-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ନେସନାଲ ଏଚିଭର୍ ଏୱାର୍ଡରେ ଡ଼ା ଶକ୍ତି କୁମାର ସମ୍ମାନୀତ

10-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡର ସୁନାମଧନ୍ୟ ସ୍ତ୍ରୀ ଓ ବନ୍ଧ୍ୟା ରୋଗ ବିଶେଷଜ୍ଞ ଡା.ଶକ୍ତି କୁମାର ତ୍ରିପାଠୀ ବନ୍ଧ୍ୟା ରୋଗ କ୍ଷେତ୍ରରେ ଆଧୁନିକ ଚିକିତ୍ସା, ଗବେଷଣା ଏବଂ ସଫଳ ଜନସଚେତନତା ହାସଲ କରିବାରେ ବେଶ ପ୍ରଶଂସନୀୟ । ତାଙ୍କର ଏଭଳି ପ୍ରଚେଷ୍ଟା ପାଇଁ ଆଇ.ଏଫ.ଏସ(ଇଣ୍ଡିଆନ୍ ଫର୍ଟିଲିଟି ସୋସାଇଟି) ପକ୍ଷରୁ ଗତ ତା୦୭.୧୨.୨୦୨୪ରିଖ ଦିନ ଗୁଜୁରାଟ ଅହମଦାବାଦ ଠାରେ ସୋସାଇଟି ତରଫରୁ ଉଲ୍ଲସିତ ସମ୍ମାନର ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।ଡ଼ା.ତ୍ରିପାଠୀଙ୍କୁ "ନେସନାଲ ଏଚିଭର୍ ଏୱାର୍ଡ"ରେ ସମ୍ମାନୀତ କରାଯାଇଛି। ସଂପ୍ରତି ଡ଼ା.ତ୍ରିପାଠୀ ଚିଫ ରିପ୍ରଡକ୍ଟଟିଭ ବିଶେଷଜ୍ଞ ଭାବେ "ଡ.ଶକ୍ତି ଏବଂ ଡ. ଇସ୍ପିତା ସ୍କିନ୍ ଫର୍ଟିଲିଟି ଇନଷ୍ଟିଚୁ୍ୟଟ" ବରଗଡ଼ରେ କାର୍ଯ୍ୟରତ ଅଛନ୍ତି। ତାଙ୍କର ଏଭଳି ସଫଳତା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଗର୍ବ ଓ ଗୌରବ ପୃଷ୍ଠାଟିଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like