-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||     

HOME   ଜିଲ୍ଲା

କୋଶଳୀ କବିତା ସଂକଳନ "ଦେଖ ଦୁନିଆଁର ଚଳନ"

10-Dec-2024



ବେଲପଡା:(ନିରଞ୍ଜନ ତ୍ରିପାଠୀ)-ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ମଣ୍ଡଳ ଗ୍ରାମର କୋଶଳୀ କବି ଶ୍ରୀ - ଆଶୁତୋଷ ଠାକୁରଙ୍କୁ ଗତ ୮ତାରିଖ ରବିବାର ନୂଆପଡ଼ା ଜିଲ୍ଲାର ରିଜର୍ଭ ପୋଲିସ୍ ପଡିଆ ଠାରେ ଅନୁଷ୍ଠିତ କୋଶଳୀ ସାଂସ୍କୃତିକ ମହୋତ୍ସବରେ ସମ୍ମାନିତ କରାଯାଇଛି l ଏହି ଅବସରରେ ଅନୁଷ୍ଠାନର ମୁଖିଆ ସୁରଜିତ ସିଂ ମହାରଥୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯକ୍ରମରେ ଜିଲ୍ଲା ତଥା ରାଜ୍ୟର ବିଭିନ୍ନ ଜିଲ୍ଲାରୁ କବି,ଲେଖକ, ଗାଲ୍ପିକ ମାନେ ଯୋଗଦେଇ  ନିଜ ନିଜ ସ୍ବରଚିତ କବିତା ପାଠ କରିଥିଲେ । ମଣ୍ଡଳ ଗ୍ରାମର ଯୁବକବି ଶ୍ରୀ- ଆଶୁତୋଷ ଠାକୁରଙ୍କ ସ୍ବରଚିତ କୋଶଳୀ କବିତା ସଂକଳନ, "ଦେଖ ଦୁନିଆର ଚଳନ୍" କୁ ଅତିଥି ଗଣ ଉନ୍ମୋଚିତ କରିଥିଲେ ।ଉକ୍ତ କବିତା ପୁସ୍ତକରେ ଅଞ୍ଚଳର ପର୍ବ ପର୍ବାଣୀ କଳା ସାଂସ୍କୃତିକ ବିଷୟରେ ୧୪୮ ଟି କବିତା ସ୍ଥାନ ପାଇଛି । କବିତା ପୁସ୍ତକକୁ ରଚୟିତା ଶ୍ରୀ ଠାକୁରଙ୍କ ଉପସ୍ଥିତିରେ ଅତିଥି ସୁରଜିତ ସିଂ ମହାରଥୀ, ଲାଳଚନ୍ଦ ବଗର୍ତ୍ତି,ବ୍ରଜ ମୋହନ ମେହେର,ଅଧ୍ୟାପକ ବିନୟ କୁମାର ଦାସ,ରମାକାନ୍ତ ସାହାଣୀ,ଜୟକୃଷ୍ଣ ମେହେର,ମଧୁସୂଦନ ଦାସ,ଧରମ ସିଂହ ଧରୁଆ,ଧବେନ୍ଦ୍ର ଶତପଥୀ, ପୁସ୍ତମ ଜୁଆଡି ଉନ୍ମୋଚିତ କରି କୋଶଳୀ ସାହିତ୍ୟ ଉପରେ ଅନେକ ଦିଗରୁ ଆଲୋଚନା ହୋଇଥିଲା ! କୋଶଳାଞ୍ଚଳର ବିଭିନ୍ନ ପୂଜା, ପରମ୍ପରା,କଳା, ସଂସ୍କୃତିର ପ୍ରଚାର ଓ ପ୍ରସାର ପାଇଁ କବି ଏହି ପୁସ୍ତକ ରେ ଏକ ନୂଆଁ ଅଧ୍ୟାୟ ସୃଷ୍ଟି କରି ପାରିଛନ୍ତି।  ପୁସ୍ତକରେ ଭୋଟ ବିଚାର, ଏଭର୍ ଜୁହାର,,ଚାହା, ପାନ୍,ଖଡା ଆମିଲ,ଫଟୁ,ଆମର ସିଘା ତିହାର ନୁଆଁଖାଇ,ତିନ୍ ତୁଣର କଥା, ଫଗୁନ୍ ପୁନି, ଚଷା ର ଦରଦ ,ବଫେଇ ଖାନା,ପରୁହା ଅଷ୍ଟମୀ, ହାଟ,ଗଣତନ୍ତ୍ର ନିହି ଭୋଟ ,ସମିଆଁ,ହଁସି,ଶୀତ, ବଏଠା,ଏନ୍ତା ବି ହେବା,ମାଁ ର ପନତ , ଏଭଳି ଅନେକ କବିତା ରେ ସମାଜକୁ ଏକ ଦିଗ ଦର୍ଶନ ଦେବା ପାଇଁ ଚେଷ୍ଟା କରିଛନ୍ତି ।ଏ ଅବସର ରେ କବିଙ୍କୁ ଅନେକ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।ତାଙ୍କ ପ୍ରତିକ୍ରିୟା ରେ କବି ଆଶୁତୋଷ ଏହି ପୁସ୍ତକର ଶ୍ରେୟ ସ୍ବର୍ଗତ ନିଜ ପିତା ମାତା ଓ ମାଁ ବାଗ ଦେବୀ ସରସ୍ୱତୀଙ୍କୁ ହିଁ ପ୍ରଦାନ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026

You Might Also Like