୍ୟକୀୟ ଭିତ୍ତିଭୂମି ନଥିବା,କଟନିଛଟନି ଭଳି ସେ ଚାଷୀଙ୍କ ଠାରୁ ଅଭିଯୋଗ ପାଇଛି।ଏଥିରେ ସୁଧାର ଆଣିବା ସହ ସମସ୍ତ ଚାଷୀ କିଭଳି କେଜିପ୍ରତି ୩୧ଟଙ୍କା ପାଇବେ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିବା କହିଥିଲେ।ମନ୍ତ୍ରୀଙ୍କ ଧାନମଣ୍ଡି ପରିଦର୍ଶନ ସମୟରେ ସମ୍ବଲପୁର  ଜିଲ୍ଲାପାଳ ସିଦ୍ଧେଶ୍ବର ବଳିରାମ ବୋନ୍ଦର,ଜିଲ୍ଲା ଯୋଗାଣ ଅଧିକାରୀ ରାମଚନ୍ଦ୍ର ଟୁଡୁ,କୁଚିଣ୍ଡା ଉପଜିଲ୍ଲାପାଳ ଗୌରବମୟ ପ୍ରଧାନ,ଉପଖଣ୍ଡ ଯୋଗାଣ ଅଧିକାରୀ ରାଜକିଶୋର ସ୍ୱାଇଁ,ଆରଏମସି ସମ୍ପାଦକ କିଶୋର କୁମାର ନାଏକ,ବାମରା ବିଡିଓ ପୁଷ୍ପକ ପ୍ରଧାନ,ତହସିଲଦାର ଦିଲିପ ପ୍ରଧାନ,କୁଚିଣ୍ଡା ବିଡିଓ ଜୟନ୍ତ ସାହୁ,ତହସିଲଦାର ମିତାଲି ମଧୁମିତା ଦଳେଇ,ଅତିରିକ୍ତ ତହସିଲଦାର ଅନିମା ସୋରେଙ୍ଗ,ଆସିଷ୍ଟାଣ୍ଚ କଲେକ୍ଟର ଭାସ୍କର ଚନ୍ଦ୍ର ବେହେରା, କୁଚିଣ୍ଡା ବ୍ଲକ ଯୋଗାଣ ଅଧିକାରୀ ପ୍ରସନ୍ନ ଦେହୁରୀ, ନୋଡାଲ ଅଫିସର ତଥା ପାରୁଆଭାଡି ପଞ୍ଚାୟତ ପିଇଓ ଆଶା ପ୍ରଧାନଙ୍କ ସମେତ ଜିଲ୍ଲା ଓ ଉପଖଣ୍ଡର ବିଭିନ୍ନ ଅଧିକାରୀ ମାନେ ଉପସ୍ଥିତ ଥିଲେ।
ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀ ଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like