-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||     

HOME   ରାଜ୍ୟ

ଚାରଭଟ୍ଟାରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଶିବିର, ୧୫ଅଭିଯୋଗ ପଞ୍ଜିକୃତ

10-Dec-2024



  ତରଭା(କପିଳାସ ସେଠ )ତରଭା ବ୍ଲକ ଠାରୁ ପ୍ରାୟ ୨୫ କିଲୋମିଟରରେ ଅବସ୍ଥିତ ଚାରଭଟ୍ଟା ପଞ୍ଚାୟତ କାର୍ଯ୍ୟଳୟ ପରିସରରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ବିଡିଓ ଗଙ୍ଗାରାମ ବୁଡ଼େକଙ୍କ ଅଦକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି I ଏହି ଅଭିଯୋଗ ଶିବିରରେ ୧୫ଗୋଟି ଅଭିଯୋଗ ପଞ୍ଜିକୃତ ହୋଇ ଥିବା ବେଳେ ସର୍ବାଧିକ ଅଧିକାରୀ ଉପସ୍ଥିତି ଅଭିଯୋଗ କାରୀଙ୍କୁ କେବଳ ପ୍ରତିଶୃତି ମିଳିଛି I ରାଜ୍ୟ ସରକାର ପ୍ରସାସନିକ ସେବା ବ୍ଲକସ୍ତରରୁ ପଞ୍ଚାୟତସ୍ତର ପହଞ୍ଚାଇବା ଉଦେଶ୍ୟ ରେ ତରଭା ବ୍ଲକର ଚାରଭଟ୍ଟା ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶିବିରରେ ପଞ୍ଚାୟତରେ ଥିବା ଯୁବ ଖେଳାଳି ମାନଙ୍କ ଖେଳୁଆଡ଼ ମାନଙ୍କୁ ସୃଦୃଢ କରିବା ପାଇଁ ଏଠାରେ ଥିବା ଖେଳ ପଡିଆ କୁ ଉନ୍ନତି କରଣ କରିବା ପାଇଁ ଜେ.ସି. ସି.କ୍ଲବର ସଭ୍ୟ ମାନେ ଲିଖିତ ଭାବେ ବିଡ଼ିଓ ଙ୍କ ଦୃଷ୍ଟିଆକର୍ଷଣ କରିଥିଲେ I ଚାରଭଟ୍ଟା ସହର ଠାରୁ ଦୂରରେ ଥିବାରୁ ବ୍ୟାଙ୍କ ଗ୍ରାହକ ମାନଙ୍କ ସୁବିଧା ପାଇଁ ଏଠାରେ ଏକ ଜାତୀୟ କରଣ ବ୍ୟାଙ୍କର ଏ ଟି ଏମ ସ୍ଥାପନ କରିବା ପାଇଁ ସୁଜିତ କୁମାର ପାତ୍ର ଓ ତାଙ୍କ ସାଥି ବିଡ଼ିଓ ଠାରେ ଦାବୀ କରିଥିଲେ  I ଚାରଭଟ୍ଟାରେ ପାଇପ ଯୋଗ ଯୋଗାଇ ଦିଆ ଯାଉଥିବା ଅନେକ ସ୍ଥାନରେ ପାଇପ ଫାଟି ଜଳ ଯୋଗାଣରେ ବ୍ୟଘାତ ହେଉଛି I ଏହାର ମରାମତି କରିବା ପାଇଁ ଦୁର୍ଯୋଧନ ବଢିଆ, ଗ୍ରାମରେ ଥିବା ଡ୍ରେନ ସଫା କରିବା ନେଇ ଭୋଜ ରାଜ ପାତ୍ର ଓ ଅନ୍ୟ ମାନେ, ଖଇରଭାଡ଼ି କଲୋନୀ ପଡ଼ାରେ ନୂତନ ନଳ କୂପ ଖୋଲିବା ପାଇଁ କମ୍ଭୁ ପାଣି ରଣା, କଳାକାର ଭତ୍ତା ପାଇଁ ରବିଚନ୍ଦ୍ର କୁଅଁରଙ୍କ ସହ ୧୫ଗୋଟି ଅଭିଯୋଗ ସ୍ଥାନ ପାଇଥିଲା I ଅଭିଯୋଗ ମାନଙ୍କୁ ଶୀଘ୍ର କାର୍ଯ୍ୟ କାରି କରାଯିବ ବୋଲି ବିଡ଼ିଓ ପ୍ରତିଶୃତି ଦେଇ ଥିଲେ I ଏହି ଶିବିରରେ ତହସିଲଦାର ତୁଳା ମୁଦୁଲି, ଚାରଭଟ୍ଟା ସରପଞ୍ଚ ସସ୍ମିତା ହରିପାଳ, ବି ଭି ଓ ଡ଼ ଶ୍ୟାମ ସୁନ୍ଦର ପାଣ୍ଡେ, ଆର ଡବ୍ଲୁ ଏସ ଏସ ସହକାରୀ ଯନ୍ତ୍ରୀ ରବୀନ୍ଦ୍ର ସାହୁ ସମିତିସଭ୍ୟ ଘନଶ୍ୟାମ ଡାଙ୍ଗ, ନାଏବ ସରପଞ୍ଚ ଅମିନ ଦୀପ, ଯୋଗାଣ ଅଧିକାରୀ ପ୍ରଶାନ୍ତ ପଧାନ,ଏ ଡି ଇ ଓ  ସ୍ୱସ୍ତିକ ପଧାନ, ଡବ୍ଲୁ ଇ ଓ ସଳଖାନ ମାଝୀଙ୍କ ସହ ମସ୍ୟ ବିଭାଗ, ଆଇ ସି ଡ଼ିଏସ ବିଭାଗ, କୃଷି ବିଭାଗ,ସ୍ୱାସ୍ଥ୍ୟ ବିଭାଗ, ସମସ୍ତ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତଥିଲେ  I ଚାରଭଟ୍ଟା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରସିକ ସୁନା ଓ ସରପଞ୍ଚ ଶ୍ରୀମତୀ ହରିପାଳଙ୍କ ତତ୍ତ୍ୱବୋଧନରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଥିଲା I 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026

You Might Also Like