-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ଅବସର ନେଲେ ଶିକ୍ଷକ.......ପିଲେ ଝରାଇଲେ ଲୁହ

10-Dec-2024



ଅତାବିରା(ଆକାଶ ମିଶ୍ର):ଅତାବିରା  ଗୋଷ୍ଠୀ ଶିକ୍ଷା ପରିବାର ଅନ୍ତର୍ଗତ ଲାଦର ପାଲି ବନ୍ଧ ପଡ଼ା ପ୍ରାଥମିକ ବିଦ୍ୟାଳୟ ର ସହକାରୀ  ଆଦର୍ଶ ଶିକ୍ଷକ   ଶଙ୍କର ପ୍ରଧାନ ଆଜି ଅବସର ଗ୍ରହଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟ ତରଫରୁ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟର  ପ୍ରଧାନ ଶିକ୍ଷକ ଡାକ୍ତର ବିଶିଙ୍କ  ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ   ଗୋଷ୍ଠୀ ଶିକ୍ଷା ଅଧିକାରୀ ତପନ କୁଆର ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ , ସମ୍ମାନୀତ ଅତିଥି ଭାବେ   ସି ଆର୍ ସି ସି କିଚକ୍ ସୁନା,  ଶିକ୍ଷୟିତ୍ରୀ ସୁବଳୟା ସେଠ୍ ମଞ୍ଚାଷିନ ଥିଲେ । ସି ଆର୍ ସି ସି ନୃପ ଭୋଇ  ମଞ୍ଚ ପରିଚାଳନା ଓ ସଂଯୋଜନା କରିଥିଲେ । ବିଦାୟୀ ଶିକ୍ଷକ ଶ୍ରୀ ପ୍ରଧାନ ୫/୮/  ୨୦୦୮ ମସିହାରୁ  ତାଙ୍କର ଶିକ୍ଷକତା ଜୀବନ ଆରମ୍ଭ କରିଥିଲେ  ଏହି ବିଦ୍ୟାଳୟରୁ ।  ଦୀର୍ଘ  ବର୍ଷ ଧରି ଏହି ବିଦ୍ୟାଳୟ ରେ  ଶିକ୍ଷକତା କରିବା ଭିତରେ ଛାତ୍ରଛାତ୍ରୀ ମାନଙ୍କ ପ୍ରତି ଯେଉଁ ସ୍ନେହଶ୍ରଦ୍ଧା ରହିଥିଲା   ଆଜି  ତାର ପ୍ରତିଫଳନ ଦେଖିବାକୁ ମିଳିଥିଲା  ଛାତ୍ର ଛାତ୍ରୀ ଙ୍କ  ମଧ୍ୟରେ । କୁନି କୁନି ଛାତ୍ର ଛାତ୍ରୀ ମାନଙ୍କ ଆଖିରେ ଲୁହ ଝରିପଡ଼ିଥିଲ ତାଙ୍କର ପ୍ରିୟ ଶିକ୍ଷକଙ୍କ ପାଇଁ ଏହି ସମ୍ବର୍ଦ୍ଧନା ସଭାରେ ପ୍ରଥମେ  ମଞ୍ଚାସିନ ଅତିଥି ଙ୍କ ଦ୍ଵାରା ଦେବା ଦେବୀଙ୍କ  ପୂଜାର୍ଚ୍ଚନା ପରେ  ଛାତ୍ର ଛାତ୍ରୀ ମାନେ ଗୁରୁବନ୍ଦନା  ଗାନ କରିଥିଲେ ।ଏହାପରେ ଗୁରୁପୁଜନ କରାଯାଇଥିଲା । ପୂର୍ବତନ ତଥା ବର୍ତ୍ତମାନ ର ସମସ୍ତ ଛାତ୍ର ଛାତ୍ରୀ ତାଙ୍କର ପ୍ରିୟ ଗୁରୁଙ୍କୁ ଉପହାର ଦେଇ ପାଦ

ଛୁଇଁ ଆଶୀର୍ବାଦ ଗ୍ରହଣ କରିଥିଲେ ।  ଉପସ୍ଥିତ ସମସ୍ତ ଅତିଥି , ସି ଆର୍ ସି ସି ତଥା ଉପସ୍ଥିତ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ  ମାନେ ଉପଢୌକନ ଓ ଉପହାର ପ୍ରଦାନ କରିବା ସହ ଶ୍ରୀ ପ୍ରଧାନ  ଙ୍କ ସରଳ ନିରାଡମ୍ବର ଜୀବନୀ ତଥା ତାଙ୍କର ଛାତ୍ର ବତ୍ସଲତା ଉପରେ  ନିଜର ବକ୍ତବ୍ୟ ରଖି ପୁଣି ଥରେ ତାଙ୍କର ଶିକ୍ଷକ ଜୀବନର ସ୍ମୃତି କୁ ଜୀବନ୍ତ କରିଥିଲେ ।  ସି ଆର୍ ସି ସି ରଞ୍ଜନ ବାଗ ଧନ୍ୟବାଦ୍ ଅର୍ପଣ କରିଥିଲେ ।  ମଧ୍ୟାହ୍ନ ବିରତି ପରେ ବିଶାଳ ସମାବେଶରେ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କରାଇବା ସହ ସସମ୍ମାନେ ତାଙ୍କ ବାସ ଭବନକୁ ପାଛୋଟି ଆଣିଥିଲେ ।  ଏହି କାର୍ଯ୍ୟକ୍ରମ ରେ  ବିଦ୍ୟାଳୟ ପରିଚାଳନା କମିଟିର  ସମସ୍ତ କର୍ମକର୍ତ୍ତା, ସମସ୍ତ ସି ଆର୍ ସି ସି, ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ, ଗ୍ରାମବାସୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like