-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||     

HOME   ଜିଲ୍ଲା

ଶିକ୍ଷକ ଚକ୍ରଧର ନାୟକଙ୍କ ବିଦାୟ ସମ୍ବର୍ଦ୍ଧନା

10-Dec-2024



ପଦ୍ମପୁର:-(ନିରଞ୍ଜନ ତ୍ରିପାଠୀ)-ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରର ଧନ୍ଦାମୂଳକ ପ୍ରଶିକ୍ଷକ ଚକ୍ରଧର ନାୟକ ତାଙ୍କ ଚାକିରୀରୁ ଅବ୍ୟାହତି ନେଇଛନ୍ତି। ଏହି ଅବସର ରେ ବିଦ୍ୟାଳୟ ପରିସର ରେ ତାଙ୍କ ଉଦ୍ଦେଶ୍ୟରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଶ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଶିକ୍ଷକ ଶିକ୍ଷୟତ୍ରୀ ଶ୍ରୀ ନାୟକଙ୍କ ସୁଗୁଣ ଗୁଡିକୁ ବର୍ଣ୍ଣନା କରିଥିଲେ। ପିଲାମାନେ ନାୟକ ସାରଙ୍କ ପାଠ୍ୟ ଶୈଳୀ ଓ ଛାତ୍ରୀ ମାନଙ୍କ ପ୍ରତି ତାଙ୍କର ସ୍ନେହ ବିଷୟରେ କହିଥିଲେ। ନିଜେ ନାୟକ ବାବୁ ଏହି ବିଦ୍ୟାଳୟ ର ରହଣୀକାଳ ମଧ୍ୟ୍ୟରେ ନିଜ ଅନୁଭୂତି ପ୍ରକାଶ କରିଥିଲେ। ଛାତ୍ରୀ ମାନଙ୍କ ଅନୁରୋଧ ରକ୍ଷା କରି ଅବିକଲ ରାଇମୋହନଙ୍କ ଅଭିନୟ କରି ଦେଖେଇଥିଲେ। ରବିନା ପଧାନ ସଭା ପରିଚାଳନା କରିଥିଲା ବେଳେ ମାନସ ରଞ୍ଜନ ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ। ସଭାରେ ଶିକ୍ଷୟତ୍ରୀ ପୂଜାରାଣୀ ନାୟକ, ସଂଯୁକ୍ତା ଭୋଇ, ବୃନ୍ଦାବତୀ ସାହୁ, ଖୁଶବୁ ବରିହା, ଜ୍ୟୋତିରେଖା ମହାନନ୍ଦ, ପ୍ରଭାତୀ ପଟ୍ଟନାୟକ, ମମତା ମିଶ୍ର, ନୀଳିମାରାଣୀ ମହାନ୍ତି, ସୁଷମା ଦାଶ, କର୍ମଚାରୀ ଦୁଷ୍ମନ୍ତ ଛତର ଓ କମଳା କୁମ୍ଭାର ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026

You Might Also Like