-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ମାଁ ସମଲେଶ୍ବରୀ ମନ୍ଦିରର ରତ୍ନମୁଦ ମହୋତ୍ସବ .. ଉତ୍ସବ ମୁଖର ଦୁଲମପୁର

10-Dec-2024



ଅତାବିରା (ଆକାଶ ମିଶ୍ର): ଅତାବିରା ବ୍ଲକ ଅନ୍ତର୍ଗତ ଦୁଲମପୁର ରେ  ଗୌନ୍ତିଆ ଅମଳ ରୁ ଶତାଧିକ ବର୍ଷ ପୂଜା ପାଇ ଆସୁଥିବା  ମାଁ ସମଲେଶ୍ବରୀ ଙ୍କ ନବନିର୍ମିତ ମନ୍ଦିର ର ରତ୍ନମୁଦ ମହୋତ୍ସବ ଆରମ୍ଭ ହୋଇ ଯାଇଛି।ଏହି ଅବସରରେ ମୁଖ୍ୟ ପୂଜକ ଶାନ୍ତନୁ ମହାପାତ୍ର ଓ ତାଙ୍କ ସାଥି ମାନେ ପୂଜା କାର୍ଯ୍ୟ ପାଇଁ ବ୍ରହ୍ମା ବରଣ ହୋଇଥିବା ବେଳେ କର୍ତ୍ତା ଭାବରେ ସପତ୍ନୀଙ୍କ   ଗୌନ୍ତିଆ ପ୍ରଫୁଲ୍ଲ ଗୁରୁ ଓ ରୀନା ଗୁରୁ ୩ଦିନ ଧରି ପୂଜା କାର୍ଯ୍ୟ ତୁଲାଉଛନ୍ତି ।  ମହୋତ୍ସବ ପାଇଁ ତିଥିବାର ଧାର୍ଯ୍ୟ ଅନୁଯାୟୀ ସମ୍ବଲପୁର ମାଁ ସମଲେଶ୍ବରୀ ଓ ଚିପିଲିମା ମାଁ ଘଣ୍ଟେଶ୍ୱରୀ ଙ୍କ ଠାରୁ ଅଜ୍ଞାମାଲ ଅଣାଯାଇଥିଲା । ପର୍ଯ୍ୟାୟ କ୍ରମେ ଆଜି ମାଙ୍ଗଳିକ ବାଦ୍ୟ ର ତାଳେ ତାଳେ ଗାଁ ଝାଙ୍କର ବରଣ,କର୍ତ୍ତା ଭାବେ ଗଉନ୍ତିଆ ବରଣ ପୂର୍ବକ ବନଯାଗ, ଅଙ୍କୁରାରୋପଣ,ମଣ୍ଡଳ କରଣ ସହ ୭ତାରିଖ ଶନିବାର ଦିନ କଳସାଧିବାସ ,ଗାଁ ଗୁଡି ବନ୍ଦ ପୋଖରୀ ତୁଠରେ ସୁବିଜ୍ଞ ପଣ୍ଡିତ ମାନଙ୍କ ଦ୍ୱାରା ସୁସ୍ଵରେ ମନ୍ତ୍ର ଉଚ୍ଚାରଣ ପୂର୍ବକ ଏକ ବାର୍ଣ୍ଣାଢ୍ୟ କଳସ ଶୋଭାଯାତ୍ରା ବାହାରି ଗାଁ ର ରଙ୍ଗିଆ ଟିକ୍ରା,ସତ୍ୟା ଏକାଡେମୀ,ମହାଜନ ଟିକ୍ରା,ସାହୁ ଟିକ୍ରା ଓ ଦୁଲମପୁର ଗାଁ ପରିକ୍ରମା କରି ମାଁ ସମଲେଶ୍ବରୀ ଙ୍କ ଯଜ୍ଞ ମଣ୍ଡପ ଠାରେ ପହଞ୍ଚିଥିଲା। କଳସ ସ୍ଥାପନ ପରେ ଯଜ୍ଞାରମ୍ଭ, ପୂଜା କାର୍ଯ୍ୟ ଆରମ୍ଭ ହୋଇ ପୂଜାର୍ଚ୍ଚନା ପୂର୍ବକ ହୋମ,ଆହୁତି,ପୁଷ୍ପାଞ୍ଜଳି କରାଯାଇଥିଲା । ଆସନ୍ତା କାଲି  ପୂର୍ଣ୍ଣାହୁତି ହେବ ବୋଲି ଜଣାପଡିଛି।ଦୀର୍ଘ ତିନି ଦିନ ଧରି ହେବାକୁ ଥିବା ରତ୍ନମୁଦ ମହୋତ୍ସବ ରେ ଶ୍ରଦ୍ଧାଳୁ ଭକ୍ତ ମାନଙ୍କ ମନୋରଞ୍ଜନ ତଥା ଆଧ୍ୟାତ୍ମିକ ଚେତନା ଓ ପରିବେଶ ସୃଷ୍ଟି କରିବା ପାଇଁ ପ୍ରତ୍ୟହ ରାମଲୀଳା,ଶୁଖିଲା ଭୋଗ ସହ ଅନ୍ନ କୋଟ ର ଵ୍ୟଵସ୍ଥା  କରା ଯାଇଥିବା ଜଣାପଡିଛି।ମାଁ ସମଲେଶ୍ବରୀ ଙ୍କ ରତ୍ନମୁଦ ମହୋତ୍ସବ ପାଇଁ ଗାଁ ଦାଣ୍ଡ ତଥା ପ୍ରତି ଘର ସମ୍ବୁଖରେ ଲିପା ପୋଛା ହୋଇ ରଙ୍ଗ ବେରଙ୍ଗର ଝୋଟି ଅଙ୍କନ,କଳସ ସ୍ଥାପନ ପୂର୍ବକ ଧୂପ ଦୀପ ପ୍ରଜ୍ବଳନ କରି କିଭଳି ଭାବରେ ମହୋତ୍ସବ କୁ ସାଫଲ୍ୟ ମଣ୍ଡିତ କରିବେ ସେଥିପାଇଁ ଗ୍ରାମର ଆବାଳବୃଦ୍ଧ ବନିତା ଶ୍ରଦ୍ଧାଳୁ ଭକ୍ତ ମାନେ ଅଣ୍ଟା ଭିଡିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like