-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||     

HOME   ଜିଲ୍ଲା

ଡାବୁଗାଁ ରେ ଧାନ ମଣ୍ଡି ଉଦ୍ଘାଟିତ, ଚାଷୀ ଙ୍କ ମନରେ ଆନନ୍ଦର ଲହରୀ

10-Dec-2024



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର) ଆଜି ଡାବୁଗାଁ ରେ ବିଧିବଦ୍ଧ ଭାବେ ଧାନ ମଣ୍ଡି ଉଦ୍ଘାଟିତ ହୋଇ ଯାଇଛି। ଏହି ଅବସରରେ ମଣ୍ଡି ଇନଚାର୍ଜ ଶ୍ରୀ ସୁଶାନ୍ତ କୁମାର ପାଳ ଙ୍କ ତତ୍ବାବଧାନରେ  ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ମଞ୍ଚ ପରିଚାଳନା କରିଥିଲେ ରାଜ୍ୟ କୃଷକ ମୋର୍ଚ୍ଚା କାର୍ଯ୍ୟକାରୀ ସଭ୍ୟ ତଥା ବ୍ଲକ ଫାର୍ମର ରିପ୍ରେଜେଣ୍ଟିବ୍ ଜୟନ୍ତ କୁମାର ପାତ୍ର। ସାଂସଦ ପ୍ରତିନିଧି ଜେ ରାଜଶେଖର ରାଓ, ବିଧାୟକ ପ୍ରତିନିଧି ଏମ୍ ବୁଲୁ ରାଓ, ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ଡାବୁଗାଁ ବିଡ଼ିଓ ଶରତ ମାଝୀ, ତହସିଲଦାର ହରିଓମ୍ ଭୋଇ, ସୁରେନ୍ଦ୍ର ମିଶ୍ର,ଏମ୍ ଆପା ରାଓ, ଜି ସାଇ ରାଜୁ, ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ ଏବଂ ବ୍ଲକ ଫାର୍ମର ରିପ୍ରେଜେଣ୍ଟିବ୍ ରତନ କଲାର ମଞ୍ଚାସିନ ଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜି ଭେଙ୍କଟ ରାଓ ,ଜି ଗୋପାଳ କ୍ରିଷ୍ଣା  ରାଓ, ଜି ବାବୁଲି ରାଓ, ରାଜେଶ ଅଗ୍ରୱାଲ, ମଣ୍ଡି ଫାର୍ମର ରିପ୍ରେଜେଣ୍ଟିବ୍ ଦଶମୁ କଲାର, ଜି କିରଣ ରାଓ, ବ୍ଲକ କୃଷକ ମହାସଂଘ ସଭାପତି ସତ୍ୟରଞ୍ଜନ ପାତ୍ର, ନରେଶ ସିଂ,ଜ୍ୟାମିନୀକାନ୍ତ ବିଷୟୀ , ରାଜେନ୍ଦ୍ର ରେଲି, ହରିହର ଡଙ୍ଗରୀ , ଅର୍ଜୁନ ବିଜୟୀ ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟ ସରକାର ନିଜ ପ୍ରତିଶ୍ରୁତି ପାଳନ କରିଥିବା ଯୋଗୁଁ ଏବଂ ପ୍ରଥମ ଶ୍ରେଣୀ ଧାନ କୁଇଣ୍ଟାଲ ପିଛା  ୩୧୨୦ ଟଙ୍କା କରିଥିବା ଯୋଗୁଁ ଚାଷୀ ମାନେ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026

You Might Also Like